-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ୟଙ୍ଗଷ୍ଟାର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

09-Dec-2025



କୋକସରା (ତ୍ରିନାଥ ବେଶ୍ରା)
କୋକସରା ଅଞ୍ଚଳରେ ଯୁବ ଗୋଷ୍ଠୀ ମାନଙ୍କ ମଧ୍ୟରେ ବର୍ତ୍ତମାନ କ୍ରିକେଟ ଖେଳ ବେସ୍ ଉତ୍ସାହ ଆଣିବା ସହ କ୍ରିକେଟ ଖେଳ ପ୍ରତି ତାଙ୍କର ଇଚ୍ଛାଶକ୍ତି କୁ ଦ୍ଵିଗୁଣିତକରୁଥିବା ଦେଖିବାକୁ ମିଳୁଛି । ଅଞ୍ଚଳର ବିଭିନ୍ନ ଗାଁ ମାନଙ୍କରେ ଏଭଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚାଲୁଥିବା ବେଳେ ସେହିପରି ମଙ୍ଗଳବାର କାଉଡୋଲା ଠାରେ ୟଙ୍ଗଷ୍ଟାର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଏହି ଫାଇନାଲ ଖେଳ ପୁଝାରୀ ଗୁଡା ଏବଂ ଲଡୁ ଗାଁ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।ପ୍ରଥମେ ଲଡୁ ଗାଁ ଦଳ ବ୍ୟାଟିଂ କରି ୯ ୱକେଟ ବିନିମୟରେ ୧୨ ଓଭର ଖେଲି ୯୭ ରନ ସଂଗ୍ରହ କରି ଥିବା ବେଳେ ପୁଝାରୀ ଗୁଡା ଦଳ ୮୩ ରନ ସଂଗ୍ରହ କରି ଥିଲେ ।ଫଲରେଲଡୁ ଗାଁ କ୍ରିକେଟ ଦଳ ବିଜୟଲାଭ  କରି ଥିଲା ।ଉକ୍ତ ଉଦଯାପନୀ ଫାଇନାଲ ଖେଳରେ ମୁଖ୍ୟ ଅତିଥି  ଅବସରପ୍ରାପ୍ତ ଶିକ୍ଷକ ଗଣେଶ ସତନାମୀ, ମୁଖ୍ୟବକ୍ତା ଭାବେ ସମାଜ ସେବୀ ସୁରଥ ସରାବୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଚକ୍ରଧର ବେଶ୍ରା, ଏବଂ ଅନ୍ୟତମ ଅତିଥି ଭାବେ ରଜନୀ କାନ୍ତ ସରାବୁ,ସୁଦର୍ଶନ ସେଠି ପ୍ରମୁଖ ଯୋଗ ଦେଇଖେଲାଲି ମାନଙ୍କୁ ଉତ୍ସାହିତ କରିବା ସହ ପୁରସ୍କାର ପ୍ରଦାନ କରିଥିଲେ ।ବସନ୍ତ କୁମାର ସରାବୁ ଏବଂ କୁନା ମାଝୀ ଖେଲଟିକୁ ସୁନ୍ଦର ଭାବରେ ପରିଚାଳନା କରିଥିବା ବେଳେ    ସୈ।ରଭ ସରାବୁ ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ ।ୟଙ୍ଗଷ୍ଟାର କ୍ରିକେଟ ଦଳରସୈ।ରଭ ସରାବୁ, କେଶବ
ମାଟି, ପିଣ୍ଣୁ କୋଚିଆ, ଅଜିତ ମାଝି,ସୁନିଳ, ହିମାଂଶୁ, ଆକାର, ଧନଞ୍ଜୟ, ପିଣ୍ଟୁ, କୁନା, ବିରେନ୍ଦ୍ର, ନିମାଇଁ, ଅନନ୍ତ, ଶୁଶାନ୍ତ,ଙ୍କ ସମେତ ଅନୁଷ୍ଠାନର ସମସ୍ତ ସଦସ୍ୟ  ଉପସ୍ଥିତ ରହି ଖେଳ ପରିଚାଳନା ରେ ପୁର୍ଣ୍ଣ ସ‌ହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like