-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଗାୟତ୍ରୀ ପୀଠ ଠାରେ ତ୍ରିବେଣୀ ଜନ୍ମ ଶତବ୍ଦୀ ପ୍ରସ୍ତିତ ଜିଲ୍ଲା ବୈଠକ ଅନୁଷ୍ଠିତ

07-Dec-2025



ବଲାଙ୍ଗିର- ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ବଲାଙ୍ଗିର ଜିଲ୍ଲା ସଂଯୋଜକ ସତ୍ୟନାରାୟଣ ଗୁପ୍ତାଙ୍କର ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ଆସଙ୍ଗପି ବିଚିତ୍ର କୁମାର ସାହୁଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା । ତ୍ରିବେଣୀ ଜନ୍ମ ଶତବ୍ଦୀ ଅଖଣ୍ଡ ଦ୍ୱିପ ଶତବ୍ଦୀ ମାତା ଭଗବତୀ ଏବଂ ପରମପୂଜ୍ୟ ଗୁରୁଦେବ ପଣ୍ଡିତଙ୍କର ସାଧନା ର ଶତବାର୍ଷିକ ଆଗାମୀ ୨୦୨୬ ଠାରୁ ୨୦୩୦ ପର୍ଯ୍ୟନ୍ତ ପାଳନ କରାଯିବ । ଏହି ଶତାବ୍ଦୀ ଦେଶର ୫ଟି ଜାଗାରେ ୫ ବର୍ଷରେ ପାଳନ କରାଯିବ । ଏହି ଶତାବ୍ଦୀ ୨୦୨୬ ହରିଦ୍ୱାର ଠାରେ ପାଳନ କରାଯିବ । ୨୦୩୦ ଅନ୍ତିମ ଶତାବ୍ଦୀ ରେ ଦିଲ୍ଲୀରେ ପାଳନ କରାଯିବ । ୨୦୨୭-୨୮ ପୂର୍ବ ଭାରତ ରେ ପାଳନ କରାଯିବ । ଏହି କାର୍ଯ୍ୟକ୍ରମକୁ ଓଡିଶାରେ କରିବା ପାଇଁ ପ୍ରସ୍ତାବ

ରହିଛି । ବଲାଙ୍ଗିର ଜିଲ୍ଲାରେ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଗଲା । କାର୍ଯ୍ୟକ୍ରମର ସଫଳତା ପାଇଁ ୪୦ ଦିନିଆ ଗାୟତ୍ରି ଅନୁଷ୍ଠାନ ୧ଲକ୍ଷ ୨୫ହଜାର ଜଣ ପାଇଁ ନାମ ତାଲିକା ଦେବ ସଂସ୍କୃତି ବିଶ୍ୱ ବିଦ୍ୟାଳୟରୁ ଇଣ୍ଟରସିପ୍ ପାଇଁ ଡିସେମ୍ବର ୧୫ ରୁ ଜାନୁୟାରୀ ୧୫ ପର୍ଯ୍ୟନ୍ତ ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ, ତୁଷୁରା, ପାଟଣାଗଡ ଇତ୍ୟାଦି ଅଂଚଳରେ ସେମାନେ କାମ କରିବେ । ଅଖଣ୍ଡ ଜ୍ୟୋତି ପତ୍ରିକା, ପ୍ରଜ୍ଞା ଅଭିଜାନ ପତ୍ରିକା ଗ୍ରାହକ ସଂଖ୍ୟା ବୃଦ୍ଧି କରିବା । ହରିଦ୍ୱାର ଠାରେ ଅନୁଷ୍ଠିତ ଜାନୁୟାରୀ ୨୦ ରୁ ୨୩ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର ରୁ ୫୦ ଜଣ ଯିବା ପାଇଁ ନାମ ତାଲିକା ଘୋଷଣା କରାଗଲା । ଶତାବ୍ଦୀ ବର୍ଷର ଯୋଜନା ଅନୁସାରେ ବୃକ୍ଷ ରୋପଣ, ସଂସ୍କାର କାର୍ଯ୍ୟକ୍ରମ, କନ୍ୟା କୋଶର କୌଶଳ ଯୋଜନା, ଭାରତୀୟ ସଂସ୍କୃତି ଜ୍ଞାନ ପରୀକ୍ଷା, ନାରୀ ଜାଗରଣ, ଯୁବା ଯୋଜନା, ଯଜ୍ଞ ଓ ମଣ୍ଡଳ ଗଠନ ଇତ୍ୟାତି ଗଠନ କରାଗଲା । ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଛବିଳ ବଗର୍ତ୍ତି, ଉପସ୍ଥିତ ଥିଲେ ଶାନ୍ତନୁ ପାତ୍ର, ଜଗଦିଶ କେଡିଆ, ବୀଣାପାଣି ଆଚାର୍ଯ୍ୟ, ଯୁଗଲ କିଶୋର ଝା, ବିହାରୀ ଗଡତ୍ୟା, ନିମାଇ ତାଣ୍ଡି, ମୀନ କେତେନ ମେହେର, ଟଙ୍କ କୁମ୍ଭାର, ମୋହନ ଅଗ୍ରୱାଲ, ସୁବାଷ ଅଗ୍ରୱାଲ ପ୍ରମୁଖ ଭାଗ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like