-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଶିଶୁ ମହୋତ୍ସବ ସୁରଭି

10-Dec-2025



ନୂଆପଡ଼ା( ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ସୁନାପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ସୁନା ପୁର କ୍ଲଷ୍ଟର୍ ସି ଆର୍ ସି ସି ଲମ୍ବୋଦର ଦୁରିଆଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ ସଭାରେ ବିଜ୍ଞାନ ଶିକ୍ଷୟତ୍ରୀ ସଙ୍ଗୀତା ବେହେରା ଅତିଥି ପରିଚୟ ପ୍ରଦାନ ସହ ମଞ୍ଚ ପରିଚାଳନା କରିଥିଲେ । ସି ଆର୍ ସି ସି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ  ମୁଖ୍ୟ ଅତିଥି ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ରେଶ୍ଵର ମେହେର,ସମ୍ମାନିତ ଅତିଥି ରୂପେ ଶିକ୍ଷକ ସରୋଜ ମାଝୀ,ଶିକ୍ଷକ ଲଛମନ ମହାନନ୍ଦ, ଓ ଏ ଭି ଶିକ୍ଷୟତ୍ରୀ ଶୁଭଶ୍ରୀ ସାହୁ,ଶିକ୍ଷକ ଈଶ୍ୱର ମାଝୀ,ସାମ୍ବାଦିକ ସ୍ଵତନ୍ତ୍ର ପ୍ରତିନିଧି ରାମନାଥ ପଣ୍ଡା ପ୍ରମୁଖ ମଞ୍ଚାଷିନ ଥିଲେ ।ଶିଶୁଙ୍କ ଅନ୍ତର୍ନିହିତ ବିଭିନ୍ନ ଗୁଣକୁ ପରି ପ୍ରକାଶ କରିବାର ମାଧ୍ୟମ  ହେଉଛି ମଞ୍ଚ ।ଶିଶୁଙ୍କ ପାଖରେ ସୁପ୍ତ ହୋଇ ରହିଯାଇଥିବା ପ୍ରତ୍ୟେକ କଳାକୁ ଲୋକ ଲୋଚନକୁ ଆଣିବା  ହେଉଛି  ସୁରଭି  ।ସୁରଭି କୁ ଗୋଟିଏ ଦୃଷ୍ଟି କୋଣରୁ"ମହକ " କହିଲେ ମଧ୍ୟ ଅତ୍ୟୁକ୍ତି ହେବ ନାହିଁ ।ଅତିଥିଗଣ ଶିଶୁଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ମତ ରଖିଥିଲେ ଆଉ ଶିଶୁଙ୍କ ଶୁଭକାମନା କରିଥିଲେ । ଆଜି ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିଶୁ ପ୍ରତିଭା ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ନିଜ ନିଜ ଅନ୍ତର୍ନିହିତ କଳାକୁ ପ୍ରତିପାଦନ କରି ସଫଳତା ଲାଭ କରିଥିବା ଦୃଷ୍ଟିରୁ ଆଜି ତାଙ୍କୁ ସମ୍ମାନୀତ କରାଯାଇଛି ।ପରେ ଶିଶୁଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇ ସମସ୍ତଙ୍କ ମନ ଜିଣି ନେଇଥିଲେ । କ୍ଳଷ୍ଟରର ସମସ୍ତ ବିଦ୍ୟାଳୟରୁ ଆସିଥିବା ପ୍ରଧାନ ଶିକ୍ଷକ ,ଶିକ୍ଷକ ,ଶିକ୍ଷୟତ୍ରୀ,ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଆଜିର କାର୍ଯ୍ୟକ୍ରମ ସଫଳ ହେବାରେ ସହଯୋଗ କରିଥିଲେ।ଶିକ୍ଷକ ଉମାଶଙ୍କର ମାଝୀ ଉଦଯାପନୀ ସମାରୋହରେ ମଞ୍ଚ ପରିଚାଳନା କରିବା ସହିତ ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like