-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ରେଳଷ୍ଟେସନ ଠାରୁ ରାମେଶ୍ଵରମ-ମଦୁରାଇ ପବିତ୍ର ତୀର୍ଥସ୍ଥାନ ଅଭିମୁଖେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ

05-Dec-2025



 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ) 

 

ଆଜି ସମ୍ବଳପୁର ରୁ ରାଜ୍ୟ ସରକାର (ପର୍ଯ୍ୟଟନ ବିଭାଗ), ରେଳବାଇ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ର ମିଳିତ ସହୋଯୋଗରେ, 'ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା' ଅଧୀନରେ ୭୭୫ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ସମ୍ବଲପୁର ରେଳଷ୍ଟେସନ ଠାରୁ ରାମେଶ୍ଵରମ-ମଦୁରାଇ ପବିତ୍ର ତୀର୍ଥସ୍ଥାନ ଅଭିମୁଖେ ଏକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନ୍‌ ଯାତ୍ରା ଆରମ୍ଭ କରିଛି।  ଏହି ଅବସରରେ ମାନ୍ୟବର ବିଧାୟକ ସମ୍ବଲପୁର- ଶ୍ରୀ ଜୟନାରାୟଣ ମିଶ୍ର, ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ତଥା ରେଙ୍ଗାଲିର ପୂର୍ବତନ ବିଧାୟକ   ଶ୍ରୀ ନାଉରି ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ କୁମୁଦୀନି ନାୟକ,  ଉତ୍ତରାଞ୍ଚଳ ଆଇଜି ଶ୍ରୀ ହିମାଂଶୁ ଲାଲ(ଭା.ପୋ.ସେ),  ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର(ଭ୍ରା.ପ୍ର.ସେ), ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ ଭାମୂ (ଭା.ପୋ.ସେ), ସମ୍ବଲପୁର, ସମ୍ବଲପୁର ମହାନଗର ନିଗମ ର ଆୟୁକ୍ତ ଶ୍ରୀ ରେହାନ କ୍ଷତ୍ରି (ଭ୍ରା.ପ୍ର.ସେ), ଡ଼ିସିଏମ(railway) ଗରିମା ତିଵାରୀ, Additional Divisional Railway  Manager(ADRM) ଶ୍ରୀ ମଞ୍ଜୀତ ସିଂହ ସନସନୱାଲ, ପ୍ରମୁଖ ଉପସ୍ଥିତ ରହି ଟ୍ରେନ କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। 

 

ମାନ୍ୟବର ବିଧାୟକ ସମ୍ବଲପୁର- ଶ୍ରୀ ଜୟନାରାୟଣ ମିଶ୍ର ଓଡିଶା ସରକାର ଙ୍କ ପ୍ରଚେଷ୍ଟା ରୁ ବରିଷ୍ଠ ନାଗରିକ ମାନେ ଆଜି ଚାରିଧାମ ରୁ ଗୋଟିଏ ଧାମ ପରିଦର୍ଶନ କରିବାର ସୌଭାଗ୍ୟ ପାଇଛନ୍ତି ବୋଲି ପ୍ରକାଶ କରିଥିଲେ। 

 

ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର(ଭ୍ରା.ପ୍ର.ସେ), ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧୀନରେ ରାମେଶ୍ଵରମ-ମଦୁରାଇ ପବିତ୍ର ତୀର୍ଥସ୍ଥାନ ଅଭିମୁଖେ ୨୦୨୫ ଆର୍ଥିକ ବର୍ଷ ଏହା ଦ୍ଵିତୀୟ ଯାତ୍ରା ବୋଲି ସୂଚନା ଦେଇ ସମସ୍ତଙ୍କର ସଫଳ ଏବଂ ମଙ୍ଗଳ ଯାତ୍ରା ପାଇଁ ପ୍ରାର୍ଥନା କରିଥିଲେ। ସମ୍ବଲପୁର, ସୁବର୍ଣ୍ଣପୁର, ଦେଓଗଡ଼, ଅନୁଗୁଳ, ଝାରସୁଗୁଡ଼ା,  ସୁନ୍ଦରଗଡ଼, ବଲାଙ୍ଗିର, ବରଗଡ, ରୁ ସମୁଦାୟ  ୭୭୫ ଜଣ ତୀର୍ଥଯାତ୍ରୀଙ୍କ ସହିତ ୨୫ ଜଣ ଏସ୍କର୍ଟ୍‌ ଅଧିକାରୀ ଏହି ଯାତ୍ରାରେ ଯାଉଛନ୍ତି ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।

 

ସୂଚନା ଅନୁଯାୟୀ ଏହି ଯୋଜନା ମାଧ୍ୟମରେ ସମ୍ବଲପୁର ରେଳଷ୍ଟେସନ ଠାରୁ ରାମେଶ୍ଵରମ-ମଦୁରାଇ ପବିତ୍ର ତୀର୍ଥସ୍ଥାନ ଅଭିମୁଖେ ଅଭିମୁଖେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନ୍‌ର ସମ୍ବଲପୁର ଜିଲ୍ଲାରୁ ୮୯, ସୁବର୍ଣ୍ଣପୁର-୫୨, ଦେଓଗଡ଼-୨୭, ଅନୁଗୁଳ- ୧୦୯ ଜଣ,ଝାରସୁଗୁଡ଼ା-୫୦, ସୁନ୍ଦରଗଡ଼-୧୮୦, ବଲାଙ୍ଗିର-୧୪୧, ବରଗଡ-୧୨୭ ଅଦ୍ୟାବଧି ୭୭୫ ଜଣ ଯାତ୍ରୀ ବରିଷ୍ଠ ନାଗରିକ, ରାମେଶ୍ଵରମ ଓ ମଦୁରାଇ ଭଳି ତୀର୍ଥସ୍ଥାନ ଭ୍ରମଣର ସୁଯୋଗ ପାଇଛନ୍ତି । IRCTC ଦ୍ଵାରା ଯାତ୍ରା ସମୟରେ ଯାତ୍ରୀମାନଙ୍କ ପାଇଁ ଖାଦ୍ଯ, ପାନୀୟ, ଯିବା ଆସିବା ଏବଂ ଆଶ୍ରୟସ୍ଥଳୀ ର ବ୍ୟବସ୍ଥା କରାଯାଇଛି ଏହା ସହିତ ସ୍ୱାସ୍ଥ୍ୟ ଜନିତ ସମସ୍ଯା ନିମନ୍ତେ ଏକ ଡାକ୍ତରି ଟିମ ଏବଂ ୨୫ ଜଣ ଏସ୍କର୍ଟ୍‌ ଅଧିକାରୀ ମଧ୍ୟ ରହିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026

You Might Also Like