-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

୧୦୬ତମ ଭାଲେର ଧନୁଯାତ୍ରା ମହୋତ୍ସବ ପାଇଁ କଂସବରଣ କାର୍ଯ୍ୟକ୍ରମ

07-Dec-2025



ବଲାଙ୍ଗୀର(ପ୍ରେରଣା ଖବର):ଆସନ୍ତା ଡିସେମ୍ବର ୨୯ ତାରିଖରୁ ୨୦୨୬ ଜାନୁୟାରୀ ୦୩ ତାରିଖ ପର୍ଯ୍ୟନ୍ତ ପ୍ରତିବର୍ଷ ଭଳି ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଳକ ଭାଲେର ଗ୍ରାମରେ ଅନୁଷ୍ଠିତ ହେବାକୁ ଥିବା ୧୦୬ତମ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଚଳିତବର୍ଷ ମଧ୍ୟ ଲୋକଙ୍କ ସହଯୋଗ ଓ ସମର୍ଥନରେ ଭାଲେର ଧନୁଯାତ୍ରା ସମ୍ପୂର୍ଣ୍ଣ ଉତ୍ସାହ,ଉଦ୍ଦୀପନା ସହିତ ଅନୁଷ୍ଠିତ ହେବାକୁ ଯାଉଛି l ଧନୁଯାତ୍ରାର ମୁଖ୍ୟ ଆକର୍ଷଣ କଂସ  ଭୂମିକାରେ ମଂଚ ଦୁଲୁକାଇବେ ବରଗଡ଼ ଜିଲ୍ଲାର ଅଭିଜ୍ଞ କଳାକାର ଜଗଦାନନ୍ଦ l କଂସ ଭୂମିକାରେ ଅବତୀର୍ଣ୍ଣ ହେଉଛନ୍ତି ସୁଦୂର ବରଗଡ ଜିଲ୍ଲା ଅନ୍ତର୍ଗତ ଦେଓଗାଁ ଗ୍ରାମର ଜଗଦାନନ୍ଦ ମିଶ୍ର l ଭାଲେର ଗ୍ରାମରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ଆଜିର କଂସ ବରଣ କାର୍ଯ୍ୟକ୍ରମରେ ଭାଲେର 

ଧନୁଯାତ୍ରା ମହୋତ୍ସବର ସଭାପତି ରାଜକିଶୋର ନାଏକ, ସାଧାରଣ ସମ୍ପାଦକ ସୁମନ୍ତ ନାଏକ, ଉପସଭାପତି ଭାଗିରଥି ସେଠ, ସହସମ୍ପାଦକ ମନ ରାଉତ, କୋଷାଧ୍ୟକ୍ଷ ସୁବଳ ନାଏକ, ପୂର୍ବତନ ସଭାପତି  ଦୀନବନ୍ଧୁ ନାଏକ ତଥା କମିଟି ସଦସ୍ୟ ଭାଗିରଥି ଦାସ,  ଗୋକୁଳାନନ୍ଦ ନାଏକ, ଦିଗସେନ ପଟେଲ, ପ୍ରେମାନନ୍ଦ ଥପା, ମେହେମୁଦ୍ଦିନ ଖାନ ଓ  ଧୋବା ଧରୁଆ ପ୍ରମୂଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like