-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବୋଡେ଼ନ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ।

09-Dec-2025



ସିନାପାଲି ( ଚିନ୍ତାମଣି ନେତାମ )
ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ  ଧରଣୀମାଲ ଉଚ୍ଚ ବିଦ୍ୟାଳୟ  ପରିସରରେ  ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା  ଅନୁଷ୍ଠିତ ହୋଇଯାଇଛି  l ଏହି ଉଦଘାଟନୀ ଉତ୍ସବରେ ବୋଡେ଼ନ ବ୍ଲକ ଶିକ୍ଷା ଅଧିକାରୀ  ଶ୍ରୀଯୁକ୍ତ   ରୁଦ୍ରେଶ୍ୱର ମେହେର ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ  କରଙ୍ଗାମାଲ ସରପଞ୍ଚ  ଶ୍ରୀଯୁକ୍ତ ରାମଲାଲ ପଣ୍ଡା, ମୁଖ୍ୟ ବକ୍ତା ଭାବରେ ଖରିଆର   ପୂର୍ବତନ  ଏ ଵି ଓ  ଶ୍ରୀଯୁକ୍ତ ବୋଲଧର ନାଗ,ସମ୍ମାନିତ ଅତିଥି ଭାବରେ  ସରକାରୀ ଉଚ୍ଚ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଲିଙ୍ଗରାଜ କଟା, ବୋଡେ଼ନ ବ୍ଲକ ବିଜ୍ଞାନ ଫରମ ସମ୍ପାଦକ ଶ୍ରୀଯୁକ୍ତ  ବିଜୟ କୃଷ୍ଣ ପ୍ରଧାନ, ଖରସେଲ ଗ୍ରାମ ପଂଚାୟତ ସରପଞ୍ଚ  ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଖମାରୀ , ବିଚାରକ ଭାବରେ  ସି ଆର ସି ସି   ବାବେବିର କ୍ଲଷ୍ଟର  ଶ୍ରୀଯୁକ୍ତ ମଧୁସୂଦନ ମାଝୀ, ହେମନାଥ ଭୋଇ  ( ସିନାପାଲି ମହା ବିଦ୍ୟାଳୟ ) କ୍ଷେତ୍ର ମୋହନ ଦୁରିଆ, ବିଜ୍ଞାନ ଶିକ୍ଷକ କୈଳାସ ଦାସ, ବିଜ୍ଞାନ ଶିକ୍ଷକ ରୁପେଶ ମେହେର,ବିଜ୍ଞାନ ଶିକ୍ଷକ  ପିତାମ୍ବର ଟୋଳଟିଆ,ବିଜ୍ଞାନ ଶିକ୍ଷକ  ରବୀନ୍ଦ୍ର କୁମାର ମାଣ୍ଡେଲି ଯୋଗଦାନ କରିଥିଲେ l ଅତିଥି ଦେବ ପୂଜନ ପରେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ l   ଆସିଥିବା  ବିଚାରକ ପ୍ରକଳ୍ପ ଗୁଡ଼ିକୁ ପରିଦର୍ଶନ କରିଥିଲେ l             l   ବାଳ ବୈଜ୍ଞାନିକ ପ୍ରଦର୍ଶନୀ ରେ ସମୁଦାୟ ୭  ପ୍ରକାର ପ୍ରକଳ୍ପ ପାଇଁ  ମୋଟ ୯୩ ଜଣ ବାଳ ବୈଜ୍ଞାନିକ  ନିଜ ନିଜ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ  l  ପ୍ରତ୍ୟେକ ପ୍ରକାର  ପ୍ରକଳ୍ପ ମଧ୍ୟରୁ ପ୍ରଥମ ସ୍ଥାନ ପ୍ରାପ୍ତ ପ୍ରକଳ୍ପ ଗୁଡିକୁ  ଜିଲ୍ଲା ସ୍ତରକୁ ଉନ୍ନୀତ କରାଯାଇଛି  l  ସେଥି ମଧ୍ୟରୁ  ୭ ଜଣ ପ୍ରତିଯୋଗୀଙ୍କୁ ଓ ଏନର୍ଜି  କ୍ଲବରୁ ୧୦ ଜଣଙ୍କୁ  ସମ୍ମାନିତ କରାଗଲା  l ରାଜା  ଏ ଟି  ହାଇସ୍କୁଲ ଶିକ୍ଷକ  ଶ୍ରୀଯୁକ୍ତ  ଗୌରାଙ୍ଗ  ଚରଣ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ପି ଇ ଟି  ଶ୍ରୀଯୁକ୍ତ  ଠାକୁର ନାଗ ଧନ୍ୟବାଦ୍ ଅର୍ପଣ କରିଥିଲେ l ଏକ ନୃତ୍ୟ ପରିବେଷଣ ସହ କାର୍ଯ୍ୟକ୍ରମ ଉଦଯାପନ କରାଯାଇଥିଲା l ଏଥିରେ ସମସ୍ତ ଶିକ୍ଷକ, ବ୍ଲକର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ବୀରେନ୍ଦ୍ର ବାଗ, ରହିତାଶ୍ଵ ବେମାଲ ସମେତ ସହଯୋଗ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like