-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଆସ ସ୍କୁଲ ଯିବା କାର୍ଯ୍ୟକ୍ରମ ଉପରେ ଏକଦିବସୀୟ ଓରିଏଣ୍ଟେସନ୍ ଓ ରିଭ୍ୟୁ ମିଟିଂ

06-Dec-2025



ବଲାଙ୍ଗୀର(ପ୍ରେରଣା ଖବର):ସ୍ଥାନୀୟ ବଲାଙ୍ଗୀର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସଭାଗୃହ ଠାରେ "ଆସ ସ୍କୁଲ ଯିବା" କାର୍ଯ୍ୟକ୍ରମ ଉପରେ ଏକ ଦିବସୀୟ ଓରିଏନଟେସନ ଓ ରିଭ୍ୟୁ ମିଟିଙ୍ଗ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଏଡିଇଓ ସେବାଶ୍ରୀ ଭୋଇ,ପ୍ରବୀର କୁମାର ପଣ୍ଡା,ରୀନା କୁମାରୀ ବେହେରା ଯୋଗଦେଇ ପ୍ରତ୍ୟେକ ଶିଶୁଙ୍କୁ ବିଦ୍ୟାଳୟ ସହ ଯୋଡିବା ଆମର ପ୍ରଧାନ ଲକ୍ଷ୍ୟ ହେଉ ବୋଲି କହିବା ସହ

ଅଧାରୁ ପାଠ ଛାଡ଼ିଥିବା ଛାତ୍ରଛାତ୍ରୀଙ୍କୁ ପୁନଃ ମୁଖ୍ୟ ସ୍ରୋତକୁ ଆଣିବା ସହ ଡ୍ରପ ଆଉଟ ସଂଖ୍ୟାକୁ କିପରି ରୋକାଯାଇ ପାରିବ ସେ ଦିଗରେ ନୂଆ ରଣନୀତି ପ୍ରସ୍ତୁତ,ଅଭିଭାବକଙ୍କ ସଚେତନତା ବଢାଇବା ସହ ଶିଶୁ ଶିକ୍ଷାରେ ସାମାଜିକ ଭାଗିଦାରୀ ବଢାଇବା,ପ୍ରତ୍ୟେକ ଶିଶୁ କିପରି ସମାନ ଅବସର ଓ ଗୁଣବତ୍ତା ମୂଳକ ଶିକ୍ଷା ପାଇବେ ସେ ଦିଗ ପ୍ରତି ଯତ୍ନଶୀଳ ହେବା ଓ ପୂର୍ବ କାର୍ଯ୍ୟ ର ବିଶ୍ଳେଷଣ କରିଥିଲେ।ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନାଗ ନିଜ ବକ୍ତବ୍ୟରେ ଶିଶୁ ମାନେ ଦେଶର ଭବିଷ୍ୟତ ଓ ସମାଜର ଶକ୍ତି।ସେମାନଙ୍କୁ ନିୟମିତ ଶିକ୍ଷା,ସୁରକ୍ଷା ଓ ସୁନିଶ୍ଚିତ ଅଧିକାର ଦେବା ପାଇଁ ସମସ୍ତେ ନିରନ୍ତର ପ୍ରୟାସ ଜାରି ରଖନ୍ତୁ ବୋଲି କହିବା ସହ କୌଣସି ଶିଶୁ ଯେମିତି ଶିକ୍ଷା ରୁ ବଞ୍ଚିତ ନ ହୁଅନ୍ତୁ ଓ ସମସ୍ତ ଶିଶୁ ସ୍କୁଲ ସହ ଯୋଡି ହେବେ ସେ ଦିଗ ପ୍ରତି ସମସ୍ତେ ଯତ୍ନବାନ ହୁଅନ୍ତୁ ବୋଲି କହିଥିଲେ।କାର୍ଯ୍ୟକ୍ରମରେ ଏମଆଇଏସ କୋଅର୍ଡିନେଟର ଦେବେଶ ମିଶ୍ର ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ନିଆଯାଇଥିବା ନୂଆ ପଦକ୍ଷେପ ସମ୍ପର୍କରେ ପାୱାର ପଏଣ୍ଟ ମାଧ୍ୟମରେ ପ୍ରଦର୍ଶନ କରିଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ର ୧୪ଗୋଟି ବ୍ଲକ ର ବ୍ଲକ ଶିକ୍ଷା ଅଧିକାରୀ,ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ,ଜିଲ୍ଲା ର ସମସ୍ତ ସିଆରସିସି, ବିଆରସିସି, ଏସଆଇଓଏସ ଦାୟିତ୍ୱ ରେ ଥିବା ଶିକ୍ଷକ,ଶିକ୍ଷୟତ୍ରୀ ଉପସ୍ଥିତ ରହି ନିଜ ନିଜ ମତ ଉପସ୍ଥାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like