-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   (11-Jun-2026)       ||      ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   (11-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ    (11-Jun-2026)       ||      ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   (11-Jun-2026)       ||      ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   (11-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||     

HOME   ଜିଲ୍ଲା

ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଜଣେ ଗିରଫ

08-Dec-2025



କନ୍ଧମାଳ,(ସୁଶୀଳ କୁମାର ପାଣିଗ୍ରାହୀ): ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ ଟାଉନ ଥାନା ପୁଲିସ ମାଷ୍ଟର ମାଇଣ୍ଡକୁ ଗିରଫ କରିଛି। ତାଙ୍କ ନିକଟରୁ ଲୁଟ ହୋଇଥିବା ମୋବାଇଲ ସମେତ ୪ଟି ଚୋରି ବାଇକ ଜବତ କରାଯାଇଛି। ଗିରଫ ଯୁବକ ହେଲେ ଫୁଲବାଣୀ ସହର କୁମ୍ଭାରପଡାର ରାକେଶ ବେହେରା ଓରଫ ଛୋଟୁ(୨୪)। ଏହି ଘଟଣାରେ ସମ୍ପୃକ୍ତ ଆଉ ୨ ଜଣ ଫେରାର ଅଛନ୍ତି। ସେମାନଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ଫୁଲବାଣୀ ଟାଉନ ଥାନାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସଦର ଏସଡିପିଓ ଶୁଭ୍ରଜିତ ବିଶ୍ୱାଳ କହିଛନ୍ତି। ସୂଚନା ଅନୁସାରେ, ଗତ ଜୁଲାଇ ୨୦ରେ ରାକେଶ ତାଙ୍କ ଦୁଇ ସାଙ୍ଗଙ୍କ ସହ ଫୁଲବାଣୀ ବସ୍‌ ଷ୍ଟାଣ୍ଡ ପାଖରେ ମଦ୍ୟ ପାନ କରିଥିଲେ । ୨୧ ତାରିଖରେ ରାକେଶଙ୍କ ଜନ୍ମ ଦିନ ଥିଲା। ଟଙ୍କା ଅଭାବରୁ ସେମାନେ ଲୁଟ୍‌ କରିବା ପାଇଁ ଯୋଜନା କରିଥିଲେ। ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଜଣେ ବାହାର ଲୋକ ବସ୍‌ ଷ୍ଟାଣ୍ଡର ଦୁଇ ନମ୍ବର ଗେଟ ପାଖରେ ବୁଲାବୁଲି କରୁଥିଲେ। ଏହି ୩ ଜଣ ଯାକ ସ୍କୁଟିରେ ଯାଇ ସମ୍ପୃକ୍ତ ଯୁବକଙ୍କୁ ଥାପଡ, ଗୋଇଠା ମାରି ମୋବାଇଲ ଫୋନ ଲୁଟି ନେଇଥିଲେ। ଯୁବକ ଜଣକ ଆସି ଥାନାରେ ଅଭିଯୋଗ କରିବାରୁ ଘଟଣାର ତଦନ୍ତ ଆରମ୍ଭ ହୋଇଥିଲା। ରାକେଶଙ୍କୁ  ଗିରଫ କରିବା ପରେ ତାଙ୍କ ପାଖରୁ ଆଉ ଚୋରି ବାଇକ ସହ ଦୁଇଟି ମୋବାଇଲ ଜବତ କରାଯାଇଛି ବୋଲି ଏସ୍‌ଡିପିଓ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଂଚଳରେ ତିନିଟିକିଆ ହାତୀପଲ, ଲୋକଙ୍କ ମଧ୍ୟରେ ଭୟ   11-Jun-2026
  ଜିଲ୍ଲା  
ବରପାଲି ରେଲୱେ ଉପଭୋକ୍ତା କମିଟି ଗଠିତ   11-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   11-Jun-2026
  ରାଜ୍ୟ  
ଜାତୀୟ କଳାକାର ସମ୍ମାନ ୨୦୨୬ ରେ "ଚିନ୍ମୟ କୁମାର" ନାଟ୍ୟଶାସ୍ତ୍ର ସମ୍ମାନରେ ସମ୍ମାନିତ   11-Jun-2026
  ଜିଲ୍ଲା  
ନୂଆବଜାର ଛକ ଖୋଳି ଗେଲ୍ ଇଣ୍ଡିଆ ଛୁ’: ରାସ୍ତାସାରା କାଦୁଅ ପଚ୍ ପଚ୍ | ଖାଲରେ ପଡି ଏସ୍ ସିବିରେ ଭର୍ତ୍ତି ।ସରକାର ଙ୍କୁ ଗାଳି କଲେ ଯାତ୍ରୀ   11-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026

You Might Also Like