-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଖେଳ

୩୭ତମ ସବ ଜୁନିଅର ଜାତୀୟ ବେଡ଼ମିଣ୍ଟନ ଚମ୍ପିୟାନସିପ ଉଦଯାପିତ

06-Dec-2025



ଭୁବନେଶ୍ୱର(ପ୍ରେରଣା ଖବର)- ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମ ପରିସରସ୍ଥ ଡାଲମିଆ ଭାରତ ଗୋପିଚାନ୍ଦ ବେଡ଼ମିଣ୍ଟନ ଉତ୍କର୍ଷ କେନ୍ଦ୍ର(ସଟଲ)ରେ ଆୟୋଜିତ ୩୭ତମ ଜାତୀୟ ସବ ଜୁନିଅର ବେଡ଼ମିଣ୍ଟନ ଚମ୍ପିୟାନସିପ୍ ଉଦଯାପିତ ହୋଇ ଯାଇଅଛି l
ଚୂଡାନ୍ତ ଦିବସ ରେ ଖେଳାଯାଇଥିବା ୧୫ ଓ ୧୭ ବର୍ଷରୁ  କମ ଉଭୟ ବିଭାଗରେ ଓଡ଼ିଆ ଖେଳାଳୀ ତନଭି ପତ୍ରି  ବିଜୟୀ ହୋଇ ଦ୍ବିମୁକୁଟ ଲାଭ କରିଛନ୍ତି
୧୫ ବର୍ଷରୁ କମ ବୟସ ବର୍ଗର ଫାଇନାଲରେ ତନଭି ତେଲେଙ୍ଗାନାର ଅବନୀ ବିକ୍ରମ ଗୋବିନ୍ଦଙ୍କୁ ୨୧-୯ ଓ ୨୧-୧୩ ପଏଣ୍ଟ ର ଦୁଇଟି ଗେମରେ ପରାଜିତ କରି  ଚାମ୍ପିୟନ ହୋଇ ଥିବାବେଳେ ୧୭ବର୍ଷରୁ କମ ବାଳିକା ସିଙ୍ଗଲ ଫାଇନାଲରେ ତନଭି ଉଚ୍ଚକୋଟିର ଖେଳ ପ୍ରଦର୍ଶନ କରି ତାମିଲନାଡୁ ଖେଳାଳୀ ଦୀକ୍ଷା ଏସ.ଆର ଙ୍କୁ ୨୦-୨୧, ୨୧-୧୭ ଓ ୨୨-୨୦ ପଏଣ୍ଟରେ ହରାଇ ଚାମ୍ପିୟନ ହୋଇଛନ୍ତି l 
ବାଳକ ୧୫ ବର୍ଷରୁ କମ ବିଭାଗର  ଫାଇନାଲ ଲଢେଇ ରେ କର୍ଣ୍ଣାଟକର ପୁଷ୍କର ଦିଲ୍ଲୀର ହର୍ଷିତ ଖତ୍ରୀଙ୍କୁ ୨୧-୧୭, ୨୧-୧୨ ପଏଣ୍ଟର ଦୁଇଟି ଗେମରେ ହରାଇ ଚାମ୍ପିୟନ ହୋଇଛନ୍ତି l
୧୫ବର୍ଷରୁ କମ ବାଳିକା ଡବଲସ ଫାଇନାଲରେ  ଓଡ଼ିଆ ଯୋଡି ସ୍ଵାତି ନାୟକ ଓ ନିମିଶା ଓଝା ମହାରାଷ୍ଟ୍ର ଯୋଡି ସରାୟୁ ରଂଜନେ ଓ ସୋୟାରା ସେଲାରଙ୍କ ଠାରୁ ୧୫-୨୧, ୧୪-୨୧ ପଏଣ୍ଟରେ ହାରି ରନର୍ସଅପ୍ ରେ ସନ୍ତୁଷ୍ଟ ହୋଇଛନ୍ତି l
 ୧୭ବର୍ଷ କମ ବାଳକ ବିଭାଗରେ ଟପ୍ ସିଡ ଜଗସେର ସିଂ ଖାଙ୍ଗୁରା ନିଜ ରାଜ୍ୟର ବିରାଜ ଶର୍ମାଙ୍କୁ ୨୧-୧୨,୨୧-୧୩ର ଦୁଇଟି ଗେମରେ ହରାଇ ଚାମ୍ପିୟନ ହୋଇଛନ୍ତି l ୧୫ବର୍ଷ କମ ଡବଲ ବାଳକ ଫାଇନାଲରେ ପଶ୍ଚିମବଙ୍ଗ ଉତ୍ତରରାଖଣ୍ଡ ଯୋଡି ସ୍ୱୟଂମଦ୍ୟୁତି ଘୋଷ ଓ ସୌର୍ୟ ସିଂରଣା ହରିୟାଣା ଦିଲ୍ଲୀ ଯୋଡି ଜୟବର୍ଦ୍ଧନ ହୂଡା ଓ ହର୍ଷିତ ଖତ୍ରୀଙ୍କୁ ୨୧-୧୮, ୧୯-୨୧ ଓ ୨୧-୧୪ ର ତିନୋଟି ଗେମରେ ହରାଇ ଚମ୍ପିୟାନ ହୋଇଛନ୍ତି ।
