-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଗଣମାଧ୍ୟମର ପଥ ସଦାବେଳେ କଣ୍ଟକିତ:-ମନ୍ତ୍ରୀ ସୁରେଶ ପୂଜାରୀ

06-Dec-2025



ଭୁବନେଶ୍ୱର:(ପ୍ରେରଣା ଖବର) ନିର୍ଭୀକ,ସତ୍ୟ ଓ ନିରପେକ୍ଷ ତଥ୍ୟ ପ୍ରଦାନ କରି ସମାଜକୁ ସଚେତନ କରୁଥିବାରୁ ଗଣମାଧ୍ୟମର ପଥ ସବୁ ବେଳେ କଣ୍ଟକିତ। ଯେଉଁଠି ଅନ୍ୟାୟ, ଅତ୍ୟାଚାର ଚାର ହେଉଛି ସେଠି ଗଣମାଧ୍ଯମର ମୁଖ୍ୟ ଦାୟିତ୍ଵ ରହୁଛି। ପ୍ରକୃତ ତଥ୍ୟ ପ୍ରକାଶ କରି ସତ୍ୟକୁ ଲୋକଲୋଚନକୁ ଆଣିବାରେ ଗଣମାଧ୍ୟମ ମୁଖ୍ୟ ଭୂମିକା ଗ୍ରହଣ କରୁଥିବାରୁ ଏହାର ପଥ ସବୁବେଳେ କଣ୍ଟକିତ ବୋଲି କହିଛନ୍ତି ରାଜ୍ୟ ରାଜସ୍ୱ, ବିପର୍ଯ୍ୟୟ ପରିଚାଳନା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ। ଦୈନିକ ତୈଭାଷିକ ସମ୍ବାଦପତ୍ର ବିଶ୍ଵବାଣୀର ବିଂଶତମ ପ୍ରତିଷ୍ଠା ଦିବସ ଓ ସମ୍ବର୍ଦ୍ଧନା ଉତ୍ସବ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜସ୍ଵ, ବିପର୍ଯ୍ୟୟ ପରିଚାଳନା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ ଗଣତନ୍ତ୍ରରେ ଗଣମାଧ୍ଯମ ଏବଂ ସାମ୍ବାଦିକର ଭୂମିକା ବିଷୟରେ ଆଲୋଚନା କରି ସବୁ ଅସ୍ତ୍ରଠାରୁ ଅଧୂକ ଶାଣିତ ସାମ୍ବାଦିକ ମାନଙ୍କ କଲମ, ସେଥ‌ିପାଇଁ କଣ୍ଟକିତ ପଥକୁ ପୁଷ୍ପିତ ପଥରେ ପରିବର୍ତ୍ତନ କରିବାରେ ମୁଖ୍ୟ କର୍ଣ୍ଣଧାର ସାଜିଥାଏ ଗଣମାଧ୍ଯମ ବୋଲି କହିଥିଲେ । ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ପଞ୍ଚାୟତରାଜ, ଅବକାରୀ ଓ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଭୁବନେଶ୍ଵର ମହାନଗର ନିଗମର ମେୟର ସୁଲୋଚନା ଦାସ, ଆଇଓୟୁ ଡବ୍ଲଜେ ସଭାପତି ଡଃ ପୀତବାସ ମିଶ୍ର, ବରିଷ୍ଠ ବିଜେପି ନେତା ସମୀର ମହାନ୍ତି ପ୍ରମୁଖ ଯୋଗଦେଇ ଗଣମାଧ୍ୟମ ଉପରେ ଲୋକଙ୍କ ଆସ୍ଥା ରହୁନାହିଁ କାହିଁକି ? ସମ୍ବନ୍ଧରେ ବିଶେଷ ଆଲୋକପାତ କରିଥିଲେ। ଗଣତନ୍ତ୍ରର ତିନି ସ୍ତମ୍ଭ ବ୍ୟବସ୍ଥାପକ, ଅମଲାତନ୍ତ୍ର ଓ ନ୍ୟାୟପାଳିକାକୁ ଜଗିଛି ଚତୁର୍ଥ ସ୍ତମ୍ବ ଗଣମାଧ୍ଯମ । ତିନି ସ୍ତମ୍ଭ ଭଳି ଗଣମାଧ୍ୟମ ମଧ୍ୟ ଶକ୍ତି ଶାଳୀ ହେବା ଉଚିତ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ।ଏହି ଅବସରରେ ଉପସ୍ଥିତ ଅତିଥି ଗଣ ବରଗଡ଼ ଜିଲ୍ଲା ଦାୟିତ୍ୱରେ ଥିବା ଜିଲ୍ଲା ପ୍ରତିନିଧି ଶ୍ରୀଯୁକ୍ତ ନିରଞ୍ଜନ ତ୍ରିପାଠୀଙ୍କୁ ଶ୍ରେଷ୍ଠ ସ୍ତମ୍ଭକାର ସମ୍ମାନ -୨୦୨୫-୨୬ ରେ ଉପଢ଼ୌକନ ସହ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like