-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

ନୂଆପଡା ଜିଲ୍ଲାପାଳ ପ୍ରବାସୀ ଶ୍ରମିକ ଘରେ ପହଞ୍ଚି ସାହାଯ୍ୟ ପ୍ରତିଶ୍ରୁତି ଦେଲେ

09-Dec-2025



ନୂଆପଡା(ପରମେଶ୍ଵର ମେହେର): ନୂଆପଡା ଜିଲ୍ଲାରୁ ପ୍ରବାସୀ ଶ୍ରମିକ ପରି ଅମାନବିକ ପ୍ରଥା ଲୋପ କରିବା ପାଇଁ ଜିଲ୍ଲା ପ୍ରଶାସନ ପ୍ରତିଶ୍ରୁତିବଦ୍ଧ l ଏହାକୁ କାର୍ଯ୍ୟକାରୀ କରିବାକୁ ଯାଇ ଆଜି  ପରିବର୍ଦ୍ଧିତ ଜନ ଶୁଣାଣୀ ଶିବିର ଅବସରରେ ଜିଲ୍ଲାପାଳ ମଧୁସୂଦନ ଦାଶ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ସହିତ ରଜନା ଗ୍ରାମର  ଫେରନ୍ତା ପ୍ରବାସୀ ଶ୍ରମିକ ମିଶ୍ର ସଗରିଆଙ୍କ ଘରକୁ ଯାଇଥିଲେ l ଜଣେ ପ୍ରବାସୀ ଶ୍ରମିକ ସମସ୍ତ ଦୁଃଖ କଷ୍ଟ ସହ୍ୟ କରି ମାଟି ମା କୋଳକୁ ପୁଣି ଫେରି ଆସିଛି l ସେ ଆଉଥରେ ଯେମିତି ପୁଣି ଦାଦନ ଶ୍ରମିକ ନ ହୋଇଯାଏ ତାହାକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ତାଙ୍କ ସହିତ ଏବଂ ପରିବାର ସଦସ୍ୟଙ୍କ ସହିତ ଆଲୋଚନା କରିଥିଲେ l ସେମାନଙ୍କୁ ପ୍ରବାସରୁ ନିବୃତ୍ତ ରଖିବା ପାଇଁ ସମସ୍ତ ଲାଇନ ବିଭାଗର ବିଭିନ୍ନ ଯୋଜନାରୁ ଆବଶ୍ୟକ ସହାୟତା ଯୋଗାଇବା ସୁନିଶ୍ଚିତ କରିଥିଲେ।
ଉପସ୍ଥିତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଯେ ସେମାନେ ଏମିତି ସମସ୍ତ ପରିବାର ମାନଙ୍କୁ ଚିହ୍ନଟ କରି ସେମାନଙ୍କ ବିଭାଗୀୟ ଉପଲବ୍ଧ ଯୋଜନାରେ ଅନ୍ତର୍ଭୁକ୍ତ କରନ୍ତୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like