-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଅନ୍ତର୍ଜାତୀୟ ବେଡ଼ମିଣ୍ଟନ ପ୍ରତିଯୋଗିତା ■ ଓଡିଶା ମାଷ୍ଟର୍ସ ୨୦୨୫ ଉଦଘାଟିତ

09-Dec-2025



ଭୁବନେଶ୍ୱର/ ଆଜି ସ୍ଥାନୀୟ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟେଡ଼ିଅମ ଠାରେ ଅନ୍ତର୍ଜାତୀୟ ବେଡ଼ମିଣ୍ଟନ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ଉଦଘାଟନ ହୋଇଯାଇଅଛି l 
ରାଜ୍ୟସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗର କମିଶନର ତଥା ସଚିବ ସଚିନ ଯାଦବ ଏହି ବଡ଼ମିଣ୍ଟନ ୱାର୍ଲଡ ଫେଡେରେସନ ଟୂର ସୁପର୧୦୦ ମାନ୍ୟତା ପାଇଥିବା ଓଡିଶା ମାଷ୍ଟର୍ସର ଉଦଘାଟନ କରିଥିଲେ l ଓସବା ସଭାପତି ରାଜେଶ ପ୍ରଭାକର ପାଟିଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନି ସମାରୋହରେ କ୍ରୀଡା ନିର୍ଦେଶକ ଡ଼.ବିଜୟ ୟେଦୁଲା, କଟକ ଜିଲ୍ଲାପାଳ ଡତ୍ତlତ୍ରେୟ ଭାଉସାହେବ ସିନ୍ଧେ, ବେଡ଼ମିଣ୍ଟନ ଏସିଆ ଫେଡେରେସନ ର ଟୁର୍ନାମେଣ୍ଟ ମେନେଜର ବେଣୁ ଗୋପାଳ ରାମଲିଙ୍ଗମ ଓସବା ସମ୍ପାଦକ ନିଲିନ କୁମାର ଉପସ୍ଥିତ ଥିଲେ l
ଏବର୍ଷର ଓଡିଶା ମାଷ୍ଟର୍ସରେ ୧୪୭ ପୁରୁଷ ଓ ୧୩୭ ମହିଳା ଜିଗର ଦେଇଛନ୍ତି l ଏମାନେ ପୁରୁଷ ସିଙ୍ଗଲ, ମହିଳା ସିଙ୍ଗଲ, ପୁରୁଷ ଡବଲସ, ମହିଳା ଡବଲସ ଏବଂ ମିକ୍ସଡ ଡବଲସ ଟାଇଟଲ ପାଇଁ ଲଢେଇ କରିବେl 
ପ୍ରଥମ ଦିନର ପୂର୍ବାହ୍ନ ରେ ୨୪ ଟି କ୍ୱାଲିଫାଇଙ୍ଗ ମେଚ ଅନୁଷ୍ଠିତ ହୋଇଥିବା ବେଳେ ଏଥିରୁ ସିଙ୍ଗଲ, ଡବଲ ଓ ମିକ୍ସଡ଼ ଡବଲସରୁ ୨୪ଟି ଦଳ ମୁଖ୍ୟ ଡ୍ର କୁ ଉନ୍ନୀତ ହୋଇଛନ୍ତି l ଅପରାହ୍ନରେ ମୁଖ୍ୟ ଡ୍ର ରୁ ୨୦ଟି ମେଚ ଅନୁଷ୍ଠିତ ହୋଇଯାଇଛି l ଯୋଗ୍ୟତା ପର୍ଯ୍ୟାୟରୁ ମୁଖ୍ୟ ଡ୍ର କୁ ଉନ୍ନୀତ ଭାରତୀୟ ସିଙ୍ଗଲସ ଖେଳାଳୀ ମାନେ ହେଲେ ଅଂଶ ବିଶାଳ ଗୁପ୍ତା, ମାନବ ଚୌଧୁରୀ, ରୋନକ ଚୌହାନ, ନୁମେର ଶେଖ, ମେଧାବୀ ନଗର, ସଂସ୍କାର ସାରସ୍ୱତ ଆଦିତ୍ୟ ଦିବାକର, ଲୋକେଶ ରେଡ୍ଡୀ,ତାଇପେଇ ର ଚି ଯୁନ ଚେଙ୍ଗ, ଯାପlନର ନନାମୀ ସୋମେୟl ଓ ଇଣ୍ଡୋନେସିଆର ଡାଳିଆ ଅଘନିଆ ପୁଟେରୀ ଏବଂ ଡବଲସରେ ଭାରତର ବିମଲରାଜ ଆନ୍ନାଦୁରେଇ ଓ ଶ୍ରେୟା ବାଲାଜୀ ଯୋଡି, ରୋହିତ ମାରିସ୍ୱାମୀ ସାଥି ରିଧି କୌର, ଭି. ରେଡଡି ସାଥି କେ. ସେଲଭାମ,ଯେନିଥ ଅବିଗେଲ ସାଥି ଲିଖିତା ଶ୍ରୀବlସ୍ତବ, ଡି. ଭେଲ ମୁରୁଗାନ ସାଥି 
ପି.ନଟରlଜାନ, ନିତିନ କୁମାର ସାଥି ହର୍ଷ ରଣା, କେ. କୁମାରଭେଲ ସାଥି ଆର ମୋହନ କୁମାର, ଭି ଆର ନର୍ଦ୍ଧନା ସାଥି ରିଦୁବର୍ଶିନୀ  ରାମାସ୍ୱାମୀ, ଅଦିତି ଭଟ୍ଟ ସାଥି ଶ୍ରାବଣୀ ବାଲେକାର, ଏନ. ଇଶ୍ୱର ମୂର୍ତ୍ତି ସାଥି ଡି. ଭେଲ ମୁରୁଗାନ, ମୁରଲୀ କ୍ରିଷ୍ଣl କନୁରୀ ସାଥି ଅଭିଜିତ ମହାରଣା ଓ ସାକ୍ଷୀ

