-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ଜିଲ୍ଲାପାଳଙ୍କ ଦ୍ୱାରା ତକବା ଗ୍ରାମରେ ଟିପିଡବ୍ଲୁଓଡିଏଲର ‘ଉଲା ମଡେଲ-ରୁପଟପ୍ ସୋଲାର ପ୍ୟାନେଲ୍’ ଉଦଘାଟିତ

05-Dec-2025



 

ସମ୍ୱଲପୁର-ବୁର୍ଲା: (ସଂଜୀବ ପାଣିଗ୍ରାହୀ) : ପଶ୍ଚିମ ଓଡ଼ିଶାର ବିଦ୍ୟୁତ୍ ବିତରଣ କମ୍ପାନୀ ଟିପିଡବ୍ଲୁଓଡିଏଲ୍ ପକ୍ଷରୁ 'ଉଲା ମଡେଲ୍-ୟୁଟିଲିଟି ଲେଡ୍ ଏଗ୍ରିଗେସନ୍ ମଡେଲ୍' ଅଧିନରେ ସମ୍ବଲପୁର ଜିଲ୍ଲାର ମାନେଶ୍ୱର ବ୍ଲକ ଅନ୍ତର୍ଗତ ତକବା ଗ୍ରାମରେ ଏକ କିଲୋୱାଟ୍ ରୁପଟପ୍ ସୋଲାର ପ୍ୟାନେଲ୍ ସ୍ଥାପନ କରାଯାଇଅଛି । 

ଶ୍ରୀମତୀ ସରୋଜିନୀ ଆଚାର୍ଯ୍ୟଙ୍କ ଛାତ ଉପରେ ସ୍ଥାପନ ହୋଇଥିବା ଏହି ଏକ କିଲୋୱାଟ୍ ରୁପଟପ୍ ସୋଲାର ପ୍ୟାନେଲକୁ ସମ୍ବଲପୁରର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ଆଜି ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଏହି ଉଦଘାଟନୀ ଉତ୍ସବରେ ସମ୍ୱଲପୁର ଏସପି ଶ୍ରୀ ମୁକେଶ କୁମାର ଭାମୁ, ସମ୍ବଲପୁରର ମ୍ୟୁନିସିପାଲ କମିଶନର ଶ୍ରୀ ରିହାନ ଖେତ୍ରୀ, ସିଡିଓ-କମ-ଇଓ ଶ୍ରୀ ପ୍ରସନ୍ନ କୁମାର ପାତ୍ର ଏବଂ କମ୍ପାନୀର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ରହିଥିଲେ । ଏହି ସୌର ପ୍ୟାନେଲ ମାତ୍ର ୮ ହଜାର ୭୪୭ ମୂଲ୍ୟରେ ସ୍ଥାପନ କରାଯାଇଅଛି ।

ଏହି ଅବସରରେ ସମ୍ବଲପୁରର ଜିଲ୍ଲାପାଳ ଶ୍ରୀ ବୋନ୍ଦାର କହିଛନ୍ତି, "ସମ୍ବଲପୁର ଜିଲ୍ଲାରେ ସବୁଜ ଶକ୍ତି ଉପଲବ୍ଧତା ହାସଲ କରିବା ଦିଗରେ ଏହା ଏକ ଉଲ୍ଲେଖନୀୟ ପଦକ୍ଷେପ । ଏହି ପଦକ୍ଷେପ ମାଧ୍ୟମରେ ସମସ୍ତ ବିଦ୍ୟୁତ୍ ଉପଭୋକ୍ତା ସେମାନଙ୍କର ମାସିକ ବିଦ୍ୟୁତ୍ ବିଲ୍ ହ୍ରାସ କରିପାରିବେ । ଜିଲ୍ଲାରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ପ୍ରାୟ 3,000 ରୁ ଅଧିକ ସୌର ପ୍ୟାନେଲ ସ୍ଥାପନ କରାଯାଇ ସାରଲାଣି । ଆଗକୁ ସମ୍ବଲପୁର ଜିଲ୍ଲା ପ୍ରତ୍ୟେକ ଘରେ ଅଧିକରୁ ଅଧିକ ସୌର ପ୍ୟାନେଲ ସ୍ଥାପନ କରାଯିବା ମୁଁ ଆଶା ପ୍ରକାଶ କରୁଅଛି ।" ତେବେ ଏହି ଯୁଗାନ୍ତକାରୀ ପ୍ରକଳ୍ପର ପରିକଳ୍ପାନା ଏବଂ ଏହାକୁ ସଠିକ୍ ରୂପେ କାର୍ଯ୍ଯକାରୀ କରାଇଥିବାରୁ ଜିଲ୍ଲାପାଳ ଶ୍ରୀ ବୋନ୍ଦାର ଟିପିଡବ୍ଲୁଓଡିଏଲକୁ ଭୂରୀ ପ୍ରଶଂସା କରିଥିଲେ ।  

