-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ନୁଆଁଖାଇ ଭାବର ଭେଟ କାର୍ଯ୍ୟକ୍ରମ

07-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ପଶ୍ଚିମ ଓଡ଼ିଶାର ଗଣ ପର୍ବ ନୁଆଁଖାଇ l ନୁଆଁଖାଇ ପର୍ବ ଚାକିଯାଇଥିଲେ ମଧ୍ୟ ଏହି ସିଘା ପରବର ଭେଟଘାଟ କାର୍ଯ୍ୟକ୍ରମ ସାରା ବର୍ଷ ଲାଗିରହିଥାଏ l ଏହି କ୍ରମରେ ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଏବଂ ବଲାଙ୍ଗୀର ଜିଲ୍ଳା ମେଡିକାଳ କର୍ମଚାରୀ ସଂଘ ତରଫରୁ ଓଡିଶା ସରକାରଙ୍କ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ସହଯୋଗରେ ଜିଲ୍ଲାରେ କାର୍ଯ୍ୟରତ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ମାନଙ୍କୁ ନେଇ ସ୍ଥାନୀୟ ସୋଲାର ପ୍ଲାନ ଠାରେ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଉଯାଇଛି l ବିଙ୍ଗ ହ୍ୟୁମାନ ର ପ୍ରତିଷ୍ଠାତା ତଥା କର୍ମଚାରୀ ସଙ୍ଘର ସଭାପତି ସୋମନାଥ ମିଶ୍ର ଙ୍କ ସଭାପତିତ୍ୱ ରେ ଆୟୋଜିତ ସାଂସ୍କୃତିକ ସଭାରେ କୁନୁଆଁ ଭାବରେ ପୌରଧକ୍ଷା ଲିକା ସାହୁ, ବରିଷ୍ଠ  ନେତା ଗୋପାଳଜୀ ପାଣିଗ୍ରାହୀ, କେମିଷ୍ଟ ଏବଂ ଡ୍ରଗିଷ୍ଟ ଏସୋସିଏସନର ସଭାପତି ଲୋଟସ ଷଡ଼ଙ୍ଗୀ, ଅନୁଷ୍ଠାନର ସମ୍ପାଦକ ଗୋବିନ୍ଦ ଶତପଥି, ସମଲେଇ ମନ୍ଦିର ଆଳତି କମିଟିର ବିକାଶ ସା, ସ୍ମାଇଲ ଫର ଅଲ ର ସଂଜୀବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ସାଂସ୍କୃତିକ କାର୍ଯ୍ୟକ୍ରମ ରେ ନଟରାଜ କଲାପରିଷଦ ସହ ବହୁ କଳାକାରମାନେ ଯୋଗଦେଇ କଳା ପ୍ରଦର୍ଶନ କରିଥିବା ବେଳେ, କର୍ମଚାରୀ ସଙ୍ଘର ସମ୍ପାଦକ ସୁନୀଲ ମିଶ୍ର ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like