-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ୍  ର ବାର୍ଷିକ ବନ୍ଧୁମିଳନ ପାଇଁ ଚୁଡାନ୍ତ ପ୍ରସ୍ତୁତି

07-Dec-2025



ବଲାଙ୍ଗୀର, ପ୍ରତିବର୍ଷ ପରି ଆସନ୍ତା ଡିସେମ୍ବର ୨୧ତାରିଖ ରବିବାର ଦିନ ସ୍ଥାନୀୟ କଦଳୀ ମୁଣ୍ଡା ଫରେଷ୍ଟ ନର୍ସରୀ ଠାରେ ୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ୍  ର ଏକ ବାର୍ଷିକ ବନ୍ଧୁମିଳନ ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି l ଖାଇବା ମେନ୍ୟୁ ସହିତ  ଏକ ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ଗୀତ ସଙ୍ଗୀତ ଆସର ଆୟୋଜନ କରି ଏହା କିପରି ଭାବରେ ପୂର୍ବବର୍ଷ ତୁଳନାରେ ଆହୁରି ଅଧିକ ଉପଭୋଗ୍ୟ ହୋଇ ପାରିବ ସେଥିପାଇଁ ଆୟୋଜକ କମିଟି କାମ କରୁଛନ୍ତି l ବଣଭୋଜିର ସୁପରିଚାଳନା ନିମନ୍ତେ  ନିର୍ଦ୍ଧାରିତ ଦେୟ ତୁରନ୍ତ ପ୍ରଦାନ କରିବାକୁ ନିବେଦନ କରାଯାଇଛି l ଏ ନେଇ ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଗାନ୍ଧୀ ପାଠାଗାର ଠାରେ ୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ୍ ର ବନ୍ଧୁ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ୍ ର ଅଧିକରୁ ଅଧିକ ସଂଖ୍ୟକ ସହପାଠୀ ମାନେ କିପରି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ପାରିବେ ସେ ନେଇ

ସମସ୍ତେ କାମ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।  ଆନୁଆଲ  ମିଟ୍-୨୦୨୫ କୁ ଆହୁରି ସ୍ମରଣୀୟ କରିବା ପାଇଁ  ମ୍ୟୁଜିକ୍ ପ୍ରୋଗ୍ରାମ  ଓ କେମ୍ପ ଫେୟାର୍ ଆୟୋଜନ ହେବ l ଏଥିସହ କଦଳୀ ମୁଣ୍ଡା ନର୍ସରୀ ପରିସରରେ ଅନୁଷ୍ଠିତ ହେବାକୁ ଥିବା ଚକ୍ଷୁ ପରୀକ୍ଷା ଶିବିରରେ  ସମସ୍ତ ବନ୍ଧୁମାନେ ନିଜର ଆଖି ପରୀକ୍ଷା କରାଇ ନେବା ପାଇଁ ସତ୍ୟରଞ୍ଜନ ମିଶ୍ର ଅନୁରୋଧ କରିଛନ୍ତି l  ଆଜିର ପ୍ରସ୍ତୁତି ବୈଠକରେ ସନ୍ତକ ବହିଦାର, ସତ୍ୟରଂଜନ ମିଶ୍ର, ଅଜିତ ପଣ୍ଡା, ରୂପେଶ, ଦିବ୍ୟ ବହିଦାର୍ , କମ୍ବୁପାଣି ପୁଝାରୀ, ରଘୁ ନନ୍ଦନ ସିଂହ,  ଶଙ୍କର ଅଗ୍ରୱାଲ କିଶନ ଅଗ୍ରୱାଲ, ରିୟାଜ ଖାନ୍, ବାବୁ ପୂଝାରୀ, ସୁରେଶ ସାହୁ, ଅତୁଳ ଅଗ୍ରୱାଲ, ଜଗଦୀଶ ସାହୁ, ଗୌରାଙ୍ଗ ସାହୁ ପ୍ରମୁଖ ଉପସ୍ଥିତ ରହି ନିଜର ମତାମତ ଉପସ୍ଥାପନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like