-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||     

HOME   ଜିଲ୍ଲା

ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଦିନିଆ ଛୁଟି,ନୋଟିସରେ ଲୋକାଲ ଫେଷ୍ଟିଭାଲ 

09-Dec-2025



ନୟାଗଡ(ବିଜୟଲକ୍ଷ୍ମୀ ରାଉତ): ଗତ ଫେବୃୟାରୀ ମାସରେ ଯୁକ୍ତ ଦୁଇ ପରୀକ୍ଷା । ଏଥିପାଇଁ ବିଭାଗ ତରଫରୁ ତତ୍ପରତା ପ୍ରକାଶ ପାଇଛି । ଛାତ୍ର ଛାତ୍ରୀ ମାନେ ମଧ୍ୟ ଭଲ ନମ୍ବର ରଖି କୃତକାର୍ଯ୍ୟ ହେବା ପାଇଁ ଉଦ୍ୟମ ଜାରି ରଖିଛନ୍ତି । ତେବେ ଗଣିଆରେ ଥିବା ରଘୁନାଥ ଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସୋମବାର ଛୁଟି ଘୋଷଣା କରାଯାଇଛି । ନୋଟିସ ବୋର୍ଡରେ ନୋଟିସ ନ° ୧୧୬ ଏବଂ ୬/୧୨/୨୫ ତାରିଖରୁ ଏହି ନୋଟିସ୍ ହୋଇଥିବା ଜଣାପଡିଛି । ନୋଟିସରେ ଲୋକାଲ ଫେଷ୍ଟିଭାଲ ପାଇଁ ଛୁଟି ହୋଇଥିବା ଦର୍ଶାଯାଇଛି । ତେବେ ଗଣିଆ ବ୍ଳକରେ ସୋମବାର କୈାଣସି ଯାତ୍ରା, ମହୋତ୍ସବ ନଥିବା ବେଳେ କୈାଣସି ପର୍ବପର୍ବାଣୀ ମଧ୍ୟ ନାହିଁ । ତେବେ କାହା ଇଙ୍ଗିତରେ ଏହି ଅଧ୍ୟକ୍ଷା ଏହି ଛୁଟି ଘୋଷଣା କରିଛନ୍ତି ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଅଯଥାରେ ଛୁଟି ଯୋଗୁଁ ଅଭିଭାବକଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି । ଏ ସମ୍ପର୍କରେ ଉପ ଜିଲ୍ଲାପାଳ ତଥା ପରିଚାଳନା କମିଟିର ସଭାପତି କର୍ଣ୍ଣଦେବ ସମାଦାରଙ୍କୁ ପଚାରିବାରୁ ସେ ଏ ସମ୍ପର୍କରେ ଜାଣି ନଥିବା ପ୍ରକାଶ କରିଛନ୍ତି । ତେବେ ଏଠାରେ ପ୍ରଶ୍ନ ଉଠୁଛି ଯଦି ଉପଜିଲ୍ଲାପାଳ ଛୁଟି ସମ୍ପର୍କରେ ଜାଣି ନାହାଁନ୍ତି ତେବେ ବିଦ୍ୟାଳୟ କତୃପକ୍ଷ କିଭଳି ଛୁଟି ନିର୍ଦ୍ଦେଶ ଦେଇଛନ୍ତି । ପରୀକ୍ଷା ସମୟରେ ଗୋଟିଏ ଦିନ ଅଯଥା ଛୁଟିରେ ଛାତ୍ର ଛାତ୍ରୀ ମାନଙ୍କର ପାଠ ପଢାରେ ଅନେକ କ୍ଷତି ଘଟିଥିବା ଜଣାପଡିଛି । ତେବେ ଉଚ୍ଚ କତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଅଭିଭାବକ ମହଲରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026

You Might Also Like