-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

*ଜିଲ୍ଲା ଠିକାଦାର ସଂଘର ଜରୁରୀ ବୈଠକ ଅନୁଷ୍ଠିତ*

05-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସ୍ଥାନୀୟ ପିଡବ୍ଲୁଡି ଡାକବଙ୍ଗଳା ଠାରେ ଜିଲ୍ଲା ଠିକାଦାର ସଂଘ ର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ର ସମସ୍ତ ବ୍ଳକ୍ ର ଠିକାଦାର ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ର ସମସ୍ତ ବିଭାଗର ନିର୍ମାଣ କାମରେ ଅନ୍ୟୁନ୍ୟ ୧ କୋଟି ପର୍ଯ୍ୟନ୍ତ ବାହାରୁଥିବା ସମସ୍ତ ଠିକା କାମରେ କେବଳ ସୁବର୍ଣ୍ଣପୁର ଜିଲ୍ଲାର ଠିକାଦାର ମାନେ ହିଁ ଅଂଶଗ୍ରହଣ କରିବେ ଓ ବାହାର ଜିଲ୍ଲାର ଠିକାଦାର ମାନଙ୍କୁ ଏଥିରେ ହସ୍ତକ୍ଷେପ କରିବାକୁ ବାରଣ କରାଯିବା ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ହୋଇଛି । ଅନ୍ୟ ଜିଲ୍ଲାର ଠିକାଦାର ମାନଙ୍କୁ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଟେଣ୍ଡରରେ ଅଂଶ ଗ୍ରହଣ ନ କରିବାରୁ ଅନୁରୋଧ କରାଯାଇଛି । ଯଦି ଦରକାର ପଡ଼େ ଏ ଦିଗରେ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି । ସୂଚନା ଯୋଗ୍ୟ ଯେ ଅନେକ ଛୋଟ ଛୋଟ କାମ ଗୁଡ଼ିକ ର ଟେଣ୍ଡର ବାହାର ଜିଲ୍ଲା ର ଠିକାଦାର ହାତଉ ଥିବା ବେଳେ ଜିଲ୍ଲା ର ଠିକାଦାର ମାନେ କାମ ନ ପାଇ ବ୍ୟାପକ କ୍ଷତି ସହୁଛନ୍ତି ବୋଲି ଅଭିଯୋଗ କରିଛି ସଂଘ । ସଂଘ ର ସଭାପତି ଜୟ ମାଧବ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କୁଷ ସାହୁ( ସାଧାରଣ ସମ୍ପାଦକ), ରାମକୃଷ୍ଣ ଦାସ ( ସଧାରଣ ସମ୍ପାଦକ), ସୁମିତ୍ ପୂଜାହାରି ( ଉପ ସଭାପତି) ଶିବ ନାରାୟଣ ବହିଦାର, ସତ୍ୟନାରାୟଣ ତ୍ରୀପାଠୀ, ଶରତ ମହାପାତ୍ର, ପୁଲକ ମିଶ୍ର, ବାପି ଦାସ, ସୁଧୀର ପଣ୍ଡା, ରଞ୍ଜିତ ରାୟ, ଗୁପ୍ତ ମିଶ୍ର, ବିପ୍ର ଦାସ, ଅମିୟ ରଞ୍ଜନ ଦାସ, ବୁବୁନ ମିଶ୍ର, ଶେଷ ମେହେର, କୁନାଲ୍ ପଧାନ, ସୌରଭ ବେଦବାକ, ରାଜୁ ପଣ୍ଡା, ଦେବ ତ୍ରିପାଠୀ, ସତ୍ୟନାରାୟଣ ପାଣ୍ଡେ, ରଜତ ଅଗ୍ରୱାଲ୍, କିରଟି ଦାଶ ପ୍ରମୁଖ ଠିକାଦାର ବୈଠକ ରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like