-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||      ଏଡ଼ଭୋକେଟ୍ ଙ୍କ ସ୍କୁଟିକୁ ଧକ୍କା ଦେଲା ମହିନ୍ଦ୍ରା ପିକ୍ ଅଫ୍ ଭେନ୍ ♦️ଅଳ୍ପକେ ବର୍ତିଲେ ଏଡ଼ଭୋକେଟ୍    (10-Jun-2026)       ||      ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||     

HOME   ଜିଲ୍ଲା

ନୁଆଁଖାଇ ଭାବର ଭେଟ କାର୍ଯ୍ୟକ୍ରମ

07-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ପଶ୍ଚିମ ଓଡ଼ିଶାର ଗଣ ପର୍ବ ନୁଆଁଖାଇ l ନୁଆଁଖାଇ ପର୍ବ ଚାକିଯାଇଥିଲେ ମଧ୍ୟ ଏହି ସିଘା ପରବର ଭେଟଘାଟ କାର୍ଯ୍ୟକ୍ରମ ସାରା ବର୍ଷ ଲାଗିରହିଥାଏ l ଏହି କ୍ରମରେ ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଏବଂ ବଲାଙ୍ଗୀର ଜିଲ୍ଳା ମେଡିକାଳ କର୍ମଚାରୀ ସଂଘ ତରଫରୁ ଓଡିଶା ସରକାରଙ୍କ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ସହଯୋଗରେ ଜିଲ୍ଲାରେ କାର୍ଯ୍ୟରତ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ମାନଙ୍କୁ ନେଇ ସ୍ଥାନୀୟ ସୋଲାର ପ୍ଲାନ ଠାରେ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଉଯାଇଛି l ବିଙ୍ଗ ହ୍ୟୁମାନ ର ପ୍ରତିଷ୍ଠାତା ତଥା କର୍ମଚାରୀ ସଙ୍ଘର ସଭାପତି ସୋମନାଥ ମିଶ୍ର ଙ୍କ ସଭାପତିତ୍ୱ ରେ ଆୟୋଜିତ ସାଂସ୍କୃତିକ ସଭାରେ କୁନୁଆଁ ଭାବରେ ପୌରଧକ୍ଷା ଲିକା ସାହୁ, ବରିଷ୍ଠ  ନେତା ଗୋପାଳଜୀ ପାଣିଗ୍ରାହୀ, କେମିଷ୍ଟ ଏବଂ ଡ୍ରଗିଷ୍ଟ ଏସୋସିଏସନର ସଭାପତି ଲୋଟସ ଷଡ଼ଙ୍ଗୀ, ଅନୁଷ୍ଠାନର ସମ୍ପାଦକ ଗୋବିନ୍ଦ ଶତପଥି, ସମଲେଇ ମନ୍ଦିର ଆଳତି କମିଟିର ବିକାଶ ସା, ସ୍ମାଇଲ ଫର ଅଲ ର ସଂଜୀବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ସାଂସ୍କୃତିକ କାର୍ଯ୍ୟକ୍ରମ ରେ ନଟରାଜ କଲାପରିଷଦ ସହ ବହୁ କଳାକାରମାନେ ଯୋଗଦେଇ କଳା ପ୍ରଦର୍ଶନ କରିଥିବା ବେଳେ, କର୍ମଚାରୀ ସଙ୍ଘର ସମ୍ପାଦକ ସୁନୀଲ ମିଶ୍ର ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   10-Jun-2026
  ଜିଲ୍ଲା  
ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   10-Jun-2026
  ଜିଲ୍ଲା  
ଏଡ଼ଭୋକେଟ୍ ଙ୍କ ସ୍କୁଟିକୁ ଧକ୍କା ଦେଲା ମହିନ୍ଦ୍ରା ପିକ୍ ଅଫ୍ ଭେନ୍ ♦️ଅଳ୍ପକେ ବର୍ତିଲେ ଏଡ଼ଭୋକେଟ୍   10-Jun-2026
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026

You Might Also Like