-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବିଧାନସଭା ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଯାପିତ, କୁନି କଳାକାରଙ୍କ ସହ ନାଚିଲେ କନ୍ଧମାଳ ସାଂସଦ

07-Dec-2025



କଣ୍ଟାମାଳ(ଜୟ କୁମାର ମହାରଣା): ଜୀବନ ଜଞ୍ଜାଳରେ ଜିତି ଆଗକୁ ବଢିବାକୁ ହେଲେ ଏହି ଖେଳ ଆମକୁ ଧୈର୍ଯ୍ୟ ଓ ସାହସ ଶିଖାଇଥାଏ, ଯଦ୍ୱାରା ଆମେ ଜୀବନ ଚଲାପଥରେ ଧୈର୍ଯ୍ୟହରା ନହୋଇ ଆଗକୁ ବଢିବାର ପ୍ରେରଣା ପାଇଥାଉ ବୋଲି କଣ୍ଟାମାଳ କଲେଜ ଖେଳପଡିଆ ଠାରେ ଆୟୋଜିତ ବିଧାନସଭା ସ୍ତରୀୟ ସାଂସଦ ଖେଳ ମହୋତ୍ସବର ଉଦଯାପନୀ ଦିବସରେ ମୁଖ୍ୟଅତିଥି ଭାବେ ଯୋଗଦେଇ କନ୍ଧମାଳ ଲୋକସଭା ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ନିଜ

ବକ୍ତବ୍ୟରେ କହିଥିଲେ l  ସେ ଆହୁରିମଧ୍ୟ କହିଥିଲେ ଯେ ଆଦିବାସୀ ଅଧ୍ୟୁଷିତ ଏହି ଅଂଚଳର କୃଷି ଓ ମତ୍ସ୍ୟ ଚାଷର ବିକାଶ ପାଇଁ ଖଡ଼ଙ୍ଗ ବ୍ୟାରେଜ ସମ୍ପର୍କରେ ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ସଂସଦରେ ପ୍ରସ୍ତାବ ରଖିଛନ୍ତି  l  ସେହିପରି ଉଦଯାପନୀ କ୍ରୀଡା ସଭାରେ ସମ୍ମାନିତ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ, ଏପିଡି ବୌଦ୍ଧ ଚାର୍ଲସ ନାଏକ, ବିଡ଼ିଓ କଣ୍ଟାମାଳ ସାମୀ ଜୟଶ୍ରୀ ରେଡି, ସାମ୍ବାଦିକ ଦିବ୍ୟଶଙ୍କର ରାଉତ, କନ୍ଧମାଳ ସାଂସଦଙ୍କ କଣ୍ଟାମାଳ ବ୍ଲକ ପ୍ରତିନିଧି ଦୀପକ ବାରିକ,ଟିଏସି ମେମ୍ବର ନବୀନ ମହାପାତ୍ର ଯୋଗ ଦେଇଥିଲେ | ବିଭିନ୍ନ କ୍ରୀଡା ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରି କୃତକାର୍ଯ୍ୟ ହୋଇଥିବା ଖେଳାଳୀ ଓ ଦଳ ମାନଙ୍କୁ ମୁଖ୍ୟଅତିଥି ଓ ଅତିଥିମାନେ ପୁରସ୍କୃତ କରିଥିଲେ l କଣ୍ଟାମାଳ ବ୍ଲକ ସାଂସଦ ପ୍ରତିନିଧି ଦୀପକ ବାରିକ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ  ଓ ବିଡ଼ିଓ ସାମୀ ଜୟଶ୍ରୀ ରେଡି ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ ଅଂଚଳର କ୍ରୀଡା ପ୍ରତିଭାଧାରୀ ମାନଙ୍କ ବିକାଶ ନିମନ୍ତେ ଏହି ଖେଳ ପଡ଼ିଅର ଉନ୍ନତ୍ତିକରଣ ପାଇଁ ଦୁଇ କୋଟି ଟଙ୍କା ଓ ପଲସାଗୋରା ଠାରେ ପ୍ରସ୍ତାବିତ ଖେଳ ଷ୍ଟାଡିଅମ ପାଇଁ ୫କୋଟି ଟଙ୍କା ଯୋଗାଇଦେବା ପାଇଁ ମଞ୍ଚରେ ଘୋଷଣା କରିଥିଲେ  l   ଉତ୍ସବରେ ଆଦିବାସୀ ନୃତ୍ୟ ପରିବେଷଣ କରୁଥିବା କୁନିକୁନି କଳାକାର ଙ୍କ ସହ ସାଂସଦଙ୍କ ନୃତ୍ୟ ସମଗ୍ର ପରିବେଶକୁ ବେସ ଉତ୍ସବ ମୁଖର ଓ ଆକର୍ଷଣୀୟ କରିଥିଲା  l  କାର୍ଯ୍ୟକ୍ରମକୁ ଖେଳଶିକ୍ଷକ ଆଦିନାଥ ଦାଶ ପରଚାଳନା କରିଥିବା ବେଳେ ବିଭିନ୍ନ

ବିଦ୍ୟାଳର ଖେଳ ଶିକ୍ଷକମାନେ ସହଯୋଗ କରିଥିଲେ l ସାଂସଦ ପ୍ରତିନିଧି ଦୀପକ ବାରିକ ଓ ବ୍ଲକ ପ୍ରଶାସନ ର ମିଳିତ ସହଯୋଗରେ ଆୟୋଜିତ ଏହି ଖେଳ ମହୋତ୍ସବରେ ଗ୍ରାମ ପଂଚାୟତ ଉନ୍ନୟନ ଅଧିକାରୀ ଜ୍ଞାନ ରଞ୍ଜନ ପ୍ରଧାନ, ପିଇଓ ଜୟଦେବ ପ୍ରଧାନ, ଜ୍ଞାନ ରଞ୍ଜନ ମିଶ୍ର, ଭୁଲେଶ୍ୱର ନାଗ, ସମେତ ବ୍ଲକ ର ସମସ୍ତ କର୍ମଚାରୀ କାର୍ଯ୍ୟ କ୍ରମକୁ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like