ପ୍ରକଶାଥାଉ କି, କେବଳ ଏକ କିଲୋୱାଟ୍ ବିଦ୍ୟୁତ୍ ସଂଯୋଗ ଚୁକ୍ତି କରିଥିବା ପଶ୍ଚିମ ଓଡ଼ିଶାର ଜଣେ ବିଦ୍ୟୁତ୍ ଗ୍ରାହକ ଏହି ‘ଉଲା ମେଡଲ’ ଯୋଜନା ଅଧିନରେ ମାତ୍ର ୫୦୦୦ ଟଙ୍କା ଏବଂ ସୋଲାର ମିଟର୍ ବାବଦକୁ ୩ ହାଜର ୭୪୭ ଟଙ୍କା ସର୍ବମୋଟ୍ ୮ ହଜାର ୭୪୭ ଟଙ୍କା ବିନିମୟରେ ନିଜ ଘର ଛାତ ଉପରେ ସୋଲାର ପ୍ୟାନେଲ ସ୍ଥାପନ କରିପାରିବେ ।

ଗ୍ରାହକମାନେ ଏହି ଯୋଜନା ଅଧିନରେ ସୋଲର ପ୍ୟାନେଲ ସ୍ଥାପନ କରିବା ପାଇଁ ବିଦ୍ୟୁତ୍ ବିତରକ କମ୍ପାନୀକୁ ଏକ ସ୍ୱାକ୍ଷରିତ ସମ୍ମତି ପତ୍ର ପ୍ରଦାନ କରିବେ, ଯାହା ଫଳରେ ବିଦ୍ୟୁତ୍ ବିତରକ କମ୍ପାନୀ ସମ୍ପୂର୍ଣ୍ଣ ଯନ୍ତ୍ରପାତି ପ୍ରଥମେ ଗ୍ରାହକଙ୍କ ଛାତ ଉପରେ ସ୍ଥାପନ କରି ଭାରତର ସରକାର ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ୫୫ ହଜାର ଟଙ୍କା (ଭାରତ ସରକାରଙ୍କ ରିହାତି ୩୦ ହାଜର ଏବଂ ରାଜ୍ୟ ସରକାରଙ୍କ ରିହାତି ୨୫ ହଜାର) ଗ୍ରାହକଙ୍କ ତରଫରୁ ପ୍ରାପ୍ତ କରିବେ । ଏହି ସୋଲର ସିଷ୍ଟମ୍ ଲଗାଇ ଗ୍ରାହକ ହାରହାରି ମାସକୁ ୧୦୦ ୟୁନିଟ୍ ବିଜୁଳି ଉତ୍ପାଦନ କରିବା ସହ ବର୍ଷରେ ୫୦୦୦ ଟଙ୍କା ପର୍ଯ୍ୟନ୍ତ ବିଦ୍ୟୁତ୍ ବିଲରୁ ବଞ୍ଚାଇ ପାରିବେ । ଏହି ଯୋଜନା ଦେଶରେ ପ୍ରଚଳିତ ପିଏମ୍ ସୂର୍ଯ୍ୟଘର ମୁପ୍ତ ବିଜୁଳି ଯୋଜନାର ଏକ ଅଂଶ । ଏହା କେବଳ ଏକ କିଲୋୱାଟ୍ ଚୁକ୍ତି କରିଥିବା ବିଦ୍ୟୁତ୍ ଘରୋଇ ଗ୍ରାହକଙ୍କ ପାଇଁ ଏକ କିଲୋୱାଟ୍ ସୋଲାର ସିଷ୍ଟମ ପାଇଁ ପ୍ରଯୁଜ୍ୟ ଅଟେ ।

କର୍ପୋରେଟ୍ ଯୋଗାଯୋଗ ଏବଂ ସରକାରୀ ସମ୍ପର୍କ ମୁଖ୍ୟ
   ଟିପିଡବ୍ଲୁଓଡିଏଲ୍, କର୍ପୋରେଟ୍ କାର୍ଯ୍ୟାଳୟ, ବୁର୍ଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like