-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

*ଆଦିବାସୀ ଙ୍କ ପାଇଁ ସ୍ବତନ୍ତ୍ର ଅଭିଯୋଗ ଶୁଣାଣି ଶିବିର * *ଜିଲ୍ଲାପାଳ ଙ୍କ ଦ୍ବାରା ଆଦିବାସୀ ଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ*-

05-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ସଭାଗୃହ ଠାରେ ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅଧ୍ୟକ୍ଷତା ରେ ପ୍ରଥମ ଥର ପାଇଁ  ଆଦିବାସୀ ଓ ଅନୁସୂଚୀତ ଜନ ଜାତି କମ୍ୟୁନିଟି ଙ୍କ ସମସ୍ୟା ସମାଧାନ ପାଇଁ ଏକ ଅଭିଯୋଗ ଶୁଣାଣି ଶିବିର ର ଶୁଭାରମ୍ଭ ହୋଇଛି l ଆଜି ପ୍ରଥମ ଅଭିଯୋଗ ଶୁଣାଣି ରେ ସମୁଦାୟ ୨୯ ଗୋଟି ଅଭିଯୋଗ ହସ୍ତଗତ ହୋଇଥିବା ବେଳେ ସେ ସବୁ ସମସ୍ୟା ର ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l ବୀରମହାରାଜ ପୁର ବ୍ଲକ ଅଞ୍ଚଳ ର ୨୩ ଜଣ ଆଦିବାସୀ ଓ ଅନୁସୂଚୀତ ଜନ ଜାତି ହିତାଧିକାରୀ ଙ୍କୁ ଜିଲ୍ଲାପାଳ ଙ୍କ ଦ୍ଵାରା ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରା ଯାଇଛି l ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରଯାଇଛି l

ଏହି କାର୍ଯ୍ଯକ୍ରମ ରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଅଧିକାରୀ ଅର୍ଜୁନ ମାଝୀ, ବୀର ମହାରାଜ ପୁର ଅତିରିକ୍ତ ତହସିଲଦାର ସ୍ଵାଗତ କୁମାର ପଣ୍ଡା, ସୋନପୁର ତହସିଲଦାର ଙ୍କ ସମେତ ସମସ୍ତ ବ୍ଲକ ର ତହସିଲଦାର ଅତିରିକ୍ତ ତହସିଲଦାର ଓ ରାଜସ୍ବ ବିଭାଗ ର ବିଭିନ୍ନ ଅଧିକାରୀ ମାନେ ଯୋଗ ଦେଇଥିବା ସୁଚନା ମିଳିଛି l ପ୍ରକାଶ ଥାଉ କି ଯେ ପ୍ରତି ମାସ ର ୫ ତାରିଖ ଦିନ ଜିଲ୍ଲାପାଳ ଙ୍କ ସଭାଗୃହ ଠାରେ ଆଦିବାସୀ ଓ ଅନୁସୂଚୀତ ଜନ ଜାତି ସମ୍ପ୍ରଦାୟ ଲୋକ ଙ୍କ ପାଇଁ ଏକ ସ୍ବତନ୍ତ୍ର ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ବୋଲି ଜଣା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like