-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

DAV COLLEGE ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପୂର୍ବତନ ଛାତ୍ର ମାନଙ୍କ ବନ୍ଧୁମିଳନ କାର୍ଯ୍ଯକ୍ରମ

07-Dec-2025



 ଟିଟିଲାଗଡ଼(ପ୍ରେରଣା ଖବର): ଡି.ଏ.ଭି. (ସ୍ବୟଂଶାସିତ) ମହାବିଦ୍ୟାଳୟ, ଟିଟିଲାଗଡ଼ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ପୂର୍ବତନ ସ୍ନାତକ ଛାତ୍ରମାନଙ୍କ ଦ୍ବାରା 'ବନ୍ଧୁ ମିଳନ' କାର୍ଯ୍ୟକ୍ରମ ଝାରଦେବନ୍ଧ, ଟିଟିଲାଗଡ଼ ଠାରେ ଆୟୋଜିତ ହୋଇଯାଇଛି। ଏଥିରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗର ଅଧ୍ୟାପିକା ମନ୍ଦାକିନୀ ମେହେର, ଅଧ୍ଯାପକ ଡକ୍ଟର ଜଗଦୀଶ ଚନ୍ଦ୍ର ଭୋଇ, ଡକ୍ଟର ସୁଶାନ୍ତ ମହାନନ୍ଦ, କୁବାର ବଛା ଉପସ୍ଥିତ ରହି ପିଲାମାନଙ୍କ କ୍ୟାରିୟର ସମ୍ବନ୍ଧୀୟ ଆଲୋଚନା କରିବା ସହ ପିଲାମାନଙ୍କୁ ଆଗକୁ ବଢିବାର ଉତ୍ସାହ ପ୍ରଦାନ କରିଥିଲେ। ଝାରଦେବନ୍ଧର ପ୍ରାକୃତିକ ସୌଦର୍ଯ୍ୟମୟ ପରିବେଶରେ ବନବିହାର ସହିତ ସାଂସ୍କୃତିକ କାର୍ଯ୍ୟକ୍ରମମଧ୍ଯ ଆୟୋଜିତ ହୋଇଥିଲା । ସ୍ନାତକ ୨୦୧୮-୨୧ ଶିକ୍ଷାବର୍ଷ ଓଡ଼ିଆ ବିଭାଗର ଛାତ୍ର ପବିତ୍ର ବାଗ, ସମୀର ରଣା, ସଞ୍ଜୀବ ଭୋଇ, ସୁଦାମ ଛାନ୍ଦ, ଦୁର୍ବାଦଳ କଟା, ଶିବା ମନହୀରା, ରାଧାମାଧବ କଲତା, ସରଜୁ ନାଗ, ଶେଷଦେବ ବେହେରା,

ଧରମ ସିଂ ପ୍ରଧାନୀ, ଛବିଲାଲ ପୁଟେଲ, ମଣ୍ଟୁ ବନଛୋର, ରାଜେଶ ତାଣ୍ଡି, ଡିଲେଶ ଜାନୀ, ଧରଣୀ ବାଗ, ଗୁପ୍ତେଶ୍ଵର ମାଝୀ, ଧବଲେ ଗହୀର, ରୋହିତ ଛୁରା, ଛାତ୍ରୀ ସବିତା ସାହୁ, ଅଲିଭା ଭୋଇ, କବିତା ବିଶି, ଗଣେଶିନୀ ମହାନନ୍ଦ, ରଶ୍ମି ମହାନନ୍ଦ, ଖିଲିପ୍ରଭା ଭୋଇ, ମନ୍ଦାକିନୀ ଭୋଇ, ରୁକ୍ମିଣୀ ସାହୁ, ବର୍ଷା ତାଣ୍ଡି ପ୍ରମୁଖ ଉପସ୍ଥିତ ରହି ସମସ୍ତଙ୍କର ମିଳିତ ସହଯୋଗ ମାଧ୍ୟମରେ କାର୍ଯ୍ୟକ୍ରମଟିକୁ ସାଫଲ୍ୟ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like