-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ବରପାଲି ସାମ୍ବାଦିକ ସଂଘର ୩୯ତମ ବାର୍ଷିକୋତ୍ସବ

08-Dec-2025



ବରପାଲି  (ସୁଦାମ ଦୀପ)
ସାଂପ୍ରତିକ ପରିସ୍ଥିତିରେ ଗଣମାଧ୍ୟମର ଭୂମିକା ବହୁ ଗୁରୁତ୍ଵପୂର୍ଣ୍ଣ ରହିଥାଏ ବୋଲି ବରଗଡ଼ ଜିଲ୍ଳା ବରପାଲି ସାମ୍ବାଦିକ ସଂଘର ୩୯ତମ ବାର୍ଷିକ ଉତ୍ସବରେ  ଅତିଥିମାନେ ମତ ରଖିଥିଲେ। ବରପାଲି ସ୍ଥିତ ଗଙ୍ଗାଧର କଲ୍ୟାଣ ମଣ୍ଡପ ପରିସରରେ ଆୟୋଜିତ ଉତ୍ସବ ସାମ୍ବାଦିକ ସଂଘ ସଭାପତି ଚିତ୍ତରଂଜନ ସାହୁଙ୍କ ଅଧ୍ୟକ୍ଷତାରେ ପରିଚାଳିତ ହୋଇଥିଲା।  ମୁଖ୍ୟଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିୟା ଯୋଗଦେଇ ଉଦ୍‌ଘାଟନ କରିଥିଲେ। ପ୍ରାରମ୍ଭ ରେ ପ୍ରଭୁ ନାରଦ ଓ ମାଆ ସମଲେଶ୍ଵରୀଙ୍କ ଫଟୋ ଚିତ୍ରରେ ଅତିଥିମାନେ ପୁଷ୍ପ ମାଲ୍ୟାର୍ପଣ ସହ ପୂଜାର୍ଚ୍ଚନା କରିଥିଲେ। ବରିଷ୍ଠ ସାମ୍ବାଦିକ ବାଲକିଶୋର ଖାଡଙ୍ଗା ସ୍ବାଗତ ସହ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସାମ୍ବାଦିକ ପଦ୍ମଲୋଚନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ମଞ୍ଚ ସଞ୍ଚାଳନ ଆଶୁତୋଷ ରଥ ଓ  ନିବେଦିତା ସ୍ୱାଇଁଙ୍କ ଦ୍ବାରା ସମ୍ପନ୍ନ ହୋଇଥିଲା। ଏହି ଅବସରରେ ବରଗଡ଼ ଧନୁଯାତ୍ରା ସମ୍ପାଦକ ସୁରେଶ୍ଵର ଶତପଥୀଙ୍କୁ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ସେହିପରି ପୁର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ସଭା ସମାପନ ପରେ ସାଂସ୍କୃତିକ କାର୍ଯକ୍ରମ ବିଚିତ୍ରା ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନରେ ପ୍ରଥମ ପର୍ଯ୍ଯାୟ ଆୟୋଜିତ ନୃତ୍ୟ ପ୍ରତିଯୋଗୀତାକୁ ବ୍ଲକ ଅଧ୍ୟକ୍ଷା ରୀନା ଥଇତ ଉଦଘାଟନ କରିଥିଲେ। ପ୍ରତିଯୋଗୀତା ପର୍ବକୁ ନିବେଦିତା ସ୍ୱାଇଁ ଓ ଅଶୋକ କୁମାର ପଣ୍ଡା ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like