-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ମୁନିସିପାଲିଟିର ଅବସରପ୍ରାପ୍ତ କର୍ମଚାରୀ ଶମ୍ଭୁ ପ୍ରସାଦ ପରମଗୁରୁ ଙ୍କ ପରଲୋକ

09-Dec-2025



ବଲାଙ୍ଗୀର: ଗତକାଲି ରାତି  ୧ଟା ସମୟରେ ତାଲପାଲିପଡା ନିବାସୀ ଶମ୍ଭୁ ପ୍ରସାଦ ପରମଗୁରୁଙ୍କ ୮୩ବର୍ଷ ବୟସରେ ପରଲୋକ ହୋଇଯାଇଛି l ଆଜି ସକଲେ ଏହି ଖବର ପ୍ରଚାରିତ ହେବା ପରେ ସମଗ୍ର ତାଲପାଲିପଡାରେ ଶୋକର ଛାୟା ଖେଳିଯାଇଛି l ମୃତ୍ୟୁ ଖବର ପାଇ ବହୁ ଶୁଭେଚ୍ଛୁ, ବନ୍ଧୁ ବର୍ଗ ସ୍ଵର୍ଗତ ପରମଗୁରୁଙ୍କ ଶେଷଦର୍ଶନ ପାଇଁ  ତାଙ୍କ ତାଲପାଲି ପଡା ବାସଭବନରେ ପହଞ୍ଚି ଥିଲେ l ବାର୍ଦ୍ଧକ୍ଯଜନିତ ଅସୁସ୍ଥତା ଯୋଗୁଁ ଶ୍ରୀ ପରମଗୁରୁ ଦୀର୍ଘ ଦିନ ହେଲା ଶଯ୍ୟାଶାୟୀ ଥିଲେ l  ବଲାଙ୍ଗୀର ମ୍ୟୁନିସିପାଲିଟି ସାନିଟାରୀ ବିଭାଗର କର୍ମଚାରୀ ଭାବରେ ନିଜର ନୀତିନିଷ୍ଠ ଏବଂ ସରଳପଣ ପାଇଁ ସେ ସମସ୍ତଙ୍କ ପରିଚିତି ଥିଲେ l  ଜଣେ ଧର୍ମପ୍ରାଣ , ମେଳାପୀ ଓ ମିଷ୍ଟଭାଷୀ ମଣିଷ ଭାବରେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବେ ସ୍ଵର୍ଗତ ପରମଗୁରୁ l ଶ୍ରୀ ପରମଗୁରୁଙ୍କ ମୃତ୍ୟୁଶଯ୍ୟ ନିକଟରେ ତାଙ୍କର ବିଧବା ପତ୍ନୀ ଶାନ୍ତି ପରମଗୁରୁ, ଦୁଇ ପୁଅ ଅଶୋକ, ଅରୁଣ ରଞ୍ଜନଙ୍କ ସମେତ ଦୁଇ ଝିଅ ସୁଷମା ଓ ପ୍ରତିଭା, ଝିଅଜ୍ୱାଇଁ, ନାତିନାତୁଣୀ ତଥା ପରମଗୁରୁ ପରିବାରର ଅନ୍ୟ ସଦସ୍ୟ ମାନେ ଉପସ୍ଥିତ ଥିଲେ l ଆଜି ସ୍ଥାନୀୟ ବିଭୂତି ପଡା ଶ୍ମଶାନ ଠାରେ ଶ୍ରୀ ପରମଗୁରୁଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ପରିବାର ସୂତ୍ରରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like