-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଗୁଡଭେଲା ବ୍ଲକ୍ ସ୍ତରୀୟ ଦିବ୍ଯାଙ୍ଗ ଛାତ୍ରଛାତ୍ରୀଙ୍କ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା,  ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ସକାରାତ୍ମକ ପରିବେଶ ସମସ୍ତଙ୍କ ଦାୟିତ୍ଵ 

05-Dec-2025



ଗୁଡଭେଲା/ତୁଷୁରା- ସମଗ୍ର ଶିକ୍ଷା ବଲାଙ୍ଗିର ଓ ଗୁଡଭେଲା ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ଗୁଡଭେଲା ଉଚ୍ଚ ବିଦ୍ୟାଳୟ ଠାରେ ଦିବ୍ଯାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସକାରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ବ୍ଲକ୍ ସ୍ତରୀୟ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୁଗଳ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି

ଭାବେ ବିଇଓ ନମିତା ରାଣୀ ଭୋଇ ଯୋଗଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ। ସମ୍ମାନିତ ଅତିଥି ଭାବେ  ଏବିଇଓ ରମେଶ ଚନ୍ଦ୍ର ସାମର୍ଥ, ସିଆରସିସି

ଷଢାନନ ପ୍ରଧାନୀ, ବିଆର୍‌ଟି ଜୁଲଫିକର୍ ଖାନ୍ ଓ ଅଶୋକ ସାମଲ ମଞ୍ଚାସୀନ ଥିଲେ। ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଆସନ୍ତା ୩ ଡିସେମ୍ବର ଦିନ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ । ସିଆରସିସି ରମେଶ ଚନ୍ଦ୍ର ଭୋଇ ଧନ୍ୟବାଦ ଦେଇଥିଲେ ଓ ପ୍ରହଲ୍ଲାଦ ଦଣ୍ଡସେନା ମଞ୍ଚ ସଞ୍ଚାଳନ କରିଥିଲେ। ଏଥିରେ ସିଆରସିସି ଜଗମୋହନ ତ୍ରିପାଠୀ, ଟଙ୍କଧର ସା, ସୁଧାଂଶୁ ପୁଟା ଓ ସ୍ଥାନୀୟ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like