-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ତୈଲିକ ବୈଶ୍ୟ ସମାଜର କାର୍ଯ୍ୟକାରିଣୀ ବୈଠକ 

08-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ଆଜି ଜିଲ୍ଲା ତୈଲିକ ବୈଶ୍ୟ ସମାଜର କାର୍ଯ୍ୟକାରିଣୀ ବୈଠକ  ବଲାଙ୍ଗୀର ଜିଲ୍ଲାର ୧୪ଟି ବ୍ଲକର ମୁଖ୍ୟ ସଦସ୍ୟମାନଙ୍କ ଉପସ୍ଥିତିରେ ଶାନ୍ତିପଡ଼ା ସ୍ଥିତ ନବନିର୍ମିତ କଲ୍ୟାଣ ମଣ୍ଡପରେ ଜିଲ୍ଲା ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ଜିଲ୍ଲାର ବିଭିନ୍ନ ସମସ୍ୟାର ସମାଧାନ ସହିତ ନବନିର୍ମିତ କଲ୍ୟାଣ ମଣ୍ଡପର ସୌନ୍ଦର୍ଯ୍ୟକରଣ ବିଷୟରେ ବିଶେଷ ଆଲୋଚନା କରାଯାଇଥିଲା । ଜିଲ୍ଲା ସମ୍ପାଦକ ପ୍ରଦୀପ ସାହୁ ଖୁବ ଶୀଘ୍ର ଏକ ସୁନ୍ଦର ମୁଖ୍ୟ ଦ୍ୱାର ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ସହିତ ଭିତରେ ରହିଯାଇଥିବା ଅନେକ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମାପନ କରାଯିବା ପାଇଁ ପ୍ରସ୍ତାବ ରଖିଥିଲେ । ବୈଠକରେ ଉପସ୍ଥିତ ପଦାଧିକାରୀମାନେ ନୂତନ ପ୍ରସ୍ତାବଗୁଡ଼ିକୁ ସମ୍ମତି ପ୍ରକାଶ କରି ସହଯୋଗର ଆଶ୍ୱାସନ ଦେଇଥିଲେ । ସେମାନଙ୍କ ମଧ୍ୟରୁ ପ୍ରମୁଖ ଥିଲେ ମିତ୍ରଭାନୁ ସାହୁ, ମହେଶ୍ୱର ସାହୁ, ରବୀନ୍ଦ୍ର ସାହୁ, ବିକାଶ ସାହୁ, କୃଷ୍ଣ ସାହୁ, ରାମପ୍ରସାଦ ସାହୁ, ଧ୍ରୁବ ସାହୁ, ଦୁର୍ଗା ସାହୁ ଓ ଅନ୍ୟମାନେ ଉପସ୍ଥିତ ଥିଲେ । ବୈଠକକୁ ସୁଚାରୁ ଭାବେ ଚଳାଇବାରେ ଫିରୋଜ ସାହୁ ସମସ୍ତ ବ୍ୟବସ୍ଥା କରିଥିଲେ । ଶେଷରେ ବିକାଶ ସାହୁ ସମାପନୀ ଉଦବୋଧନ ଦେଇ ସମସ୍ତ ଉପସ୍ଥିତ ଅତିଥିଙ୍କୁ ଧନ୍ୟବାଦ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026

You Might Also Like