-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଖରମୁଣ୍ଡା ବାପୁଜୀ ହାଇସ୍କୁଲରେ ଜୁନିୟର ରେଡକ୍ରସ ପରାମର୍ଶଦାତା ତାଲିମ ଶିବିର

05-Dec-2025



ବିଜେପୁର, (ପ୍ରେରଣା ଖବର) ଖରମୁଣ୍ଡା, ବରଗଡ଼ ଭାରତୀୟ ରେଡକ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା ଏବଂ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ବରଗଡ଼ର ମିଳିତ ଆନୁକୂଲ୍ୟରେ ଆଜି ଖରମୁଣ୍ଡା ସ୍ଥିତ ବାପୁଜୀ ହାଇସ୍କୁଲ ପରିସରରେ ଏକ ଦିବସୀୟ "ଜୁନିୟର ରେଡକ୍ରସ (JRC) ପରାମର୍ଶଦାତା ତାଲିମ କାର୍ଯ୍ୟକ୍ରମ" ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାର ତିନୋଟି ବ୍ଲକ ଯଥା - ବିଜେପୁର,ଗାଇସିଲେଟ ଓ ସୋହେଲା ବ୍ଲକର ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ୭୦ରୁ ଉର୍ଦ୍ଧ୍ୱ  ଜୁନିୟର ରେଡକ୍ରସ କାଉନସିଲର ଅଂଶଗ୍ରହଣ କରିଥିଲେ। ବାପୁଜୀ ହାଇସ୍କୁଲର ପରିଚାଳନା କମିଟି (SMC) ସଭାପତି ଶ୍ରୀଯୁକ୍ତ ନଳିନ ଗଡତିଆ ଆଜିର ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦବୋଧନ ଦେଇ ସେ କହିଥିଲେ ଯେ, "ଛାତ୍ରଛାତ୍ରୀଙ୍କୁ କେବଳ ପାଠପଢ଼ା ନୁହେଁ, ବରଂ ସମାଜ ସେବା ଏବଂ ମାନବିକ ମୂଲ୍ୟବୋଧ ଶିକ୍ଷା ଦେବାରେ ଶିକ୍ଷକମାନଙ୍କ ଭୂମିକା ଅତୁଳନୀୟ l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ (BEO) ଶ୍ରୀଯୁକ୍ତ ବଲ୍ଲଭ ମେହେର ଯୋଗଦେଇ ଶିକ୍ଷକମାନଙ୍କୁ ଛାତ୍ର ଗଢିବାର କାରିଗର ବୋଲି ଅଭିହିତ କରିଥିଲେ। ବରଗଡ଼ ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର (JRCO) ଶ୍ରୀଯୁକ୍ତ ହେମନ୍ତ କୁମାର ସାମଲ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ଜିଲ୍ଲାରେ ରେଡକ୍ରସର କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବାକୁ ଆହ୍ୱାନ ଦେଇଥିଲେ।

ବାପୁଜୀ ହାଇସ୍କୁଲର ପ୍ରଧାନଶିକ୍ଷକ ତଥା ପୂର୍ବତନ JRCO ଶ୍ରୀଯୁକ୍ତ ମହେନ୍ଦ୍ର ଆଚାର୍ଯ୍ୟ ସାଧନ କର୍ମୀ (RP) ଭାବେ ଯୋଗଦେଇ ନିଜର ଦୀର୍ଘ ବର୍ଷର ଅଭିଜ୍ଞତା ବାଣ୍ଟିଥିଲେ ଏବଂ ରେଡକ୍ରସର ଇତିହାସ ସମ୍ପର୍କରେ ଆଲୋକପାତ କରିଥିଲେ। ଅନ୍ୟତମ ସାଧନ କର୍ମୀ ଭାବେ ଶ୍ରୀମତୀ ସେବାବିନିମୟୀ ଯୁକ୍ତା ବାରିକ ଏବଂ ଶ୍ରୀଯୁକ୍ତ ମନୋହର ଦାଶ କାଉନସିଲରମାନଙ୍କୁ ରେଡକ୍ରସର ସପ୍ତ ନୀତି, ପ୍ରାଥମିକ ଚିକିତ୍ସା, ଏଚ ଆଇ ଭି ଏଡ୍ସ ସଚେତନତା ଅଭିଯାନ ଏବଂ ବିପର୍ଯ୍ୟୟ ପରିଚାଳନା ଉପରେ ତାଲିମ ପ୍ରଦାନ କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ଅଜିତ କୁମାର ସାହୁ ସମ୍ପାଦନ କରିଥିଲେ। ପରିଶେଷରେ ଶ୍ରୀଯୁକ୍ତ ପଞ୍ଚାନନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like