-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ କ୍ରିକେଟ ପ୍ରତିଯୋଗିତା ରେ ଡାବୁଗାଁ ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟ ର ୬ଜଣ ଛାତ୍ରୀ ମନୋନୀତ

05-Dec-2025



ଡାବୁଗାଁ (ପ୍ରିୟଦର୍ଶିନୀ ପାତ୍ର)
ଆସନ୍ତା ୬ ରୁ ୧୧ ତାରିଖ ମଧ୍ୟରେ ଜଗତସିଂହପୁର ରେ
ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ୧୭ ବର୍ଷରୁ କମ୍ ବାଳିକା କ୍ରିକେଟ ପ୍ରତିଯୋଗିତା ରେ ନବରଙ୍ଗପୁର  ଜ଼ିଲ୍ଲା
 କ୍ରିକେଟ ଟିମ୍ ରେ ଡାବୁଗାଁ ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟରୁ ୬ ଜଣ ଛାତ୍ରୀ ମନୋନୀତ ହୋଇଛନ୍ତି । ଏହାଡାବୁଗାଁ ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟ ପାଇଁ ଗର୍ବ  । ଗତ ୩ ତାରିଖ ରେ ଜ଼ିଲ୍ଲା ସ୍ତରୀୟ କ୍ରିକେଟ ପ୍ରତିଯୋଗିତା ପାପଡାହାଣ୍ଡି ସ୍ଥିତ ଲାଲବହାଦୂର୍ ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଥିଲା । ଜ଼ିଲ୍ଲାର ସବୁ ବ୍ଲକର ଛାତ୍ରୀ/ଛାତ୍ର ଯୋଗ ଦେଇଥିଲେ । ୧୭ ବର୍ଷ ରୁ କମ୍ ବାଳିକା ଓ ବାଳକ ଚୟନ କରାଯାଇଥିଲା । ପ୍ରଥମ ଥର ଡ଼ିଉଜ୍ ବଲ୍ କ୍ରିକେଟ୍ ପ୍ରତିଯୋଗିତାରେ ଡାବୁଗାଁ ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟ ର ୭ ଜଣ ଛାତ୍ରୀ 
ଅଂଶ ଗ୍ରହଣ କରିଥିଲେ । ସେଥିମଧ୍ୟରୁ ୬ ଜଣ ରାଜ୍ୟ ସ୍ତରୀୟ ପାଇଁ ଚୟନ ହୋଇଛନ୍ତି । ଆସନ୍ତା ୬ ରୁ ୧୧ ତାରିଖ ମଧ୍ୟରେ ଜଗତ୍ସିଂହପୁର ଜ଼ିଲ୍ଲାରେ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ବିଦ୍ୟାଳୟକୁ ନୂତନ ଭାବେ ଆସିଥିବା କ୍ରୀଡା ଶିକ୍ଷକ ଶ୍ରୀ ମନୋଜ କୁମାର ବାଘ  ଛାତ୍ର ଛାତ୍ରୀ ମାନଙ୍କୁ ଭଲ କୋଚିଂ ଦେଇଥିଲେ ।  ୬ ଜଣ ଛାତ୍ରୀ ହେଉଛନ୍ତି  ଅଞ୍ଜନା ପୂଜାରୀ,  ଗଙ୍ଗାବାଲି ମେହେରା, ଯଶୋଦା ମାଝୀ,  ଗାୟତ୍ରୀ ଭତ୍ରା,  ବନ୍ଦିତା ଭତ୍ରା ଓ  ଉର୍ମିଳା ଭତ୍ରା । ସେହିପରି ରାଜ୍ୟସ୍ତରୀୟ ଫୁଟବଲରେ ମଧ୍ୟ ଜଣେ ଛାତ୍ରୀ ସୁନାମଣି ସାନ୍ତା ବର୍ତ୍ତମାନ କଳାହାଣ୍ଡି   ଜ଼ିଲ୍ଲାକୁ ଖେଳିବା ପାଇଁ ଯାଇଛନ୍ତି ।  ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ଦାସ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଥମ କରି ଛାତ୍ରୀମାନେ ରାଜ୍ୟସ୍ତରୀୟ କ୍ରିକେଟ ଖେଳରେ  ଭାଗ ନେଇଥିବାରୁ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ, କର୍ମଚାରୀ ମାନେ ଛାତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ପିଲାମାନଙ୍କର ସଫଳତା କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like