-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଲା ଧାନମଣ୍ଡି*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-

09-Dec-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ପୂର୍ବ ଧାର୍ଯ୍ୟ ଅନୁଯାୟୀ  ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଛି ମଣ୍ଡି । ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ସିଲାଟି ଗ୍ରାମ ପଞ୍ଚାୟତର ସିଲାଟି ପ୍ରାଥମିକ ସେବା ସମବାୟ ସମିତି ଠାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଦ୍ୱାରା ଜିଲ୍ଲା ସ୍ତରୀୟ ଧାନମଣ୍ଡି ପୂଜାର୍ଚ୍ଚନା ପରେ ଶୁଭ ଉଦଘାଟନ କରାଯାଇଥିଲା । ଏହି ଧାନ ମଣ୍ଡି ଉଦଘାଟନ ସମୟରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳିନା ପ୍ରଧାନ, ମୁଖ୍ୟ ବେସାମାରିକ ଯୋଗାଣ ଅଧିକାରୀ ନିରୋଦ କୁମାର ଦାସ, ସିଲାଟି ପ୍ରାଥମିକ ସେବା ସମିତିର ସଭାପତି ବାବୁଲୁ ବିଶି ଓ ସମ୍ପାଦକ, ବଳରାମ ପଢନ, ବିଜେପି କୃଷକ ମୋର୍ଚ୍ଚା ସଭାପତି ଅଶୋକ ପୁଷ୍ଟି, ସୁବର୍ଣ୍ଣପୁର ସେବା ସମବାୟ ସମିତି ଉପ ନିବନ୍ଧକ, ସହକାରୀ ନିବନ୍ଧକ, ଉଭୟ ବେସାମାରିକ ଯୋଗାଣ ବିଭାଗ ଓ ସମବାୟ ବିଭାଗର ଅଧିକାରୀ ଏବଂ କର୍ମଚାରୀ ମାନଙ୍କ ସମେତ ସିଲାଟି ଗ୍ରାମ ପଞ୍ଚାୟତ ଓ ବିନିକା ପଞ୍ଚାୟତ ସମିତି ଅଞ୍ଚଳର ଚାଷୀମାନେ ଉପସ୍ଥିତ ଥିଲେ ।

ଏହି ଅବସରରେ ଜିଲ୍ଲାପାଳ ଚାଷୀ ମାନଙ୍କୁ ମଣ୍ଡିରେ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବା ସଙ୍ଗେ ସଙ୍ଗେ ଚାଷୀ ମାନଙ୍କ ଠାରୁ ଯେପରି ସହଜରେ ଓ ସୁବିଧାରେ ଧାନ କ୍ରୟ କରାଯାଇ ପାରିବ, ଚାଷୀ ଙ୍କୁ ଅଖା ଯୋଗାଇବାକୁ ଓ ବାକି  ଥିବା ଚାଷୀ ଙ୍କ ଟୋକନ୍ ବ୍ୟବସ୍ଥା କରିବାକୁ ସେଥିପାଇଁ ଉଭୟ ଯୋଗାଣ ଓ ସମବାୟ ବିଭାଗର ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like