-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ଦ୍ୱାରା ସିଲାଟିରେ ଜିଲ୍ଲା ସ୍ତରୀୟ ଧାନମଣ୍ଡି ଉଦଘାଟନ(ପ୍ରଥମ ଦିନରେ ୨ଚାଷୀଙ୍କ ଠାରୁ ଉଠିଲା ୧୫୦ କୁଇଣ୍ଟାଳ ଧାନ)

09-Dec-2025



ବିନିକ(ହିମାଂଶୁ ଶେଖର ପୁଟେଲ) ଚଳିତ ଖରିଫ ଋତୁରେ ଚାଷୀଙ୍କ କଷ୍ଟ ପାର୍ଜୀତ ଅମଳ ଧାନ ଆଜିଠାରୁ ବିକ୍ରୟ ଆରମ୍ଭ ହୋଇଛି । ବିଧିବଦ୍ଧ ଭାବେ ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ ହୋଇଛି ଖରିଫ ଧାନକିଣା ।ଏଥିପାଇଁ ଆଜି ବିନିକା ବ୍ଲକ ଅନ୍ତର୍ଗତ ସିଲଟି ସେବା ସମବାୟ ସମିତିରେ ଆୟୋଜିତ ଜିଲ୍ଲାସ୍ତରୀୟ ଧାନ ମଣ୍ଡି କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ନଡ଼ିଆ ଭାଙ୍ଗି ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ,ମୁଖ୍ୟ ବେସାମାରିକ ଯୋଗାଣ ଅଧିକାରୀ ନିରୋଦ କୁମାର ଦାସ,ସିଲାଟି ପ୍ରାଥମିକ ସେବା ସମିତିର ସଭାପତି ବାବୁଲୁ ବିଶି,ସମ୍ପାଦକ ବଳରାମ ପଧାନ,ଶଙ୍କରା ସରପଞ୍ଚ ଅଶୋକ ପୃଷ୍ଟି,ବରିଷ୍ଟ ବିଜେପି ନେତା ବିଜୟ କୁମାର ମହାକୁର,ଉପ ନିବନ୍ଧକ,ସହକାରୀ ନିବନ୍ଧକ  ଉଭୟ ବେସାମାରିକ ଯୋଗାଣ ବିଭାଗ ଓ ସମବାୟ ବିଭାଗର ଅଧିକାରୀ ଓ କର୍ମଚାରୀ ମାନଙ୍କ ସମେତ ସିଲାଟି ଗ୍ରାମପଞ୍ଚାୟତ ଓ ବିନିକା ପଞ୍ଚାୟତ ସମିତି ଅଞ୍ଚଳର ଚାଷୀମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଆୟୋଜିତ ସଭାରେ  ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଉପସ୍ଥିତ ଚାଷୀମାନଙ୍କୁ ମଣ୍ଡିରେ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବା ସହିତ ସେମାନେ ଯେପରି  ସୁବିଧାରେ ଧାନ ବିକ୍ରୟ କରିପାରିବେ ସେଥି ପାଇଁ ଉଭୟ ଯୋଗାଣ ଓ ସମବାୟ ବିଭାଗର ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ |ଆଜି ପ୍ରଥମ ଦିନରେ ଚାଷୀ ସୁଶାନ୍ତ ପାଣିଗ୍ରାହୀ ଓ ପଞ୍ଚାନନ ପୁରୋହିତ ଙ୍କ ଠାରୁ ୧୫୦କୁଇଣ୍ଟାଲ ଧାନ କ୍ରୟ କରାଯାଇ ଗୋଦାବରୀ ରାଇସ ମିଲକୁ ପଠାଯାଇଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026

You Might Also Like