-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||     

HOME   ଜିଲ୍ଲା

ଆମ ଶୌଚାଳୟ, ଆମ ଭବିଷ୍ୟତ

09-Dec-2025



କଣ୍ଟାମାଳ(ଜୟକୁମାର ମହାରଣା): ଯେଉଁ ଘରେ ଶୌଚାଳୟ ସେହି ଘରେ ସୁଖ,ଶାନ୍ତି ଓ ବିକାଶ ର ନୁଆଁ ଅଧ୍ୟାୟ ସୃଷ୍ଟି ହୋଇଥାଏ l  ୧୯ନଭେମ୍ବର ରୁ ୧୦ ଡ଼ିସେମ୍ବର ପର୍ଯ୍ୟନ୍ତ ଚାଲିଥିବା ବିଶ୍ୱ ଶୌଚାଳୟ ଦିବସ - ୨୦୨୫ ର ସ୍ୱତନ୍ତ୍ର ଅଭିଯାନ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଆଜି

କଣ୍ଟାମାଳ ବ୍ଲକ ଖଲିଆପାଲି ପଂଚାୟତର ନୂଆପାଲି ଜି,ୟୁ,ପି,ଏସ ଏବଂ ଝଗୁଡୁପାଲି ୟୁ.ପି ସ୍କୁଲ ଠାରେ ଅନୁଷ୍ଠିତ ହୋଇ ଯାଇଛି l  ବ୍ଲକ ଜଳ ଓ ପରିମଳ ବିଭାଗର ଇ,ଆର.ପି  ରଂଜନ କୁମାର ପାତ୍ର ଯୋଗଦେଇ କାର୍ଯ୍ୟକ୍ରମର ଲକ୍ଷ୍ୟ, ଉଦେଶ୍ୟ ସମ୍ପର୍କରେ  ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇ ଥିଲେ l  ଶେଷରେ ସମସ୍ତେ ଶପଥ ପାଠରେ ସାମିଲ ହୋଇଥିଲେ  l  ସ୍କୁଲ ର ପ୍ରଧାନ ଶିକ୍ଷୟତ୍ରୀ ମମତା ସୁନା, ସରିତା ବାରିକ, ନରେଶ ଚନ୍ଦ୍ର କର୍ମୀ, ପ୍ରକାଶ କୁମାର ନାଏକ, ରାଜେନ୍ଦ୍ର ମେହେର,ଝଗୁଡୁପାଲି ସ୍କୁଲର ପ୍ରଧାନଶିକ୍ଷକ ଶ୍ରବଣ କୁମାର ପ୍ରଧାନ, ମାନଭଞ୍ଜନ କର୍ମୀ ଆଦି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l  ଶେଷର ସ୍ବେଛାସେବୀ ଶ୍ରୀହରି ବାଗ ଧନ୍ୟବାଦ ଦେଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026

You Might Also Like