-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦ ର ପଞ୍ଚମ ବାର୍ଷିକ ଉତ୍ସବ ପାଳନ 

08-Dec-2025



ଡେଲାଙ୍ଗ(ଦିଲ୍ଲୀପ କୁମାର ଧାଉଡ଼ିଆ): ରବିବାର ଦିବା ୧୦ ଘଟିକା ସମୟରେ ବଣିବକ୍ରେଶ୍ୱର ମନ୍ଦିର ପ୍ରାଙ୍ଗଣ ରେ ଗ୍ରାମ୍ୟ ରମ୍ୟ ର ସମ୍ପାଦିକା ଲକ୍ଷ୍ମୀ ପ୍ରିୟା ଦାଶ ଙ୍କ ଆୟୋଜନ ରେ ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ପ୍ରଥମ ଅଧିବେଶନରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା ଏଥିରେ ସଭାମୁଖ୍ୟ ଶ୍ରୀ ଯୁକ୍ତ କୁଞ୍ଜବିହାରୀ ସାହୁ ସଂଯୋଜନା କରିଥିଲେ ବରିଷ୍ଠ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଦାସ ଓ କବି ଶ୍ରୀମତୀ ଜ୍ୟୋତ୍ସ୍ନା ମୟୀ ସ୍ୱାଇଁ, ଅତିଥି ଭବନରେ କବି, ସୁଲେଖିକା ସରୋଜିନୀ ଜେନା କାର୍ଯ୍ୟକ୍ରମ ର ସୁପରିଚାଳନା କରିଥିଲେ। ଏହାପରେ ପରବର୍ତ୍ତୀ ଦିତୀୟ ଅଧିବେଶନ ରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ କୈଳାସ ଚନ୍ଦ୍ର ଟିକାୟତ ରାୟ, ପ୍ରାକ୍ତନ ନିର୍ଦ୍ଦେଶକ ଓଡିଆ ଭାଷା ପ୍ରତିଷ୍ଠାନ,ମୁଖ୍ୟ ବକ୍ତା ବିରଞ୍ଚି ନାରାୟଣ ଦାଶ ନିର୍ଝରଣୀ ସାହିତ୍ୟ ପ୍ରତିକା ର ସମ୍ପାଦକ, ସମ୍ମାନିତ ଅତିଥି ରୂପେ ରମେଶ ଚନ୍ଦ୍ର ଦାଶ, ବରିଷ୍ଠ ଶିଶୁ ସାହିତ୍ୟିକ ,ଡଃ ହେମନ୍ତ କୁମାର ଛୋଟରାୟ, ବରିଷ୍ଠ ଶିଶୁ ସାହିତ୍ୟିକ, ଶ୍ରୀଯୁକ୍ତ ବିପିନି ବିହାରୀ ଦଳାଇ ସମ୍ପାଦକ ଟିକିତାରା,ପ୍ରିୟପତ୍ର ଓ ସଭା ମୁଖ୍ୟ ଭାବେ ପ୍ରଶାନ୍ତ କୁମାର ମଙ୍ଗରାଜ ବରିଷ୍ଠ ଶିଶୁ ସାହିତ୍ୟିକ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ, କୁନି କୁନି ଛାତ୍ରଛାତ୍ରୀ ମାନେ ପ୍ରଦୀପ ପ୍ରଜ୍ଜଳନ ମନ୍ତ୍ର ବୋଲିବା ସହିତ ସ୍ୱାଗତ ସଂଗୀତ ଓ ନୃତ୍ୟ ସଙ୍ଗୀତ ପରିବେଷଣ କରିଥିଲେ। ଏହାପରେ ସମ୍ପାଦିକା ଲକ୍ଷ୍ମୀ ପ୍ରିୟା ଦାଶ ସାହିତ୍ୟ ସଂସଦ ର ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ।ଏହି କାର୍ଯ୍ୟକ୍ରମରେ ଡେଲାଙ୍ଗ ଶିଶୁ କିଶୋର ସାହିତ୍ୟ ସଂସଦ ର ବାର୍ଷିକ ପତ୍ରିକା ଗ୍ରାମ୍ୟ ରମ୍ୟ ଉନ୍ମୋଚନ ସହିତ ଶିଶୁ ସାହିତ୍ୟିକା ଲକ୍ଷ୍ମୀ ପ୍ରିୟା ଦାଶ ଙ୍କ ଶିଶୁ କବିତା ପୁସ୍ତକ ଆମ କୁନା କୁନି ଙ୍କ କୁନି ଗୀତ ମଧ୍ୟ ଅତିଥି ମାନଙ୍କ ହାତରେ ଉନ୍ମୋଚନ କରାଯାଇଥିଲା। ଏହାପରେ ସମ୍ବର୍ଦ୍ଧିତ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଥିଲା। ୨୦୨୫ର ସମ୍ବର୍ଦ୍ଧିତ ପ୍ରତିଭା ସମ୍ମାନ ରେ ସବିତା ଭୋଇ, ବରିଷ୍ଠ ଶିଶୁ ସାହିତ୍ୟିକା, ବିରଞ୍ଚି ନାରାୟଣ ଦାଶ, ବରିଷ୍ଠ ଶିଶୁ ସାହିତ୍ୟିକ, ଲକ୍ଷ୍ମୀ ପ୍ରିୟା ଦାସ ଶିଶୁ ସାହିତ୍ୟିକା, ଦୂର୍ଗା ବତୀ ପ୍ରଧାନ ବରିଷ୍ଠ ଶିଶୁ ସାହିତ୍ୟିକା, ଜାନକୀବଲ୍ଲଭ ଦାଶ, ସୁଲେଖକ ସୁଲେଖକ ଓ ଶିଶୁ ସାହିତ୍ୟିକ, ପ୍ରଶାନ୍ତ କୁମାର ଦାସ ବରିଷ୍ଠ ଶିକ୍ଷକ, ସୁରେନ୍ଦ୍ର ନାୟକ ବରିଷ୍ଠ ଶିକ୍ଷକ, ସିଦ୍ଧେଶ୍ଵର ବେହେରା ଶିକ୍ଷକ, ଜ୍ୟୋତ୍ସ୍ନା ମୟୀ ସ୍ୱାଇଁ ସମ୍ପାଦିକା, ଚନ୍ଦ୍ର ଶେଖର ସେଠୀ, ଶିକ୍ଷକ ସୁଶ୍ରୀ ବିଜୟଲକ୍ଷ୍ମୀ ଜେନା, ଛାତ୍ରୀ,ଶ୍ରୀମାନ ସତ୍ୟମ୍ ଜିତ୍ ଧାଉଡିଆ ଛାତ୍ର ପ୍ରଭୃତି ଙ୍କୁ ଉତ୍ତରୀୟ ଓ ମାନପତ୍ର ଉପଢୌକନ ଦେଇ ଅତିଥି ମାନଙ୍କ ହାତରେ ସମ୍ବର୍ଦ୍ଧିତ କରାଯାଇଥିଲା, ପରେପରେ ଅତିଥି ମାନଙ୍କ ଅଭିଭାଷଣ ଓ ଧନ୍ୟବାଦ ଅର୍ପଣ ପୂର୍ବକ ସଭାକାର୍ଯ୍ୟ କୁ ସାଙ୍ଗ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like