-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ଆଛାଦନ ପ୍ରଣାଳୀରେ ଲଙ୍କା ଚାଷ କରି ସଫଳତା ପାଇଛନ୍ତି ନେପାଲ ପ୍ରଧାନ

08-Dec-2025



 ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକ୍ ଅନ୍ତର୍ଗତ  ଡାଙ୍ଗବାହାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବଲାଙ୍ଗୀର ଜିଲ୍ଲାର ଶେଷ ଗ୍ରାମ ତଥା ସୀମାନ୍ତବର୍ତ୍ତୀ ଅଞ୍ଚଳର ଗ୍ରାମ ସାରଥିମୁଣ୍ଡା ଗାଁର ଜଣେ କ୍ଷୁଦ୍ର ଚାଷୀ ଓ ନାମମାତ୍ର ଚାଷୀ  ନେପାଳ ପ୍ରଧାନ,  ଯିଏ କି ଆଚ୍ଛାଦନ ପ୍ରଣାଳୀରେ ୩୦ ଡିସିମିଲ ଜମିରେ ପରୀକ୍ଷାମୂଳକ ଭାବେ   ଲଙ୍କା ଚାଷ କରି ସଫଳତାର ଉଦାହରଣ ସାଜିଛନ୍ତି।
ନେପାଳ ପ୍ରଧାନର  ପରିବାର କହିଲେ ସ୍ତ୍ରୀ,ପୁଅ ସମେତ ୩ ଜଣ ଅଛନ୍ତି। ଜମି କହିଲେ ଆଟ ଜମି ୧.୫୦ ଏକର, ମାଳ ୧ ଏକର ମୋଟ ୨.୫୦ ଏକର।

ନେପାଲଙ୍କ ପରିବର୍ତ୍ତନ: ଦେବଦତ୍ତ କ୍ଲବ, କେନ୍ଦୁଭଟା ତରଫରୁ ତାଲିମ ଗ୍ରହଣରୁ ଆରମ୍ଭ, ତାଲିମରେ ଜଳ ପରିଚାଳନା, ମଲ୍ଚିଂ ବା ଆଛାଦନ  ପ୍ରଣାଳୀର ଚାଷ, ବୁନ୍ଦା ଜଳସେଚନ ଏବଂ ଜୈବିକ କୀଟ ନିୟନ୍ତ୍ରଣ ଉପରେ ତାଲିମ ଗ୍ରହଣ କରିଥିଲେ।ତାଲିମ ଗ୍ରହଣ ପରେ ସେ ୧୫୧କିସମ ଲଙ୍କା ମଞ୍ଜି କିଣି ଚାରା ପ୍ରସ୍ତୁତ କରିଥିଲେ। ପରୀକ୍ଷାମୂଳକ ଭାବେ ୩୦ ଡେସିମିଲ ଜମିକୁ ହଳ କରି ଆଛାଦନ ପ୍ରଣାଳୀରେ ଜୈବିକ  ପ୍ରଣାଳୀରେ ଲଙ୍କା ଚାଷକୁ ଆପଣେଇ ଥିଲେ।
ଜମିକୁ ହିଡ କରି ମଲ୍ଚିଂ ପ୍ରଣାଳୀ ତଥା ଆଛାଦନ ପ୍ରଣାଳୀ ବା ମାଟିକୁ ଘୋଡେଇ ଥିଲେ ଲଙ୍କା ଫଳ ଚାଷ କରି ବୁନ୍ଦା ଜଳ ସେଚନକୁ ଆପଣେଇ ଥିଲେ।ଏହି ଆଛାଦନ ପ୍ରଣାଳୀରେ ଅନାବନା ଘାସ ହୁଏ ନାହିଁ, ସାର , ଖତ, ପାଣି, କୀଟନାଶକ ଔଷଧ ଯେତିକି ଦିଆଯାଏ ସବୁ ଗଛ ତାନିନେଇଥାଏ,ଯାହା ଫଳରେ ଗଛ ହୃଷ୍ଟ ପୃଷ୍ଟ ହୋଇଥାଏ। ଏହି ଲଙ୍କା ଚାଷରେ ୩୦ ଡିସିମିଲ ରୁ ବର୍ତ୍ତମାନ ସୁଦ୍ଧା ଆୟ  ୫୦,୦୦୦ ଟଙ୍କା ରୋଜଗାର କରିଛନ୍ତି! ଆଗକୁ ଆହୁରି ଆୟ ହେବା ବୋଲି ନେପାଲ କହିଛନ୍ତି ।ଏହି ପ୍ରଣାଳୀରେ ଚାଷ କରି ଅନାବନା ଲଟାବୁଦା ଦାଉରୁ ରକ୍ଷା ପାଇବା ସହିତ  ଅଧିକ ଆୟ, କମ୍ ଖର୍ଚ୍ଚ, ସୁସ୍ଥ ଫସଲ, ଅଧିକ ଅମଳ ହେବା ସହ ଅଧିକ ଫଳ ସଂଗ୍ରହ ହୋଇପାରିଛି।ନେପାଳ ଏବେ ସ୍ଥାୟୀ କୃଷି ଗ୍ରହଣ କରୁଥିବା ସହ କୃଷକମାନଙ୍କ ପାଇଁ ଏକ ଆଦର୍ଶ ପାଲଟିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like