-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ତହଁକ କୁଟୁମ ର ଭାବର ଭେଟ୍

07-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ଭାବରେ ମଣିଷ ବନ୍ଧା ଭାବ ହିଁ ମଣିଷ କୁ ନିବିଡ ସମ୍ପର୍କ ରଖିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ସ୍ଥାନିୟ ପଥରଚେପା ପଞ୍ଚବଟୀ ଉଦ୍ୟାନରେ ତହଁକ ସାହିତ୍ୟ କୁଟୁମର ଭାବର ଭେଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।  ଏଥିରେ ସାହିତ୍ୟିକ ଓ ସାମ୍ବାଦିକ ମାନଙ୍କ ମଧ୍ୟରେ ଭାବ ବିନିମୟ ହୋଇଥାଏ  । କୋସଲି ଭାସାର ସାମ୍ବିଧାନିକ ମାନ୍ୟତରେ ଅବହେଲା କେଉଁଠି ଏବଂ ଏହା ଉପରେ ସାମ୍ବାଦିକ ଓ ସାହିତ୍ୟକ ମାନଙ୍କ ଭୂମିକା କେତେ ଆବଶ୍ୟକ ତାହା ଉପରେ ପୁଙ୍ଖାନୁପୁଙ୍ଖ ଆଳୋଚନା କରିଥିଲେ କବି ଓ ସାମ୍ବାଦିକ।  ଆଗାମୀଦିନରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ପ୍ରସ୍ତାବ ରଖାଯାଇଥିଲା।  ବରିଷ୍ଠ ସାମ୍ବାଦିକ ଆନନ୍ଦ ଚନ୍ଦ୍ର ସାହୁ, ମନୋରଞ୍ଜନ ଯୋଷୀ, ପୂର୍ଣଚନ୍ଦ୍ର ପଣ୍ଡା, ମୁକେଶ ବହିଦାର, ବିଭୂକଲ୍ୟାଣ ଗଡତ୍ୟା, ଅଭିଲାଶ ହୋତା, ସାନୁଜ ମିଶ୍ର ଯୋଗଦେଇ ତହଁକର ଭାସା ଆନ୍ଦୋଳନ ଆଗାମୀ ଦିନରେ ନିଶ୍ଚୟ ଏକ ଉଲଗୁଲାନ ସୃଷ୍ଟି କରିବ ବୋଲି ମତ ରଖିଥିଲେ । କବି ନିରଞ୍ଜନ ପଣ୍ଡା, ନିରୁପମା ମିଶ୍ର, ଗୋପାଳ ମେହେର, ମଞ୍ଚାସୀନ ଥିବାବେଲେ କବି ଶ୍ରୀୟାକାନ୍ତ ଦାସ ସଭା ସଂଯୋଜନା କରିଥିଲେ । ସଂପାଦକ ରାଜେଶ ଦଣ୍ଡସେନା ତହଁକ ପ୍ରତି ସାମ୍ବାଦିକ ମାନଙ୍କର ସହଯୋଗ ହିଁ ଅନୁଷ୍ଠାନ ଏବଂ ଭାଷା କୁ ଆଗକୁ ନେବାରେ ଉତ୍ସାହିତ କରୁଛି ବୋଲି କହିଥିଲେ, ମୂଖ୍ଯ ସଂପାଦକ ଅର୍ଜୁନ କୁମାର ସାହୁ ତହଁକ  କୋସଲି ଭାସାର ସୁରକ୍ଷାରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଁ ଆଗାମୀଦିନରେ ଲୋକଙ୍କ ଭିତରେ ସଚେତନ କରିବାକୁ ପ୍ରଚେଷ୍ଟା କରାଯିବ ବୋଲି ମତ ରଖିଥିଲେ । ଏହି ଅବସରରେ ମନ୍ଥନ ଖବରକାଗଜ ଜିଲ୍ଲା ପ୍ରତିନିଧି ମହେନ୍ଦ୍ର ପଧାନ ଏବଂ ଅବାହୁଡାଶର ସମ୍ପାଦକ ନିରଞ୍ଜନ ତ୍ରିପାଠୀ କୁ ସମ୍ମାନିତ କରାଯାଇଥିଲା। କବି ମିଲନ ପଣ୍ଡା, ଭରତ ମେହେର, ଦିଲ୍ଲିପ ମିଶ୍ର, ସୁଦେଷ୍ନା ମିଶ୍ର, ପ୍ରଭାସିନି ଭୋଇ, ରବିନ୍ଦ୍ର କୁମାର ସାହୁ, ସୁଶାନ୍ତ ବାଗ କାର୍ଯ୍ୟକ୍ରମରେ ସହଯୋଗ କରିଥିବା ବେଲେ କବି ଗୋପିନାଥ ଦଣ୍ଡସେନା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like