-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||     

HOME   ଜିଲ୍ଲା

ବେଆଇନ ଭାବେ ବାଲି ଆଣୁ ଥିବା ତିନ ଟ୍ରାକ୍ଟର  ଜବତ ସହ ଡ୍ରାଇଭର ଗିରଫ

09-Dec-2025



ଡୁଙ୍ଗୁରିପାଲି ଥାନା ହଳଦୀ ଗ୍ରାମ ଠାରେ ବେଆଇନ ଭାବେ ଅଙ୍ଗନଦୀରୁ ବାଲି ଆଣୁଥିବା ଟ୍ରାକ୍ଟରକୁ ଜବତ କଲା ପୋଲିସ  ସୂଚନା ମୁତାବକ ଡୁଙ୍ଗୁରିପାଲି ଥାନା ହଳଦୀ ଗ୍ରାମର ଅଙ୍ଗ ନଦୀରୁ ଗତକାଲି ସନ୍ଧ୍ୟା  ସମୟରେ ତିନି ଗୋଟି  ଟ୍ରାକ୍ଟର ରେ ବାଲି ଆଣୁଥିବା ବେଳେ ଗାଡି ଓ  ଡ୍ରାଇଭରକୁ ଆଣି ଥାନା ରେ ଅଟକ ରଖି ତାଙ୍କର ନା ରେ ମାମଲା ରୁଜୁ ହୋଇଥିବା ବେଳେ ଅଭିଯୁକ୍ତ ମାନେ ହେଲେ  ଡ୍ରାଇଭ ଦଶରଥ ପୋଢ (୨୯) ପିତା ରମେଶ ପୋଢ ଗ୍ରାମ ବରପଦର ଥାନା ଡୁଙ୍ଗୁରିପାଲି ଜିଲ୍ଲା ସୁବର୍ଣ୍ଣପୁର,ଗୌରାଙ୍ଗ ଠେଲା (୨୫)ପିତା ଧନୁଞ୍ଜୟ ଠେଲା ଗ୍ରାମ ବରପଦର  ଥାନା ଡୁଙ୍ଗୁରିପାଲି ଜିଲ୍ଲା ସୁବର୍ଣ୍ଣପୁର ଅନ୍ୟ ଜଣେ ହେଲେ ବିଳମ୍ବ ମଲ୍ଲିକ (୨୪) ପିତା ଚନ୍ଦ୍ରଭାନୁ ମଲ୍ଲିକ ଗ୍ରାମ ବରପଦର ଥାନା ଡୁଙ୍ଗୁରିପାଲି ଜିଲ୍ଲା ସୁବର୍ଣ୍ଣପୁର  U/S ୩୦୨(୨)BNS R W ସେକ୍ସନ ୫୧ମାଇନିଂ ଆଇନ ୨୦୧୬ ରେ ତିନି ଜଣ ଟ୍ରାକ୍ଟର ଡ୍ରାଇଭରଙ୍କ ନାମରେ ମାମଲା ରୁଜୁ  କରଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026

You Might Also Like