୧୫ବର୍ଷରୁ କମ ମିକ୍ସଡ଼ ଡବଲସ ଫାଇନାଲରେ ତାମିଲନାଡୁ ଆନ୍ଧ୍ର ଯୋଡି  ନିଥିନ ପ୍ରକାଶ ଓ ବିଜୟ ତେଜସ୍ୱିନୀ ପଶ୍ଚିମ ବଙ୍ଗ ତାମିଲନାଡୁ ଯୋଡି ସ୍ୱୟଂମଦ୍ୟୁତି ଘୋଷ ଓ ନେହା ଏସ ଙ୍କୁ ୨୧-୧୧, ୧୯-୨୧ଓ ୨୧-୧୩ ପଏଣ୍ଟରେ ହରାଇ ଚମ୍ପିୟାନ ହୋଇଛନ୍ତି l
୧୭ବର୍ଷରୁ କମ ମିକ୍ସଡ଼ ଡବଲ  ଫାଇନାଲରେ କର୍ଣ୍ଣାଟକ ଯୋଡି ପୁନିଥ ଏସ ଓ ଦୀପକ ରାଜ ଅଦିତି ରାଜସ୍ଥାନ ତାମିଲନାଡୁ ଯୋଡି ଅର୍ଣ୍ଣବ ଶର୍ମା ଓ ଅଞ୍ଜନା ମାଣିକନ୍ଦନଙ୍କୁ ୨୧-୧୬, ୨୧-୧୪ରେ ହରାଇ ଚାମ୍ପିୟନ ହୋଇଛନ୍ତି l
ବାଳକ ଡବଲସ  ୧୭ବର୍ଷରୁ କମ ଫାଇନାଲରେ କର୍ଣ୍ଣାଟକ ଯୋଡି ପବନଏସ ଓ ପୁନିଥ ଏସ ଚମ୍ପିୟାନ ହୋଇଥିବା ବେଳେ ବାଳିକାରେ ଦୀପକ ରାଜ ଅଦିତି ଓ ପୋନ୍ନାମ୍ମା ବି.ଭି. ଦ୍ଭି. ଚାମ୍ପିୟନ ହୋଇଛନ୍ତି l
ଜାତୀୟ ଚମ୍ପିୟାନସିପ ର ପୁରସ୍କାର ବିତରଣ ଉତ୍ସବରେ  ମୁଖ୍ୟ ଅତିଥି ଭାବେ ରାଜ୍ୟସରକାରଙ୍କ ଉନ୍ନୟନ ସଚିବ ଅନୁ ଗର୍ଗ, କ୍ରୀଡା ଓ ଯୁବ ସେବା ସଚିବ ସଚିନ ଯାଦବ, ଓସବା ସଭାପତି ରାଜେଶ ପ୍ରଭାକର ପାଟିଲ, ଶିଳ୍ପ ବିଭାଗ ନିର୍ଦେଶକ ଆବୋଲି ସୁନୀଲ ନର୍ବୋଣେ, ବାଇ ଉପସଭାପତି ତଥା ଟୁର୍ନାମେଣ୍ଟ କମିଟୀ ଅଧ୍ୟକ୍ଷ ଶେଖର ବିଶ୍ୱାସ, ଟୁର୍ନାମେଣ୍ଟ ପର୍ଯ୍ୟବେକ୍ଷକ କେ.କେ.ଶର୍ମା, ଓସବା ସମ୍ପାଦକ ତଥା ଆୟୋଜନ କମିଟି ସମ୍ପାଦକ ନିଲିନ କୁମାର ପ୍ରମୁଖ ଉପସ୍ଥିତ ଥିଲେ l 
 ଓସବା ତରଫରୁ ଚମ୍ପିୟାନ ଖେଲାଳୀ ତନଭି ପତ୍ରିଙ୍କୁ ୫ ଲକ୍ଷ ଓ ଡବଲସ ରନର୍ସ ଅପ ହୋଇଥିବା ନିମିଶା ଓଝା ଓ ସ୍ଵାତି ନାୟକଙ୍କୁ ଅଢେଇ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ ଜରାଯିବ ବୋଲି ଓସବା ସଭାପତି ତଥା ସମବାୟ ସଚିବ  ରାଜେଶ ପ୍ରଭାକରପାଟିଲ ଘୋଷଣା କରିଥିଲେ l
ଏହି ଜାତୀୟ ଚାମ୍ପିୟନସିପର ପୁରସ୍କାର ରାଶି ୪୦ଲକ୍ଷ ଟଙ୍କା ଯାହାକି ଚମ୍ପିୟାନ ଓ ରନର୍ସ ଉପ ଖେଳାଳୀ ମାନଙ୍କୁ ବଣ୍ଟନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like