-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବିଧାନସଭା ସ୍ତରୀୟ ସଂସଦ ଖେଳ ମହୋତ୍ସବ ଉଦ୍‌ଘାଟିତ

06-Dec-2025



କଣ୍ଟାମାଳ(ଜୟ କୁମାର ମହାରଣା): ଜିଲ୍ଲା ଷ୍ଟାଡିୟମ ବୌଦ୍ଧ ଠାରେ ବିଧାନସଭା ସ୍ତରୀୟ ସଂସଦ ଖେଳ ମହୋତ୍ସବ ଆଜି ଉଦଘାଟିତ ହୋଇଯାଇଛି । କଣ୍ଟାମାଳ ପଞ୍ଚାୟତ କଲେଜ ଖେଳ ପଡିଆ ଠାରେ ଆଜି କଣ୍ଟାମାଳ ବିଧାନସଭା ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ ହୋଇଯାଇଛି  l  କନ୍ଧମାଳ ଲୋକସଭା ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ଆହ୍ୱାନ କ୍ରମେ ବ୍ଲକ ସାଂସଦ ପ୍ରତିନିଧି ଦୀପକ ବାରିକଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ

ସମାଜସେବୀ ଶ୍ରୀକାନ୍ତ ମିଶ୍ର ଯୋଗଦେଇ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ କଣ୍ଟାମାଳ ଫାୟାର ଅଫିସର,ଫାୟାର ଅଫିସର, ଦୀପକ ବାରିକ, ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ଜ୍ଞାନରଞ୍ଜନ ପ୍ରଧାନ, ପିଇଓ ଜୟଦେବ ପ୍ରଧାନ, ଜ୍ଞାନ ରଞ୍ଜନ ମିଶ୍ର, ବିରଞ୍ଚି କାଲସେ,ଭୁଲେଶ୍ୱର ନାଗ, ଟୁଟୁ ରାଉତ ପ୍ରମୁଖ ଯୋଗ ଦେଇଥିଲେ । ଆଜି ଅଣ୍ଡର ସେଭେଣ୍ଟିନ ବାଳକ ଓ ବାଳିକା ବର୍ଗର ଫୂଟବଲ ମ୍ୟାଚ, ବ୍ୟାଡ଼ମୀଣ୍ଟନ. ପୁଚି ଓ ଚେସ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଜୁନିଅର ଗ୍ରୁପ ଫୁଟବଲ ବାଳକ ବିଭାଗରେ କଣ୍ଟାମାଳ କୁ ୨-୧ଗୋଲରେ ହରାଇ ସଂଗ୍ରାମପୁର ବିଜେତା ଓ ବାଳିକା ବିଭାଗରେ ସଂଗ୍ରାମପୁର କୁ ଟ୍ରେନିବେକର ଜରିଆରେ ୩-୨ଗୋଲରେ ହରାଇ ପଲସାଗୋରା ଦଳ ବିଜୟୀ ହୋଇଛନ୍ତି  l   ସେହିପରି ଫୂଟବଲ ସିନିଅର ଦଳରେ

ଘଣ୍ଟାପଡା କୁ ହରାଇ ମାନୁପାଲି ବିଜୟୀ ହୋଇଛି l ୧୭ ବର୍ଷରୁ କମ ବାଳିକା ସିଙ୍ଗଲରେ ସାଇ ଆକାଂକ୍ଷା ପ୍ରହରାଜ, ଦବଲସ ରେ ସାଇ ଆକାଂକ୍ଷା ଓ ଲୋପାମୁଦ୍ରା ବିଜୟୀ ହୋଇଥିବା ବେଳେ ବାଳକ ବିଭାଗର ସିଙ୍ଗଲ ରେ ସଂଯତ ପ୍ରଧାନ ଓ ଦବଲସ ରେ ରୁଦ୍ରପ୍ରତାପ ମହାଲିଙ୍ଗ ଓ ସୌମ୍ୟରଞ୍ଜନ ନାଏକ ଏବଂ ସିନିଅର ଗ୍ରୁପରେ ମନୋଜ ଓ ରମାକାନ୍ତ ବିଜୟୀ ସେହିପରି ବାଳିକା ପୁଚିର ଜୁନିଅର ରେ ପୂଜାରାଣୀ ରାଜହଂସ ସିନିଅର ରେ କବିତା ଭୋଇ ବିଜୟୀ ହୋଇ ସଂସଦୀୟ କ୍ରୀଡ଼ାକୁ ମନୋନୀତ ହୋଇଛନ୍ତି   l  ଆଜିର ଖେଳକୁ ସୁଦାମ ମିଶ୍ର,ବିଶ୍ୱଜିତ ପଧାନ, ମୁକୁନ୍ଦ ସାହୁ,ଆଦିନାଥ ଦାଶ,ମୁରଲୀ ରଣା,ବୀରେନ୍ଦ୍ର ମହାକୁଲ,ସନ୍ତୋଷ କୁମାର ସାହୁ, ପ୍ରଦୀପ ପ୍ରଧାନ,ପ୍ରଦୀପ ରାଉତ,ଦିବ୍ୟଲୋଚନ ମହାନନ୍ଦ, ଶ୍ରୀଧର ସାହୁ,ଶଶିଭୂଷଣ ପ୍ରଧାନ, ମନୋଜ ଗାଇଗୌରିଆ, ସଞ୍ଜୟ ବଢ଼େଇ,ସୁଦାମ ଚରଣ ସେଠି,ପ୍ରହଲ୍ଲାଦ ଭୁକ୍ତା,ନୟନ ମହାନ୍ତି, ଅନୁରାଗ ସାହୁ,ବିକାଶ ସାହୁ ଓ ପ୍ରଶାନ୍ତ ନାଏକ ଆଦି ଖେଳ ଶିକ୍ଷକ ପରିଚାଳନା କରିଥିଲେ l  ଏହି ଖେଳ ମହୋତ୍ସବ ଆସନ୍ତା ନ୍ତା ୭ତାରିଖ ପର୍ଯ୍ୟନ୍ତ ଚାଲିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like