-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଶ୍ରୀ ସତ୍ୟ ସାଇ ସେବା ସଂଗଠନ ପକ୍ଷରୁ ସିପିଆର୍ ପ୍ରଶିକ୍ଷଣ ଶିବିର

06-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଓଡ଼ିଶା ର ଶ୍ରୀ ସତ୍ୟସାଇ ସେବା ସଂଗଠନ ଓଡିଶାରେ ଅଧିକରୁ ଅଧିକ ଲୋକଙ୍କୁ ସିପିଆର୍ ଶିକ୍ଷା ପ୍ରଦାନ କରି ସଚେତନ କରାଇବା  କାମରେ ଚେଷ୍ଟିତ ରହିଛି ଯାହା ଫଳରେ ଆପତ କାଳୀନ ସମୟରେ ସେମାନେ ଜୀବନ ବଞ୍ଚାଇବାରେ ସମର୍ଥ ହୋଇପାରିବେ । ମନୁଷ୍ୟ ର ହୃଦୟବନ୍ଦ ସମୟରେ ସିପିଆର୍ ଦେଇ ପ୍ରାଣରକ୍ଷା କରିବା ଏକ ଅତ୍ୟନ୍ତ ମୁହୂର୍ତ୍ତପୂର୍ଣ୍ଣ ପଦକ୍ଷେପ। ଏହା ରକ୍ତସଞ୍ଚାଳନ ଓ ଶ୍ୱାସକ୍ରିୟାକୁ ଅସ୍ଥାୟୀ ଭାବେ ଚାଲୁ ରଖି ମସ୍ତିଷ୍କକୁ ଆବଶ୍ୟକ ଅକ୍ସିଜେନ୍ ପ୍ରଦାନରେ ସହାୟକ ହୁଏ।ଏହି ଉଦ୍ଦେଶ୍ୟକୁ ସାର୍ଥକ କରିବା ପାଇଁ, ଶ୍ରୀ ସତ୍ୟ ସାଇ ସେବା ସଂଗଠନ, ସୁବର୍ଣ୍ଣପୁର ପ୍ରୟାସରେ ରାଜ୍ୟ ସଂଗଠନର ଅଭିଜ୍ଞ ବିଶେଷଜ୍ଞମାନଙ୍କ ଦ୍ୱାରା ଗତକାଲି ସହରର ତିନୋଟି ଶିକ୍ଷାନୁଷ୍ଠାନ ରେ ସିପିଆର୍ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଥିଲା। ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବୀରମହାରାଜପୁର,ସୁବର୍ଣ୍ଣପୁର ନର୍ସିଂ ସ୍କୁଲ୍ ଓ ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ, ସୋନପୁର ର
ଏହି ତିନିଟି ପ୍ରଶିକ୍ଷଣ ସିବିରରେ ମୋଟ ୩୨୫ ଜଣ ଛାତ୍ରଛାତ୍ରୀ ସିପିଆର୍ ପ୍ରଶିକ୍ଷଣ ଦିଆଯାଇଥିଲା। ଜୀବନର ସୁରକ୍ଷା ପାଇଁ ସିପିଆର୍ ଶିକ୍ଷାର ଗୁରୁତ୍ୱକୁ ଧ୍ୟାନରେ ରଖି, ସୋନପୁର ଜିଲ୍ଲା ସତ୍ୟ ସାଇ ସେବା ସମିତି ଏବଂ ବୀରମହାରାଜପୁର ସମିତି, ଏହାକୁ ଅଗ୍ରସର କରାଇବା ପାଇଁ ସମସ୍ତ ସହଯୋଗ ପ୍ରଦାନ କରିଛନ୍ତି। ଏହି ପବିତ୍ର କାର୍ଯ୍ୟକ୍ରମକୁ ସଫଳ କରିବାରେ ମାଷ୍ଟର୍ ଟ୍ରେନର୍ ଆଶୁତୋଷ ସାହୁ ଓ ମାନସ ରଞ୍ଜନ ପାତ୍ର ଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା।  ସଙ୍ଗଠନ ର ଜିଲ୍ଲା ସଭାପତି ଗୁଣନିଧି ପାତ୍ର, ଜିଲ୍ଲା ଯୁବ ସଂଯୋଜକ ରାଧାଦତ୍ତ ମହାପାତ୍ର,ସମିତି ଯୁବ ସଂଯୋଜକ ସୁଭ୍ରାଂଶୁ ସାହୁ ଓ ବିରଞ୍ଚି ମେହେର,,ବୀରମହାରାଜପୁର ସମିତି ଆବାହକ ସନ୍ତୋଷ କୁମାର ବେହେରା ସୋନପୁର ସମିତି ଆବାହକ: ସୁଶାନ୍ତ କୁମାର ସାହୁଏବଂ ସାଇ ପରିବାର ର ଅନ୍ୟାନ୍ୟ ସଦସ୍ୟମାନେ ସକ୍ରୀୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like