-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ ପାଳିତ-

05-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର  ନାଇକେନପାଲି ଠାରେ  ଅଧ୍ୟକ୍ଷ ଡାକ୍ତର ରାମଶଙ୍କର ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ  ପାଳିତ ହୋଇ ଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟଂତ୍ରଣ) ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ , ଜିଲ୍ଲା ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ  ବୃନ୍ଦାବନ ସାହୁ, ଡାକ୍ତର ଚିତ୍ତରଞ୍ଜନ ତ୍ରିପାଠୀ ଡାକ୍ତର ଆୟୁଷ, ଡାକ୍ତର ଲୋପାମୁଦ୍ରା ପଧାନ ଡାକ୍ତର ଆୟୁଷ ଉପସ୍ଥିତ ଥିଲେ l ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ନାଇକେନପାଲି ର ଅଧ୍ୟକ୍ଷ ଡାକ୍ତର ରାମଶଙ୍କର ତ୍ରିପାଠୀ ସମସ୍ତ ଅତିଥି ଙ୍କୁ ସ୍ୱାଗତ ଜଣାଇଥିଲେ  ଏବଂ ପୁରୁଷ ବନ୍ଧ୍ୟାକରଣ ଦ୍ଵାରା ପୁରୁଷ ଏବଂ ପରିବାର ପ୍ରତି ହେଉଥିବା ଉପକାର ବିଷୟରେ ପୁଙ୍ଖାନୁ ପୁଙ୍ଖ ଭାବରେ ବୁଝାଇ ଦେଇଥିଲେ l ଏହାସମେତ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରିଣୀ  ନଳିନୀପ୍ରଭା ମେହେର ଏବଂ ଶାନ୍ତନୁ କୁମାର ମେହେର, ସିମାଞ୍ଚଳ ଦାସ ଏବଂ ସରୋଜ ଗାନ ସେକଟର ସୁପରଭାଇଜର, ସୁଶାନ୍ତ କୁମାର ନାଏକ ନଥିପତ୍ର ସହାୟକ, ଅମିତ କୁମାର ପଧାନ ଙ୍କ ତତ୍ଵାବଧାନ ରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏବଂ ସମସ୍ତ ଆଶା ଓ ବିଭିନ୍ନ ଅଞ୍ଚଳରୁ ଆସିଥିବା ଜନ୍ମକ୍ଷମ ଦମ୍ପତି ମାନେ ଉପସ୍ଥିତ ଥିଲେ  l ଏହାସମେତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ବୃନ୍ଦ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ l ଶେଷରେ ନଳିନୀ ପ୍ରଭା ମେହେର ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଭଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like