-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଇକୋ କ୍ଲବ୍ ପକ୍ଷରୁ ଜନତା ସରକାରୀ ହାଇସ୍କୁଲରେ ବିଶ୍ଵ ମୃତ୍ତିକା ଦିବସ ପାଳିତ

06-Dec-2025



ବରଗଡ(ପ୍ରେରଣା ଖବର): ସ୍ୱାସ୍ଥ୍ୟକର ଖାଦ୍ୟକୁ ସୁନିଶ୍ଚିତ କରିବା ପାଇଁ ମୃତ୍ତିକାର ପରିଚାଳନା ଅତ୍ୟନ୍ତ ଆବଶ୍ୟକ। ଏହି ମର୍ମରେ ମୃତ୍ତିକା ସୁରକ୍ଷା ସମ୍ଵନ୍ଧରେ ଶିକ୍ଷାର୍ଥୀମାନଙ୍କୁ ସଚେତନ କରିବା ଆଭିମୁଖ୍ୟ ନେଇ ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ହାଇସ୍କୁଲ, ଭୁକ୍ତାରେ ବିଦ୍ୟାଳୟର ଇକୋ କ୍ଲବ୍ ପକ୍ଷରୁ ବିଶ୍ଵ ମୃତ୍ତିକା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ତତ୍ତ୍ଵାବଧାନରେ ଶିକ୍ଷୟିତ୍ରୀ ରୋଜାଲିନ ଭୋଇ କାର୍ଯ୍ୟକ୍ରମର 

ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଏହି ଉପଲକ୍ଷେ ବିଶ୍ଵ ମୃତ୍ତିକା ଦିବସର ବିଷୟବସ୍ତୁ "ସ୍ଵାସ୍ଥ୍ୟକର ସହର ପାଇଁ ସୁସ୍ଥ ମୃତ୍ତିକା" ଉପରେ ଆୟୋଜିତ ସେମିନାରରେ ଇକୋ କ୍ଲବ୍ ମାଷ୍ଟର ଟ୍ରେନର  ସଞ୍ଜୟ ଖମାରୀ ଯୋଗ ଦେଇମୃତ୍ତିକା ସ୍ଵାସ୍ଥ୍ୟ କାର୍ଡର ଉପଯୁକ୍ତ ବ୍ୟବହାର, 

ମୃତ୍ତିକା ପ୍ରଦୂଷଣର କୁପ୍ରଭାବ, ମୃତ୍ତିକାର ସଂରକ୍ଷଣ ଓ ସୁପରିଚାଳନା ସମ୍ପର୍କରେ ଆଲୋକପାତ କରିଥିଲେ।ଶିକ୍ଷକ ଆଶୁତୋଷ ଭୋଇ, ଶ୍ରୀପତି ସାହୁ, ତେଜରାମ ସା,ସୁବାସ ଚନ୍ଦ୍ର ଖମାରୀ ଓ ପ୍ରକାଶ ପ୍ରଧାନଙ୍କ ସମେତ ବିଦ୍ୟାଳୟର ଇକୋ କ୍ଲବ୍ ଓ ବିଜ୍ଞାନ କ୍ଲବର ସମସ୍ତ ସଦସ୍ୟ ସକ୍ରିୟ ସହଯୋଗ କରି ଥିଲେ। ଶେଷରେ ଶିକ୍ଷକ ବୋଧରାମ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like