-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ଡିସେମ୍ବର ୧୩ ଓ ୧୪ ତାରିଖ  ଜୀବନ ବୀମା ଅଭିକର୍ତା ମହାସଂଗଠନର ଦୁଇ ଦିନିଆ ଅଧିବେଶନ

07-Dec-2025



ବଲାଙ୍ଗିର,ଜୀବନବୀମା ଅଭିକର୍ତା ମହାସଂଗଠନ, ସମ୍ବଲପୁର ମଣ୍ଡଳ ପରିଷଦର ୧୧ତମ ସାଧାରଣ ଅଧିବେଶନ ଚଳିତ ବର୍ଷ ଡିସେମ୍ବର ୧୩ ଓ ୧୪ ତାରିଖ ରେ ବଲାଙ୍ଗିର ଠାରେ ଅନୁଷ୍ଠିତ ହେବା ସ୍ଥିର କରାଯାଇଛି । ସ୍ଥାନୀୟ ସମ୍ବଲପୁର ରୋଡ ସ୍ଥିତ ନଟରାଜ ପେଲେସ ଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ଦୁଇ ଦିବସ ବ୍ୟାପି ସମ୍ମିଳନୀରେ ସମ୍ବଲପୁର ମଣ୍ଡଳ ଅନ୍ତର୍ଗତ ସମସ୍ତ ଶାଖାରୁ ଶତାଧିକ ଜୀବନବୀମା ଅଭିକର୍ତା ଯୋଗଦାନ କରି ଅଂଶଗ୍ରହଣ କରିବେ । କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଭାବେ ପରିଚାଳନା ପୂର୍ବକ ସଫଳ କରିବା ପାଇଁ ଆୟୋଜକ ବଲାଙ୍ଗିର ଶାଖା ସଂଗଠନ ପକ୍ଷରୁ ପ୍ରସ୍ତୁତି ଚୁଡାନ୍ତ କାର୍ଯ୍ୟାୟର ପହଂଚିଛି । ଅଧିବେଶନର ଉଭୟ ଦିବସ ରେ ମହାସଂଗଠନର କେନ୍ଦ୍ରୀୟ ସଂପାଦକ ବି.ମର୍କଣ୍ଡେୟୁଲୁ, ରାଜନୈତିକ ବ୍ୟାପାର କମିଟି ଓ ସାଂଗଠନିକ ଅଧ୍ୟକ୍ଷ ଏନ୍‌.ଗଜପତି ରାଓ, ଶିକ୍ଷା ବିଭାଗ ଅଧ୍ୟକ୍ଷ ରବି ନାରାୟଣ ମିଶ୍ର, ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ରାଜ ନାରାୟଣ ଦେଓ, କ୍ଷେତ୍ରୀୟ ସଭାପତି ରାକେଶ ନନ୍ଦକେଓଲିଆର, କ୍ଷେତ୍ରୀୟ ସଂପାଦକ ସରୋଜ କୁମାର ଶଙ୍କୁଆ, କ୍ଷେତ୍ରୀୟ ସାଂଗଠାନିକ ସଂପାଦକ ପ୍ରତାପ ଚନ୍ଦ୍ର ମହାନ୍ତି, କୋଷାଧ୍ୟକ୍ଷ ଯୁବଜାନି ବେଜ, ମଣ୍ଡଳ ସଭାପତି ଦାମୋଦର କର, କାର୍ଯ୍ୟକାରୀ ସଭାପତି ଇଂ.ଅଜିତ କର, ସଂପାଦକ ଅନିରୁଦ୍ଧ ସାମଲ ତଥା ମଣ୍ଡଳ ସ୍ତରୀୟ ଶୀର୍ଷ ନେତୃବୃନ୍ଦ ଯୋଗ ଦେଉଥିବା ବେଳେ ରାଜ୍ୟସଭା ସାଂସଦ ନିରଂଜନ ବିଶି, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓ, ଟିଟିଲାଗଡ ବିଧାୟକ ନବୀନ ଜୈନ, ନବ ନିର୍ମାଚିତ ନୁଆପଡା ବିଧାୟକ ଜୟଭାଇ ଢୋଲକିଆ, ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଏବଂ ଟିଟିଲାଗଡ ପୌରାଧ୍ୟକ୍ଷା ମମତା ଦେବୀ ଜୈନ ପ୍ରମୁଖ ପର୍ଯ୍ୟାୟ କ୍ରମେ ଯୋଗ ଦେବା ପାଇଁ ସ୍ୱିକୃତି ପ୍ରଦାନ କରିଛନ୍ତି ବୋଲି ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ ତଥା ବଲାଙ୍ଗିର ଶାଖା ସଂଗଠନ ସଭାପତି ଅସୀମ ପଟ୍ଟନାୟକ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ଏହି ଅଧିବେଶନରେ ଜୀବନ ବୀମା ଅଭିକର୍ତା ମାନଙ୍କ ବହୁବିଧ ସମସ୍ୟା ଓ ବୃତିଗତ ସୁରକ୍ଷା ଉପରେ ବ୍ୟାପକ ବିଚାର ବିମର୍ଷ ସହିତ ମହାସଂଗଠନର ଆଗାମୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି । ସୂଚନା ଯୋଗ୍ୟ ଯେ ହିତ ମଧ୍ୟମରେ କ୍ଷେତ୍ରୀୟ ତଥା ମଣ୍ଡଳ ସ୍ତରୀୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଦୁଇ ଥର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବା ସହିତ ବିଭିନ୍ନ ଉପ-କମିଟି ଗଠନ କରାଯାଇଛି । ସାମ୍ବାଦିକ ଭବନରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଅସୀମ ପଟ୍ଟନାୟକଙ୍କ ବ୍ୟତିତ ଶାଖା କାର୍ଯ୍ୟକାରି ସଭାପତି ରାମ ପ୍ରସାଦ ପାଣିଗ୍ରାହୀ, ଉପସଭାପତି ପ୍ରତାପ ସାହୁ, ସଂପାଦକ ସରୋଜ କୁମାର ଭୋଇ, କୋଷାଧ୍ୟକ୍ଷ ସାଧୁରାମ ପୃଷ୍ଟି ଅଭ୍ୟର୍ଥନା କମିଟି କୋଷାଧ୍ୟକ୍ଷ ଉଦିତ୍ କୁମାର ଦାନୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026

You Might Also Like