-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରାଚୀର ପତ୍ରିକା "ଆଇନା"ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ

09-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରାଚୀର ପତ୍ରିକା "ଆଇନା" ର ସ୍ୱତନ୍ତ୍ର ସଂଖ୍ୟା "ଆମ ସମ୍ବିଧାନ ଆମ ସ୍ୱାଭିମାନ"  ଉନ୍ମୋଚିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସେବାଶ୍ରୀ ଭୋଇଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ଏହି ଉନ୍ମୋଚନ ଉତ୍ସବରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରା ଏହି "ଆଇନା" ପତ୍ରିକାର ସ୍ୱତନ୍ତ୍ର ସଂଖ୍ୟାକୁ ଉନ୍ମୋଚନ କରିବା ସହ ଛାତ୍ରୀ ମାନଙ୍କର ସୃଜନଶୀଳ ପ୍ରୟାସ କୁ ସ୍ୱାଗତ କରିଥିଲେ ଓ ନିଜ ବକ୍ତବ୍ୟରେ ସମ୍ବିଧାନର

ମୂଲ୍ୟବୋଧ କୁ ଦୈନନ୍ଦିନ ଜୀବନରେ ଅବଲମ୍ବନ କରିବାକୁ ସମସ୍ତଙ୍କୁ ଆହ୍ୱାନ କରିଥିଲେ।ଏହି ପ୍ରାଚୀର ପତ୍ରିକାରେ ଭାରତୀୟ ସମ୍ବିଧାନ ର ଇତିହାସ,ମୂଳଭୂତ ଅଧିକାର ଓ କର୍ତ୍ତବ୍ୟ, ଡା.ବି.ଆର. ଆମ୍ବେଦକରଙ୍କ ଅବଦାନ ସହ ସମ୍ବିଧାନ ଦିବସ ପାଳନ ସମ୍ପର୍କିତ ଚିତ୍ର ସମ୍ମିଳିତ ହୋଇଛି।ଏହି ଉନ୍ମୋଚନ ଉତ୍ସବରେ ବିଦ୍ୟାଳୟ ର ସମସ୍ତ ଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ଶିକ୍ଷାକର୍ମଚାରୀ ଓ ସ୍ଥାନୀୟ ବିଇଡି କଲେଜ ର ଗୁରୁ ଛାତ୍ର ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like