-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

୩୨ତମ ଅମରପାଲି କ୍ରିକେଟ କପ୍ - ଉଲୁଣ୍ଡା କୁ ହରାଇ ବହଳପଦର ସେମିଫାଇନାଲ ରେ

05-Dec-2025



ବୀରମହାରାଜପୁର ,(ବିନୋଦ ପାଣ୍ଡେ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ସ୍ଥିତ ଭଗବାନ ସାହୁ ଗ୍ରାଉଣ୍ଡ ରେ ଫ୍ରେଣ୍ଡସ କ୍ଲବ ଆନୁକୂଲ୍ୟରେ ହେଉଥିବା ୩୨ତମ ଅମରପାଲି କ୍ରିକେଟ କପ୍ ର ଶୁକ୍ରବାର ଥିଲା ତୃତୀୟ ଦିବସ। ଶୁକ୍ରବାର ପ୍ରଥମ ମ୍ୟାଚ୍ ଟି ବହଳପଦର ଓ ରଶିବେଡ଼ା ମଧ୍ୟରେ ହୋଇଥିଲା। ଏଥିରେ ବହଳପଦର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୪ ଉଇକେଟ ହରାଇ ୧୨୬ ରନ କରିଥିଲା। ଜବାବରେ ରଶିବେଡ଼ା ଦଳ ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୭୨ ରନ କରି ପରାସ୍ତ ହୋଇଥିଲା। ଏହି ମ୍ୟାଚ୍ ରେ ବହଳପଦର ର ବିକାଶ ଛତ୍ରୀ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ଘୋଷଣା କରାଯାଇଥିଲା। ସେହିପରି ଦ୍ବିତୀୟ ମ୍ୟାଚ୍ ଟି ଉଲୁଣ୍ଡା ଓ ଲୁତୁରପଙ୍କ ମଧ୍ୟରେ ହୋଇଥିଲା। ଏଥିରେ ଉଲୁଣ୍ଡା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭର ରେ ୪ ଉଇକେଟ ହରାଇ ୧୧୫ ରନ କରିଥିଲା। ଜବାବରେ ଲୁତୁରପଙ୍କ ଦଳ ନିର୍ଦ୍ଧାରିତ ୮ ଓଭର ରେ ୩ ଉଇକେଟ ହରାଇ ୮୭ ରନ କରି ପରାସ୍ତ ହୋଇଥିଲା। ଏହି ମ୍ୟାଚ୍ ପାଇଁ ଉଲୁଣ୍ଡା ର ଅଭିଳାଷ ନାଏକ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଘୋଷଣା କରାଯାଇଥିଲା। ତୃତୀୟ ମ୍ୟାଚ୍ ଟି ପ୍ରଥମ ମ୍ୟାଚ୍ ର ବିଜେତା ବହଳପଦର ଓ ଦ୍ଵିତୀୟ ମ୍ୟାଚ୍ ର ବିଜେତା ଉଲୁଣ୍ଡା ମଧ୍ୟରେ ହୋଇଥିଲା। ଏଥିରେ ଉଲୁଣ୍ଡା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୯୩ ରନ କରିଥିଲା। ଜବାବରେ ବହଳପଦର ଦଳ ଆବଶ୍ୟକୀୟ ୯୪ ରନ କୁ ନିର୍ଦ୍ଧାରିତ ୧୦ ଓଭର ର ଶେଷ ବଲ ରେ ୮ ଉଇକେଟ ହରାଇ ସଂଗ୍ରହ କରି ବିଜୟୀ ହୋଇ ସେମିଫାଇନାଲ ରେ ପ୍ରବେଶ କରିଛି। ପୀତାମ୍ବର ସାହୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ ର ସଭାପତି ଡ.ପ୍ରଫୁଲ୍ଲ କୁମାର ରଥ ମୁଖ୍ୟ ଅତିଥି , ସାଇ ଶିକ୍ଷା ନିକେତନ ର ସମ୍ପାଦକ ସରୋଜ କୁମାର ସାହୁ, ବିଶିଷ୍ଟ ବ୍ୟବସାୟୀ ଶ୍ୟାମ କୁମାର ସାହୁ ଓ  ଅମରପାଲି ହାଇସ୍କୁଲର ଖେଳ ଶିକ୍ଷକ କହ୍ନେଇ ଚରଣ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ବହଳପଦର ର କୁନା ସାହୁ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like