-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

କୁମାରକେଲିର ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ

05-Dec-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ): 
ସୁବର୍ଣ୍ଣପୁର  ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ  କୁମାରକେଲି ହାଇସ୍କୁଲ ରେ ବାର୍ଷିକ କ୍ରୀଡା ଉତ୍ସବ  ବିଦ୍ୟାଳୟ ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ଏକ ଦିବସୀୟ କ୍ରୀଡା ପ୍ରତିଯୋଗିତାକୁ ସ୍କୁଲ ର ପ୍ରାକ୍ତନ ଛାତ୍ର ତଥା ଭାରତୀୟ ସେନା ବାହିନୀର ଅବସର ପ୍ରାପ୍ତ ସେନା ଅଧିକାରୀ ପ୍ରମୋଦ କୁମାର ଶତପଥୀ ଉଦ୍‌ଘାଟନ କରିଥିଲେ ଓ ଉଦଯାପନୀ ଉତ୍ସବରେ ସ୍କୁଲ ପରିଚାଳନା କମିଟିର ସଭାପତି କ୍ଷମାନିଧି ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ଏହି ଉପଲକ୍ଷେ ଆୟୋଜିତ ଉଭୟ ସଭାରେ ସ୍କୁଲ ର ପ୍ରଧାନ ଶିକ୍ଷକ ଜୟରାମ ତ୍ରିପାଠୀ ସଭାପତିତ୍ବ କରି ଛାତ୍ରଛାତ୍ରୀ ମାନଙ୍କୁ କଠିନ ପରିଶ୍ରମ କରି ସଫଳତା ପାଇବା ସହ ଶୃଙ୍ଖଳିତ ଜୀବନଯାପନ କରିବା ପାଇଁ ପରାମର୍ଶ ଦେଇଥିଲେ। ସ୍କୁଲର ଅବସର ପ୍ରାପ୍ତ ଖେଳ ଶିକ୍ଷକ ଇନ୍ଦ୍ରମଣି ପ୍ରଧାନ ଓ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ମନରୁଚି ଭୋଇ ଙ୍କ ନେତୃତ୍ବରେ ସମସ୍ତ କ୍ରୀଡା ପ୍ରତିଯୋଗିତାକୁ ବରିଷ୍ଠ ଶିକ୍ଷକ ଜୟ କିଶାନ ଶର୍ମା, ରଞ୍ଜନ ପ୍ରଧାନ, ପ୍ରାକ୍ତନ ଛାତ୍ର ଫିରୋଜ ବେହେରା,ଅଜିତ ବେହେରା ପରିଚାଳନା କରିଥିଲେ। ମଧ୍ୟାହ୍ନ ଭୋଜନ ବିରତି ସମୟ  ରେ ସ୍କୁଲର ବରିଷ୍ଠ ସହାୟକ  ବରୁଣ ବେହେରା, ଅନ୍ୟାନ୍ୟ କର୍ମଚାରୀ ଓ ପାଚିକା ମାନଙ୍କ ସହାୟତାରେ ପ୍ରସ୍ତୁତ ଏକ ମନୋରମ ପରିବେଶ ରେ ଭୋଜନ କରି ଛାତ୍ରଛାତ୍ରୀ ମାନେ କ୍ରୀଡା ସହିତ ବଣଭୋଜି ର ମଜା ମଧ୍ୟ ଉପଲବ୍ଧି କରିଥିଲେ।ସମସ୍ତ କାର୍ଯ୍ୟକ୍ରମ ସ୍କୁଲ ର ବରିଷ୍ଠ ବିଜ୍ଞାନ ଶିକ୍ଷକ ବାଚସ୍ପତି ପଣ୍ଡା ଙ୍କ ଦିଗଦର୍ଶନ ତଥା ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସଫଳତା ର ସହ ସମ୍ପାଦନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like