-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ରାଜଶ୍ରୀ ପବ୍ଲିକ ସ୍କୁଲଠାରେ ୧୪ ତମ ବିଜ୍ଞାନ କଳା ଓ ହସ୍ତକର୍ମ ପ୍ରଦର୍ଶନୀଅନୁଷ୍ଠିତ l

09-Dec-2025



ସିନାପାଲି (ଚିନ୍ତାମଣି ନେତାମ )
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ  ସିନାପାଲି  ସହର ଠାରେ  ଅବସ୍ଥିତ ରାଜଶ୍ରୀ ପବ୍ଲିକ ସ୍କୁଲ ଠାରେ  ୧୪ ତମ ବିଜ୍ଞାନ କଳା ଓ ହସ୍ତକର୍ମ ପ୍ରଦର୍ଶନୀ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି  l  ଏହି ଅବସରରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ରାଜଶ୍ରୀ ପବ୍ଲିକ ସ୍କୁଲ ର  ଚେୟାରମ୍ୟାନ ଶ୍ରୀଯୁକ୍ତ ରାଜେଶ କୁମାର ଅଗ୍ରୱାଲ  ସଭାପତିତ୍ୱ କରିଥିବାବେଳେ  ମୁଖ୍ୟ ଅତିଥି ଭାବରେ ଓଡିଶା ଆଦର୍ଶ ବିଦ୍ୟାଳୟ ଟିମନପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଶିବୁକୁମାର ବିଶ୍ୱାଳ, ମୁଖ୍ୟ ବକ୍ତା ଭାବରେ  ସରକାରୀ ଉ ପ୍ରା  ବିଦ୍ୟାଳୟ ନୀଳଜିର  ପ୍ରଧାନ ଶିକ୍ଷକ  ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର,  ସମ୍ମାନିତ ଅତିଥି ଭାବରେ ନୀଳଜୀ ଗ୍ରାମ ପଂଚାୟତ ର ସରପଞ୍ଚ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ ଏବଂ  ପ୍ରକଳ୍ପ ବିଚାରକ ଭାବରେ ଓଡିଶା ଆଦର୍ଶ ବିଦ୍ୟାଳୟ ର ପୋଷ୍ଟ ଗ୍ରେଜୁଏଟ ଶିକ୍ଷୟତ୍ରୀ ରୋଶନି ନାଏକ  ଏବଂ  ବିଜ୍ଞାନ  ଶିକ୍ଷୟିତ୍ରୀ ହେମଲତା  ଚନ୍ଦ୍ରକାନ୍ତ   ଯୋଗଦାନ କରିଥିଲେ l   ସ୍କୁଲର  ଅଧକ୍ଷ ଭାଗ୍ୟବତୀ ପ୍ରଧାନ ଅତିଥି ଗଣଙ୍କୁ  ମଞ୍ଚକୁ ଆମନ୍ତ୍ରଣ କରିବା ସହ ସ୍ୱାଗତ  ଭାଷଣ ପ୍ରଦାନ କରିଥିଲେ  l  ଛାତ୍ରୀମାନେ ଅତିଥିଗଣ ଙ୍କୁ  ଫୁଲ ଗୁଛ, ସିନ୍ଦୁର ଚନ୍ଦନ ଓ  ବ୍ୟାଚ ଦେଇ ସମ୍ମର୍ଦ୍ଧିତ କରିଥିଲେ l ଛାତ୍ରୀମାନେ ହୃଦୟ ଛୁଆଁ  ସ୍ୱାଗତ ସଂଗୀତ ଓ ନୃତ୍ୟ  ପରିବେଷଣ କରିଥିଲେ  l ତାପରେ ଅତିଥିଗଣ  ବିଦ୍ୟାଦାତା  ଶ୍ରୀଗଣେଶ ଭଗବାନ ଙ୍କ  ପ୍ରତିମୂର୍ତ୍ତି ପାଖରେ  ଫୁଲ ଚନ୍ଦନ, ଧୂପ,ଦୀପ, ନାରିକେଳ ଦେଇ  ପୂଜା କରିବା ସହ ବିଦ୍ୟାଳୟ ର  ମଙ୍ଗଳ କାମନା କରିଥିଲେ l   ସ୍କୁଲ ଚେୟାରମ୍ୟାନ ଅତିସୁନ୍ଦର ଭାବରେ ସଭାକାର୍ଯ୍ୟ  ପରିଚାଳନା କରିଥିଲେ l  ଅତିଥିଗଣ ଛାତ୍ରଛାତ୍ରୀ ଗଣଙ୍କୁ ବୈଜ୍ଞାନିକ ମନୋବୃତି  ପୋଷଣ କରି ଦୈନନ୍ଦିନ ଜୀବନର କର୍ମ ସମ୍ପାଦନା କରି ଭବିଷ୍ୟତ ରେ ବୈଜ୍ଞାନିକ ଡାକ୍ତର, ଇଞ୍ଜିନିୟର, ଅଧ୍ୟାପକ ତଥା  ସୁନାଗରିକ ହୋଇ  ଦେଶ ଗଠନ ଓ ବିଶ୍ୱଶାନ୍ତି ପାଇଁ ବିଜ୍ଞାନର ଉପଯୋଗ କରିବେ ବୋଲି ଉତ୍ସାହିତ କରିଥିଲେ l ଶେଷରେ ଅଧ୍ୟକ୍ଷା  ଅତିଥିଗଣଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ   l ବିଦ୍ୟାଳୟର  କୁନି କୁନି ଛାତ୍ର ଛାତ୍ରୀଗଣ ୩ ଟି ବିଭାଗରେ ମୋଟ ୧୧୦ ଟି ପ୍ରକଳ୍ପ ପ୍ରଦର୍ଶନ କରି ନିଜ ନିଜର  ଜ୍ଞାନ, କୌଶଳ ଓ  ସୃଜନ ଶିଳତା ପରିପ୍ରକାଶ କରିଥିଲେ l ଅପରାହ୍ନ ରେ  ଉତ୍ତମ ପ୍ରକଳ୍ପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ  ପୁରସ୍କାର ପ୍ରଦାନ କରାଯାଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like