ଗହ୍ଲାବତ ସାଥି ତନୀଷା ସିଂ l ରିପୋର୍ଟ ପ୍ରସ୍ତୁତ ପର୍ଯ୍ୟନ୍ତ ମୁଖ୍ୟ ଡ୍ର ପ୍ରତିଯୋଗୀତା ରେ ଭାରତୀୟ ଖେଳାଳୀ କେଭିନ ଥାଙ୍ଗମ, ସାନିଥ ଦୟାନନ୍ଦ, ତୁଷାର ସୁବୀର ଇଣ୍ଡୋନେସିଆ ଖେଳାଳୀ ମୋହମ୍ମଦ ଯୁସୁଫ, ରିଚି ରିକାରଡୋ ପ୍ରମୁଖ ନିଜ ନିଜ ପ୍ରତିଦ୍ବନ୍ଦୀଙ୍କୁ ହରାଇ ପରବର୍ତୀ ରାଉଣ୍ଡ ଉନ୍ନୀତ ହୋଇଛନ୍ତି l.
ଏକ ଲକ୍ଷ ଦଶ ହଜାର ଡ଼ଲାର ପୁରସ୍କାର ରାଶି ବିଶିଷ୍ଟ ଏହି ପ୍ରତିଯୋଗିତାକୁ ପରିଚାଳନା ପାଇଁ ୧୦ଜଣିଆ ବି ଡବଲୁ ଏଫ ମନୋନୀତ ଅଫିସଏଲ ଦଳ ୧୨ଜଣ ଭାରତୀୟ ବେଡ଼ମୀଣ୍ଟନ ସଙ୍ଘ  ମନୋନୀତ ଅଫିସିଏଲ ଏବଂ ୪୬ ଜଣ ଓସବା ମନୋନୀତ ଅଫିସିଏଲ ପରିଚାଳନା କରୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like