-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଶିକ୍ଷକ ମହାସଂଘର ଆନ୍ଦୋଳନକୁ ଓଲ୍‌ଷ୍ଟା ସମର୍ଥନ

07-Dec-2025



ଭୁବନେଶ୍ୱର :(ପ୍ରେରଣା  ଖବର)- ପ୍ରଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଭୁବନେଶ୍ଵରରେ ଚାଲୁଥିବା ଅହୋରାତ୍ର ଧାରଣା ଚାଲୁରହିଛି । ପ୍ରାଥମିକ ଶିକ୍ଷା, ଶିକ୍ଷକ ଓ ଶିକ୍ଷାୟତନ ଏଲିମେଣ୍ଟାରୀ ସ୍ତରର ହୋଇଥିବାରୁ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ (ଓଲଷ୍ଟା) ପକ୍ଷରୁ ଏହି ଆନ୍ଦୋଳନକୁ ଦୃଢ଼ ସମର୍ଥନ କରିଛି I ଗ୍ରାମଞ୍ଚଳରେ ଗଢ଼ି ଉଠିଥିବା ସମସ୍ତ ପ୍ରାଥମିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ନିଯୁକ୍ତ ନ ହେବାରୁ ବିଦ୍ୟାଳୟରେ ନୈରାଶ୍ୟଜନକ ଅବସ୍ଥା ସୃଷ୍ଟି ହେବାରୁ ଛାତ୍ରଛାତ୍ରୀମାନେ ନାମ ଲେଖାଉ ନାହାନ୍ତି ।ଯାହା ଫଳ ସ୍ବରୂପ ଛାତ୍ରସଂଖ୍ୟା ଆଳରେ ରାଜ୍ୟ ସରକାର ବିଦ୍ୟାଳୟଗୁଡ଼ିକ ବନ୍ଦ କରି ଦେଉଛନ୍ତି । ଛାତ୍ରଛାତ୍ରୀମନେ ଦୂର ଦୂରାନ୍ତ ବିଦ୍ୟାଳୟକୁ ଯିବାକୁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାଜ୍ୟରେ ଡ୍ରପଆଉଟ ସଂଖ୍ୟା ବଢ଼ିବା ସହ ପ୍ରଥମିକ ଶିକ୍ଷା ବ୍ୟବସ୍ଥା ଭୂଷୁଡ଼ି ପଡୁଥିବା ବେଳେ ରାଜ୍ୟ ସରକାର ନିଦାବିଷ୍ଣୁ ସାଜିବା କେତେଦୂର ଯୁକ୍ତିଯୁକ୍ତ। ପ୍ରାଥମିକ ଶିକ୍ଷକ ମହାସଂଘର ଦାବି ମଧ୍ୟରେ ୪୨୦୦ ଗ୍ରେଡ଼ ପେ, ଛଅଟି ନୋସନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ ପ୍ରମୁଖ ଦାବି ରହିଛି । ତତ୍ ସହିତ ରାଜ୍ୟ ସରକାର ସମସ୍ତ ବିଭାଗରୁ ଠିକା ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ କରିଥିବା ବେଳେ, ପ୍ରଥମିକ ଶିକ୍ଷା ବିଭାଗ ଏଥିରୁ ବାଦ୍ ପଡ଼ିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା । ସବୁଠାରୁ ପରିଚାପର ବିଷୟ ଏହିକି ଯେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ଜଣେ କିମ୍ବା ଦୁଇ ଜଣ ଶିକ୍ଷଳରେ କେବଳ ଧର୍ମକୁ ଆଖିଠାର ନ୍ୟାୟରେ ଚାଲୁଅଛି । ରାଜ୍ୟର ବର୍ତ୍ତମାନର ଜନପ୍ରିୟ ଡବଲ ଇଞ୍ଜିନ ସରକାର ପ୍ରାଥମିକ ଶିକ୍ଷକମାନଙ୍କ ଦାବି ଗୁଡ଼ିକୁ ତୁରନ୍ତ ପୂରଣ କରିବା ସହ ଏଲିମେଣ୍ଟାରୀସ୍ତରରେ ସମସ୍ତ ବର୍ଗର ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ନିଯୁକ୍ତି କରାଯିବାକୁ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ (ଓଲଷ୍ଟା) ପକ୍ଷରୁ ସାଧାରଣ ସଂପାଦକ ଶ୍ରୀ ସୁକାନ୍ତ କୁମାର ବେହେରା ଦୃଢ଼ ଦାବି କରିଛନ୍ତି । ରାଜ୍ୟ ସରକାର ଯଦି ପ୍ରାଥମିକ ଶିକ୍ଷକ ମହାସଂଘର  ଦାବି ଗୁଡ଼ିକୁ ତୁରନ୍ତ ବିଚାର ନ କରନ୍ତି, ତେବେ ପ୍ରାଥମିକ ଶିକ୍ଷକ ମହାସଂଘ ଧାରଣାରେ ଓଲଷ୍ଟା ସାମିଲ ହେବ । ପ୍ରାଥମିକ ଶିକ୍ଷକମାନଙ୍କ ସ୍ଵାଭିମାନ, ଛାତ୍ରଛାତ୍ରୀମାନଙ୍କ ଅଧିକାର ତଥା ବିଦ୍ୟାଳୟର ଭିତିଭୂମି ସଜାଡ଼ିବା ପାଇଁ ରାଜ୍ୟର ପ୍ରାଥମିକ ଠାରୁ ବିଶ୍ଵ ବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଗଣ ସଂଗଠନକୁ ଆନ୍ଦୋଳନରେ ସାମିଲ ହେବାପଇଁ ଉଦ୍ୟମ କରିବ ବୋଲି ସଭାପତି - ଶ୍ରୀ ବିକ୍ରମ କୁମାର ଦାସ, ସାଧାରଣ ସଂପାଦକ – ଶ୍ରୀ ସୁକାନ୍ତ କୁମାର ବେହେରା, ଯୁଗ୍ମ ସାଧାରଣ ସଂପାଦକ - ଶ୍ରୀ ସୁଦର୍ଶନ ସ୍ଵାଇଁ, କୋଷାଧ୍ୟକ୍ଷ - ଶ୍ରୀ ଯୁଧିଷ୍ଠିର ପ୍ରଧାନ, ଏଡ଼ିଟର - ଶ୍ରୀ ସୁଶାନ୍ତ ପ୍ରଧାନ ପ୍ରଭୃତି ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like