-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ

09-Dec-2025



ବୋଡ଼େନ (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଧରଣୀ ମାଲ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ରେଶ୍ୱର ମେହେରଙ୍କ ଦ୍ବାରା ଶୁଭ ଉଦଘାଟନ ହୋଇଥିବା ବେଳେ ବି ଇ  ଓ ଙ୍କ ସଭାପତିତ୍ବରେ ଉଦଘାଟନୀ ସଭାରେ କରଙ୍ଗାମାଲ ସରପଂଚ ରାମ ଲାଲ ପଣ୍ଡା ମୁଖ୍ୟ ଅତିଥି,ଖରୀଆର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୋଲ ଧର ନାଗ ମୁଖ୍ୟ ବକ୍ତା,ସମ୍ମାନିତ ଅତିଥି ରୂପେ ଖର୍ସେଲ ସରପଂଚ ବିରେନ୍ଦ୍ର ଖମାରୀ,ପ୍ରଧାନ ଶିକ୍ଷକ ଲିଙ୍ଗରାଜ କଟା,ବ୍ଲକ ବିଜ୍ଞାନ ଫୋରମ୍ ସମ୍ପାଦକ ବିଜୟ କୃଷ୍ଣ ପ୍ରଧାନ,ସି ଆର୍ ସି ସି ମଧୁସୂଦନ ମାଝୀ ମଞ୍ଚାସୀନ ଥିଲେ ।ଆଜିର ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ସମୁଦାୟ ୭ ପ୍ରକାର ପ୍ରକଳ୍ପ ପାଇଁ ମୋଟ ୯୩ ଜଣ ବାଲ ବୈଜ୍ଞାନିକ ନିଜ ନିଜ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ ।ପ୍ରତ୍ୟେକ ପ୍ରକାର ପ୍ରକଳ୍ପ ମଧ୍ୟରୁ ପ୍ରଥମ ସ୍ଥାନ ପ୍ରାପ୍ତ ପ୍ରକଳ୍ପ ଗୁଡ଼ିକୁ ଜିଲ୍ଲା ସ୍ତରକୁ ଉନ୍ନୀତ କରାଯାଇଛି ।ଉଦଯାପନୀ ସଭାରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ବି ଇ ଓ ଜଗଦୀଶ ଖମାରୀ,ମୁଖ୍ୟ ବକ୍ତା ରୂପେ ଡି ଏସ ଏସ ଗିରିଧାରୀ ସା,ସମ୍ମାନିତ ଅତିଥି ଭାବରେ ବି ଇ ଓ ରିଦ୍ରେଶ୍ୱର୍ ମେହେର,ଓଷ୍ଟା ଜିଲ୍ଲା ସମ୍ପାଦକ ରବୀନ୍ଦ୍ର ନାଥ ଯୋଶୀ,ପ୍ରଧାନ ଶିକ୍ଷକ ଲିଙ୍ଗରାଜ କଟା,ପୂର୍ବତନ ମହୁଲ ପଡା ପ୍ରଧାନ ଶିକ୍ଷକ ମହେଶ ତିୱାରୀ , ବିଜ୍ଞାନ ଶିକ୍ଷକ ରାଧେଶ୍ୟାମ ସାହା ପ୍ରମୁଖ ମଞ୍ଚାଷିନ ଥିଲେ ।ଜିଲ୍ଲାକୁ ଉନ୍ନୀତ ସମସ୍ତ ପ୍ରକଳ୍ପ ମାନଙ୍କୁ ମଧ୍ୟରୁ ୭ ଜଣ ପ୍ରତିଯୋଗୀଙ୍କୁ ଓ ଏନର୍ଜି କ୍ଲବରୁ ୧୦ ଜଣ ପ୍ରତିଯୋଗୀଙ୍କୁ ସମ୍ମାନିତ କରାଯାଇଥିଲା । ରାଜ ଏ ଟି ହାଇ ସ୍କୁଲ ଶିକ୍ଷକ ଗୌରାଙ୍ଗ ଚରଣ ସାହୁ ସୁନ୍ଦର ଶବ୍ଦ ସଂଯୋଜନାରେ ମଞ୍ଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like