-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

୯୪ ପ୍ରତିଶତ ପଛୁଆବର୍ଗଙ୍କ ପାଇଁ ବାଚସ୍ପତିଙ୍କୁ ସ୍ମାରକପତ୍ର

08-Dec-2025



ଭୁବନେଶ୍ୱର(ପ୍ରେରଣା ଖବର): ରାଜ୍ୟରେ  ପଛୁଆବର୍ଗଙ୍କ ସଂରକ୍ଷଣକୁ ନେଇ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ବିଧାନସଭା ବାଚସ୍ପତି ମାନନୀୟା ଶ୍ରୀମତୀ ସୁରମା ପାଢ଼ୀଙ୍କୁ ବିଧାନସଭାରେ ତାଙ୍କ କକ୍ଷରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । 

ଓଡ଼ିଶାର ସମୁଦାୟ ଜନସଂଖ୍ୟାର ପ୍ରାୟ ୯୪ ପ୍ରତିଶତ ପଛୁଆବର୍ଗ (ଓବିସି ଓ ଏସ୍‌ଇବିସି ୫୪ ପ୍ରତିଶତ, ଅନୁସୂଚିତ ଜାତି ଓ ଜନଜାତି ୪୦ ପ୍ରତିଶତ) ଅଟନ୍ତି। ସମ୍ବିଧାନର 164(୧) ଧାରା ଅନୁଯାୟୀ ଓଡ଼ିଶାର ଉକ୍ତ ବର୍ଗଙ୍କୁ ବିଶେଷ ସଂରକ୍ଷଣ ସୁବିଧା ଦେବାପାଇଁ ବ୍ୟବସ୍ଥା ଥିବା ସତ୍ତ୍ବେ ଏହି ବର୍ଗ ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇଆସିଛନ୍ତି। ଏ ବିଷୟକୁ ଅତ୍ୟନ୍ତ ଗୁରୁତ୍ବର ସହ ବିଚାରକୁ ନେଇ ଓଡ଼ିଶା ବିଧାନସଭା, ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ତ୍ବରିତ ପଦକ୍ଷେପ ନେବା ପାଇଁ ପ୍ରସ୍ତାବ ଗ୍ରହଣ କରିବାକୁ ସ୍ମାରକପତ୍ରରେ ଅନୁରୋଧ କରିଛନ୍ତି ।  

ଗତ ୬ ଡିସେମ୍ବର ବାବା ସାହେବ ଆମ୍ବେଦକରଙ୍କ ମହାପ୍ରୟାଣ ଦିବସରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆୟୋଜିତ “ସାମାଜିକ ନ୍ୟାୟ ଓ ଓଡ଼ିଶା” ସମାବେଶରେ ପ୍ରସ୍ତାବ ଗ୍ରହଣ କରାଯାଇଥିଲା ଯେ “ଓଡ଼ିଶା ବିଧାନସଭା ରାଜ୍ୟ ସରକାରଙ୍କୁ ସମ୍ବିଧାନର ଅନୁଚ୍ଛେଦ ୧୫ (୪) ଓ ୧୬ (୪) ଅନୁଯାୟୀ ସୁପାରିଶ କରୁଛି ଯେ ରାଜ୍ୟର ଓବିସି/ଏସଇବିସି ଏବଂ ଅନୁସୂଚିତ ଜାତି - ଅନୁସୁଚିତ ଜାତି ବର୍ଗର ସଂଖ୍ୟାନୁପାତିକ ଆଧାରରେ ସମସ୍ତ ପ୍ରକାର ଉଚ୍ଚଶିକ୍ଷା (ବୈଷୟିକ/ ମେଡିକାଲ / ବୃତ୍ତିଗତ) ଏବଂ ସରକାରୀ ନିଯୁକ୍ତିରେ ସଂରକ୍ଷଣ ତୁରନ୍ତ ଲାଗୁ କରିବା ସଂଗେ ସଂଗେ ଏହି “ସଂଖ୍ୟାନୁପାତିକ ସଂରକ୍ଷଣ ବ୍ୟବସ୍ଥା”କୁ “ସମ୍ବିଧାନର ନବମ ସୂଚୀ” ରେ ସାମିଲ କରିବାପାଇଁ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ଗ୍ରହଣ କରନ୍ତୁ ” । 

ଏଥିନିମନ୍ତେ ରାଜ୍ୟ ସରକାର ବିଧାନସଭାରେ ଏକ ସରକାରୀ ପ୍ରସ୍ତାବ ଆଗତ କରିବା ସହ ତାକୁ ସର୍ବଦଳୀୟ ସମର୍ଥନରେ ଗୃହୀତ କରି କେନ୍ଦ୍ର ସରକାରଙ୍କ ନିକଟକୁ କାର୍ଯ୍ୟାନୁଷ୍ଠାନ ପାଇଁ ବିଧାନସଭାର ଚଳିତ ଅଧିବେଶନରେ ଗୃହୀତ କରାଇବାକୁ ସ୍ମାରକପତ୍ରରେ ଅନୁରୋଧ କରାଯାଇଛି । ପିସିସି ସଭାପତି ଶ୍ରୀ ଦାସଙ୍କ ସମେତ ବରିଷ୍ଠ ନେତୃମଣ୍ଡଳୀରେ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡାମ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ବିଧାୟକ ଶ୍ରୀ ଅଶୋକ ଦାସ, ବିଧାୟକ ସିଏସ ରାଜନ ଏକ୍କା, ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା, ପିସିସି ଉପସଭାପତି ଡ. ଲଲାଟେନ୍ଦୁ ମହାପାତ୍ର, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ, ପିସିସି ଗଣମାଧ୍ୟମ ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ ଦାସ ସାମିଲ ହୋଇ ବାଚସ୍ପତିଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like