-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଶହୀଦ ଜୟୀ ରାଜଗୁରୁଙ୍କ ଶ୍ରାଦ୍ଧଦିବସ ପାଳିତ

06-Dec-2025



ଭୁବନେଶ୍ୱର(ପ୍ରେରଣା ଖବର): ଶ୍ରୀକ୍ଷେତ୍ର ପୁରୀର ବୀର ହରେକୃଷ୍ଣପୁର ଶାସନରେ ୧୭୩୯ ମସିହା କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଅଁଳା ନବମୀ ତିଥିରେ ପିତା ଚାନ୍ଦ ରାଜଗୁରୁ ଏବଂ ମାତା ହାରାମଣି ଦେବୀଙ୍କ କୋଳମଣ୍ଡନ କରିଥିଲେ ଜୟୀ ରାଜଗୁରୁ । ହରେକୃଷ୍ଣପୁର ଶାସନର ପ୍ରଥମ ଦାନଧ୍ୟକ୍ଷ ଥିବା ଗଦାଧର ରାଜଗୁରୁଙ୍କ ଦାୟାଦ ଶ୍ରୀ ଜୟୀ ରାଜଗୁରୁ କେବଳ ରାଜ ପୁରୋହିତ ନ ଥିଲେ, ଜ୍ଞାନୀ, ଗୁଣୀ, ଭାଷାବିତ୍‌, ରାଜନୈତିକ ପରାମର୍ଶଦାତା ଏବଂ ଶାସ୍ତ୍ର ବିଶାରଦ ଭାବେ ସେ ଥିଲେ ପରିଚିତ । ଜୟୀ ରାଜଗୁରୁ ବୀର ପାଇକ ଜାତି ଭିତରେ ଦେଶପ୍ରେମର ଭାବନା ଉଦ୍ରେକ କରି ନିଜ ଅଞ୍ଚଳର ସୁରକ୍ଷା ପାଇଁ ଇଂରେଜମାନଙ୍କ ବିରୋଧରେ ଶସ୍ତ୍ର ଉଠାଇବା ପାଇଁ ସେ ଯେଉଁ ଉଦ୍ୟମ ଆରମ୍ଭ କରିଥିଲେ ତାହା ଆଜି ବି ଇତିହାସରେ ସ୍ୱର୍ଣ୍ଣାଧରରେ ଲିପିବଦ୍ଧ ହୋଇରହିଛି । ଜୟୀ ରାଜଗୁରୁଙ୍କ ସାଧୁତା, ଦେଶପ୍ରେମ, ସଚ୍ଚୋଟତା ଏବଂ ବୀରତ୍ୱ ଆଜି ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିଛି । 
ଆଜି ଶହୀଦ ଜୟୀ ରାଜଗୁରୁଙ୍କ ଶ୍ରାଦ୍ଧଦିବସ ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ,

ଜଙ୍ଗଲ, ପରିବେଶ ଓ ଜୟବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ଶ୍ରୀ ବାବୁ ସିଂ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ଡ. ବିଜୟ କେତନ ଉପାଧ୍ୟାୟ, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ,  ବୈଷୟିକ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର୍‌ ସିଂ ଓ ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ବିଧାନସଭା ପାଶ୍ୱର୍ବର୍ତ୍ତୀ ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣପୂର୍ବକ ସ୍ମୃତିଚାରଣ କରିଥିଲେ । 
ଏଥି ସହିତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏଜି ଛକସ୍ଥିତ ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like