-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ ଜିଲ୍ଲାସ୍ତରୀୟ ଧାନ ମଣ୍ଡି ଉଦଘାଟିତ

06-Dec-2025



ବଲାଙ୍ଗିର, ଲୋଇସିଂହା ବ୍ଲକ ଅନ୍ତର୍ଗତ ଲୋଇସିଂହା ପ୍ରାଥମିକ କୃଷି ସମବାୟ ସମିତି ପରିସରରେ ଆଜି ଚଳିତ ଖରିଫ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନକ୍ରୟ ମଣ୍ଡି ଉଦଘାଟିତ ହୋଇଛି । ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାରଙ୍କ ପୈାରହିତ୍ୟରେ ଅନୁଷ୍ଠିତ, ଏହି କାର୍ଯ୍ୟକ୍ରମରେ ଲୋଇସିଂହା ପଞ୍ଚାୟତ ସମିତି, ଅଧ୍ୟକ୍ଷ, ଜତିନ୍ଦ୍ର ପଟେଲ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ କୁମାର ପଣ୍ଡା, ଉପ-ନିବନ୍ଧକ, ସମବାୟ ସମିତି ସମୂହ, ବଲାଙ୍ଗିର ପ୍ରମୋଦ କୁମାର ବରିହା, ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଅକ୍ଷୟ କୁମାର ପାନିଉଡୁ ମଞ୍ଚାସୀନ ଥିଲେ । ଚଳିତ ବର୍ଷ ଜିଲ୍ଲାରେ ୧୫୮ଟି ପ୍ୟାକ୍ସ ଓ ୧୪ ଟି ସ୍ଵୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ୧୮୦ ଟି ଧାନକ୍ରୟ କେନ୍ଦ୍ର ଖୋଲାଯାଇଛି । ଜିଲ୍ଲାର ୧,୦୫,୦୩୧ଜଣ ଚାଷୀ ସେମାନଙ୍କ ଧାନ ବିକ୍ରୟ ନିମନ୍ତେ ନାମ ପଞ୍ଜିକରଣ କରିଛନ୍ତି । ଚଳିତ ବର୍ଷ ଏଫ୍‌.ଏ.କ୍ୟୁ. ମାନର ସାଧାରଣ ଧାନ କ୍ଵିଣ୍ଟାଲ  ପ୍ରତି ଟ.୨୩୬୯/- ଥିବାବେଳେ ଗ୍ରେଡ ଏ ଧାନର କ୍ଵିଣ୍ଟାଲ  ପିଛା ଟ.୨୩୮୯/- ରହିଛି, ଏହା ସହିତ ଓଡିଶା ସରକାର କ୍ଵିଣ୍ଟାଲ ପିଛା ଟ.୭୩୧/- ଅତିରିକ୍ତ ସହାୟତା ରାଶି ପ୍ରଦାନ କରୁଛନ୍ତି । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ  ଜିଲ୍ଲାକୁ ମୋଟ ୨୪,୬୦,୦୦୦ କ୍ଵିଣ୍ଟାଲ ଧାନ କ୍ରୟ ନିମନ୍ତେ ଟାର୍ଗେଟ ଦିଆଯାଇଛି । ଧାନ ବିକ୍ରୟରେ ଯଦି କୌଣସି ଚାଷୀଙ୍କର କିଛି ସମସ୍ୟା ଦେଖାଦିଏ ତେବେ ସେମାନେ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ, ସମବାୟ ସମିତି ସମୂହର ଉପ-ନିବନ୍ଧକ କିମ୍ବା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିପାରିବେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଯୋଗାଣ ଅଧିକାରୀ ଦେବବ୍ରତ ମହାପାତ୍ର, ପିତବାସ ମଲ୍ଲିକ, ଲୋଇସିଂହା ତହସିଲଦାର, ଟୁକୁନୁ ପୁଟା, ବଲାଙ୍ଗିର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀ ସାକିଆ, ସହକାରୀ ଯୋଗାଣ ଅଧିକାରୀ,  ଲୋଇସିଂହା ତହସିଲଦାର ଟିକୁନୁ ପୁଟା ବିଭିନ୍ନ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ, ନିୟନ୍ତ୍ରିତ ବଜାର କମିଟିର ସମସ୍ତ କର୍ମଚାରୀ, ଚାଷୀ ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଥମ ଦିନରେ ବୀର ଶଙ୍କର ଦେବଙ୍କ ଠାରୁ ୭୮.୦୮କ୍ଵିଣ୍ଟାଲ ଏବଂ ସୁଜିତ କୁମାର ସାହୁଙ୍କ ଠାରୁ ୨୪.୧୮ କ୍ଵିଣ୍ଟାଲ ଧାନ କ୍ରୟ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like