-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||     

HOME   ଜିଲ୍ଲା

*ଉଦ୍ୟାନ କୃଷି ବିଭାଗ ତରଫରୁ ଡାବୁଗାଁ ରେ ଚାଷୀଙ୍କୁ ଅଳୁ ବିହନ ବଣ୍ଟନ*

06-Dec-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର,)
ଡାବୁଗାଁ ବ୍ଲକ ସଦର ମହକୁମାସ୍ଥିତ ନର୍ସରୀ ପରିସରରେ  ଉଦ୍ୟାନ ବିଭାଗ ତରଫରୁ ଚାଷୀ ମାନଙ୍କୁ ଆଳୁ ବିହନ ବଣ୍ଟନ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା  | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗଦେଇ ଚାଷୀ ଆଳୁ ବିହନ ନେଇ ଚାଷ କରିବାକୁ ପରାମର୍ଶ ଦେଇଥିଲେ | ପରେ ଚାଷୀ ମାନଙ୍କୁ  ଆଳୁ ବିହନ ବଣ୍ଟନ କରଯାଇଥିଲା | ଡାବୁଗାଁ ବ୍ଲକକୁ ୪୦ ହେକ୍ଟର ଜମିରେ ଚାଷ ପାଇଁ   ୨୦୦ ଜଣ ଚାଷୀ ଙ୍କୁ ଆଳୁ ବଣ୍ଟନ  କରାଯାଇଛି | ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବ ବ୍ଲକ ଅଧ୍ୟକ୍ଷା ବୀଣା ମାଝି , ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବ୍ଲକ କଂଗ୍ରେସ ସଭାପତି ଜି ସାଇ ରାଜୁ,ରାଇଘର ବ୍ଲକ ଅଧ୍ୟକ୍ଷ  ଗୁପ୍ତ ପ୍ରସାଦ ଝାଙ୍କର , ଜୋନ ୨ ଜିଲ୍ଲାପରିଷଦ ସଭ୍ୟ ଗୁପ୍ତ ବିଷୋୟୀ, ବିଜେପି ବରିଷ୍ଟ ନେତା ମହେଶ ପାତ୍ରଙ୍କ ସହ ଅନେକ ଜନପ୍ରତିନିଧି ଏବଂ ସ୍ଥାନୀୟ ଅଞ୍ଚଳର ଶତାଧିକ ଚାଷି ଭାଇ ମାନେ ଉପସ୍ଥିତି ଥିଲେ। ଡାବୁଗାଁ ସହକାରୀ ଉଦ୍ୟାନ ଅଧିକାରୀ ରବି ଶଙ୍କର ପଣ୍ଡା କାର୍ଯ୍ୟକ୍ରମ ଆୟୋଜନ କରିଥିବା ବେଳେ ତାଙ୍କ ସହଯୋଗ କରି ଥିଲେ ଉଦ୍ୟାନ ବିଭାଗର ସଂମ୍ପ୍ରସାରଣ ଅଧିକାରୀ ଏବଂ କର୍ମଚାରୀ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026

You Might Also Like