-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଆୟୁର୍ବେଦିକ କଲେଜ ଆୟୁଷ ଡାକ୍ତରଙ୍କ ଆନ୍ଦୋଳନରେ ସାମିଲ ହେଲେ ଅବସରପ୍ରାପ୍ତ ସୈନିକ ସଂଘ

06-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ଆଲ୍ ଓଡ଼ିଶା ଆୟୁଷ ଷ୍ଟୁଡେଣ୍ଟସ୍ ଏସୋସିଏସନ୍ ର ଡାକରାରେ ଗତ ୨୪ ତାରିଖରୁ ବଲାଙ୍ଗୀର ଆୟୁର୍ବେଦିକ କଲେଜର ଆୟୁଷ ବିଭାଗର ଛାତ୍ରଛାତ୍ରୀ ମାନେ କଲେଜ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି ।ଏହା ମଧ୍ୟରେ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସାମାଜିକ ସଂଗଠନ ଏହି ଦାବିକୁ ସମର୍ଥନ ଜଣାଇଛନ୍ତି l ଧାରଣାରତ ଛାତ୍ରଛାତ୍ରୀମାନେ ଗତ ୩ତାରିଖ ଦିନ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି l ଏହି କ୍ରମରେ ଆଜି ବଲାଙ୍ଗୀର ଅବସରପ୍ରାପ୍ତ ସୈନିକ ସଂଘର ସମ୍ପାଦକ ପ୍ରତାପ ରଥ ଙ୍କ ନେତୃତ୍ଵରେ ଏକ ଟିମ୍ ଧାରଣା ସ୍ଥଳକୁ ଆସି ଆୟୁଷ ଛାତ୍ରଛାତ୍ରୀ ଙ୍କୁ ନିଜର ନୈତିକ ସମର୍ଥନ ଜଣାଇଛନ୍ତି l ଆଗାମୀ ଦିନରେ ଏହି ଛାତ୍ର ଅସନ୍ତୋଷ ଉଗ୍ର ରୂପ ନେବାକୁ ଯାଉଥିବା ବେଳେ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲେ ସରକାର ହିଁ ଦାୟୀ ରହିବେ ବୋଲି ଷ୍ଟୁଡେଣ୍ଟସ୍ ୟୁନିୟନ ର ସଭାପତି ଓମପ୍ରକାଶ ବେହେରା ଚେତାବନୀ ଦେଇଛନ୍ତି l ରାଜ୍ୟରେ ଥିବା ସମସ୍ତ  ଆୟୁର୍ବେଦିକ କଲେଜର ଆୟୁସ ଛାତ୍ରଛାତ୍ରୀ ମାନେ ନିଜ ନିଜ କଲେଜ ଗେଟ୍ ସମ୍ମୁଖରେ ଅହୋରାତ୍ର ଧାରଣାରେ ବସିଥିବା ବେଳେ ରାଜ୍ୟ ଓ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର କିମ୍ବା ସ୍ଥାନୀୟ ନେତୃମଣ୍ଡଳୀ ଛାତ୍ରଛାତ୍ରୀ ମାନଙ୍କ ଦାବିକୁ ଅଣଦେଖା କରିଚାଲିଛନ୍ତି ବୋଲି ଷ୍ଟୁଡେଣ୍ଟସ୍ ୟୁନିୟନ ର ସମ୍ପାଦକ ଅଭିଳାଷ ପଟ୍ଟନାୟକ  ଅଭିଯୋଗ କରିଛନ୍ତି । ସ୍ଥାୟୀ ଆୟୁର୍ବେଦିକ ଡାକ୍ତର ପଦବୀ ସୃଷ୍ଟି, ଆୟୁଷ ଛାତ୍ରଛାତ୍ରୀ ମାନଙ୍କ ଇନଟେନସିଭ୍ କୁ ସଠିକ ସମୟରେ ସାରିବା, ଷ୍ଟାଇଫେଣ୍ଡ ବୃଦ୍ଧି ଏବଂ ରାଜ୍ୟର ସମସ୍ତ ଆୟୁଷ କଲେଜରେ ଏନ୍‌ସିଆଇଏସ୍‌ଏମ(NCISM) ଗାଇଡଲାଇନ୍ କୁ ପାଳନ କରିବା ଆଦି ଦାବି ନେଇ ଛାତ୍ରଛାତ୍ରୀ ମାନେ ଦୀର୍ଘ ୧୩ଦିନ ହେଲା ଧାରଣାରେ ବସିଛନ୍ତି ।  ଆଜିର ଧାରଣାରେ ମିଡିଆ ଆଡଭାଈଜର୍ ଧର୍ମେନ୍ଦ୍ର ଜାଲ, ଛାତ୍ରୀ ତୃପ୍ତିମୟୀ ମହାପାତ୍ର, ପ୍ରିୟଙ୍କା ଶାନ୍ତା ପ୍ରମୂଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like